ଇଭିଏମ୍‌ରେ ତ୍ରୁଟି : ବିଳମ୍ବରେ ମତଦାନ

ସୁନ୍ଦରଗଡ଼,୧୮ା୪(ଡି.ଏନ୍‌.ଏ) : ସୁନ୍ଦରଗଡ଼ ଜିଲାରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଆରମ୍ଭ ହୋଇଛି। ଜିଲାର ଲୋକ ସଭା ଓ ଏହା ଅଧୀନ ୭ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଥିବା ୧୮୪୬ଟି ମତଦାନ କେନ୍ଦ୍ରରେ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ସୁନ୍ଦରଗଡ଼ ମ୍ୟୁନିସପାଲିଟିର ୨୧୬ ନଂ ବୁଥ ଓ ବ୍ଲକ କଲୋନୀ୍‌ର ଦୁଇଟି ବୁଥରେ ଇଭିଏମରେ ତୃଟି ଯୋଗୁ ନିର୍ଦ୍ଧାରିତ ସମୟଠାରୁ ୧/୨ ଘଣ୍ଟା ବିଳମ୍ବରେ ମତଦାନ ଆରମ୍ଭ ହୋଇଥିଲା। ମତଦାନ ପାଇଁ ଭୋଟରଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ପରିଲକ୍ଷିତ ହୋଇଛି। ବିଶେଷକରି ପ୍ରଥମ କରି ଭୋଟ ଦେଉଥିବା ଯୁବଭୋଟରଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଛି। ସେହିପରି ପ୍ରତ୍ୟେକ ମତଦାନ କେନ୍ଦ୍ରରେ ଦିବ୍ୟାଙ୍ଗଙ୍କ ପାଇଁ ସମସ୍ତ ସୁବିଧା କରାଯାଇଛି। ସ୍ବେଚ୍ଛାସେବୀମାନେ ସେମାନଙ୍କୁ ନେବା ଆଣିବା କରୁଛନ୍ତି। ବର୍ତ୍ତମାନ ସୁଦ୍ଧା ଶାନ୍ତିପୂର୍ଣ୍ଣ ଭାବେ ଭୋଟଗ୍ରହଣ ଚାଲିଥିଲେ ହେଁ ନିର୍ବାଚନ ପୂର୍ବ ରାତିରେ ସୁନ୍ଦରଗଡ଼ ନିର୍ବାଚନମଣ୍ଡଳୀରେ ଦୁଇଟି ନିର୍ବାଚନୀ ହିଂସା ଘଟିଛି। ଜଣେ ଖବରଦାତାଙ୍କ ଗାଡ଼ି ଭଙ୍ଗାରୁଜା କରାଯିବା ସହ ସୁନ୍ଦରଗଡ଼ ପୂର୍ବତନ ବିଧାୟକଙ୍କ ସମର୍ଥକ ଏବଂ ସମ୍ପର୍କୀୟମାନଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ସେହିପରି ବିଳମ୍ବିତ ରାତିରେ ଭୋଟରଙ୍କୁ ବଣ୍ଟନ ପାଇଁ ଯାଉଥିବା ଟଙ୍କାକୁ ପୋଲିସ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri