ଇଭିଏମ୍‌ ଅଚଳ, ବନ୍ଦ ରହିଛି ମତଦାନ

ତିହିଡ଼ି,୨୯।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ନିର୍ବାଚନ ମଣ୍ତଳୀ ଅଧୀନ ତିହଡ଼ି ବ୍ଲକ କୋହ୍ଲ ପଞ୍ଚାୟତର ମୂଷାଙ୍ଗ ପ୍ରାଥମିକ ସ୍କୁଲ ୨୧୯ନଂ ବୁଥ୍‌ରେ ଇଭିଏମ୍‌ ଅଚଳ ଯୋଗୁ ମତଦାନ ବନ୍ଦ ରହିଛି। ସୋମବାର ସକାଳ ୭ଟାରେ ମତଦାନ ପୂର୍ବରୁ ଏମ୍‌ପି ପାଇଁ ଉଦ୍ଦିଷ୍ଟ ଇଭିଏମ ଅଚଳ ଥିବା ଜଣାପଡ଼ିଥିଲା। ପରେ ମେସିନକୁ ସଜଡା ଯାଇ ସିଲ୍‌ କରାଯାଇଥିଲା।

ତେବେ ଇଭିଏମ କାମ ନ କରିବାରୁ ଭୋଟ ଦେବାକୁ ଅପେକ୍ଷାରତ ମତଦାତାମାନେ ଅସନ୍ତୋଷ ପ୍ରକାଶ କରି ପାଟିତୁଣ୍ତ କରିଥିଲେ। ସେକ୍ଟର ଅଫିସର ଭାଗବତ ଖଟୁଆ ନିର୍ବାଚନ ଅଧିକାରୀଙ୍କୁ ଜଣାଇ ନୂତନ ଇଭିଏମ ଯୋଗାଇଦେବାକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାନ୍ଦିପୁର ବେଳାଭୂମି ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ବାଲେଶ୍ୱର ଅଫିସ-ବାଲେଶ୍ୱର ଜିଲା ସଦର ମହକୁମାଠାରୁ ମାତ୍ର ୧୫ କି.ମି. ଦୂରରେ ରହିଛି ଚାନ୍ଦିପୁର ବେଳାଭୂମି। ଦୂରଦୂରାନ୍ତରୁ ପର୍ଯ୍ୟଟକମାନେ ଶୀତଋତୁରେ ଏହି ବେଳାଭୂମିକୁ ଆସିଥାନ୍ତି। ପିକ୍‌ନିକ୍‌,...

ରାସ୍ତା ପ୍ରଶସ୍ତୀକରଣ ଲାଗି ଦାବିପତ୍ର

ସୋର, ୬।୯(ଡି.ଏନ.ଏ.): ସୋର ବ୍ଲକ ନଟାପଡ଼ାଠାରେ ୧୩୨/୩୩ କେଭି ଗ୍ରୀଡ଼ ସବ୍‌ଷ୍ଟେଶନ ପାଚେରି କଡ଼ ଦେଇ ଚାଷ ଜମିକୁ ଯାଇଥିବା ରାସ୍ତାକୁ ପ୍ରଶସ୍ତୀକରଣ ଲାଗି ଗ୍ରାମବାସୀ...

ସୁନ୍ଦରପୁର ରଜ ମହୋତ୍ସବ ଉଦ୍‌ଘାଟିତ

ଖଇରା, ୧୫।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସୁନ୍ଦରପୁର ହାଇସ୍କୁଲ ପଡିଆରେ ବ୍ଲକସ୍ତରୀୟ ରଜ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ସକାଳେ କମିଟି ସଭାପତି ଅଧ୍ୟାପକ...

ଚାଇନା ଫେରନ୍ତା ବ୍ୟକ୍ତି ଅସୁସ୍ଥ: ଖଇରାରେ କରୋନା ଆତଙ୍କ

ଖଇରା,୭।୩(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ଥାନା ସାରକୋଣା ପଞ୍ଚାୟତ ସୋଜାଗଡ଼ ଗ୍ରାମରେ କରୋନା ଆତଙ୍କ ଦେଖାଦେଇଛି। ଚାଇନା ଫେରନ୍ତା ଯୁବକ ଜଗନ୍ନାଥ ଜେନାଙ୍କୁ କରୋନା ସଂକ୍ରମିତ...

ରାସ୍ତା ମଝିରେ ଶିଶୁଙ୍କୁ ପାଠ ପଢ଼ାଇଲେ,ଖାଦ୍ୟ ଦେଲେ

ଭୋଗରାଇ,୧୬।୧୧(ଡି.ଏନ.ଏ.): ଅଙ୍ଗନୱାଡିି କର୍ମୀ ଶିଶୁମାନଙ୍କୁ ନେଇ ସ୍କୁଲ ସମ୍ମୁଖ ରାସ୍ତା ମଝିରେ ପାଠ ପଢ଼ାଇବା ଏବଂ ସେଠାରେ ସେମାନଙ୍କୁ ମଧ୍ୟାହ୍ନଭୋଜନ ଖାଇବାକୁ ଦେବା ଚର୍ଚ୍ଚାର ବିଷୟ...

ସରଡିହାରେ ହାତୀପଲଙ୍କ ଉତ୍ପାତ

ବସ୍ତା, ୨୬ା୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକରେ ହାତୀପଲ ଉପଦ୍ରବ ଚଳାଇଛନ୍ତି। ୪ଦିନ ପୂର୍ବରୁ ରାସଗୋବିନ୍ଦପୁର ବ୍ଲକର ବିଭିନ୍ନ ଗ୍ରାମରେ ହାତୀପଲ ଉତ୍ପାତ କରିବା ସହିତ ବ୍ୟାପକ...

ବଜ୍ରପାତରେ ଚାଲିିଗଲା ୮ ଜୀବନ

ବାଲେଶ୍ୱର ଅଫିସ/ ବସ୍ତା/ ରୂପ୍‌ସା/ ଜଳେଶ୍ୱର/ସୋର/ ବାସୁଦେବପୁର/ ଖୁଣ୍ଟା, ୭।୮(ଡି.ଏନ.ଏ.): ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜ ଜିଲାରେ ଶନିବାର ବଜ୍ରପାତ ଘଟି ୮ଜଣଙ୍କ ମୃତ୍ୟୁ ହୋଇଥିବା...

ନିର୍ମାଣ କାର୍ଯ୍ୟରେ ଅନିୟମିତତା : ଜିଲାପାଳଙ୍କଠାରେ ଗ୍ରାମବାସୀ ଫେରାଦ

ବାରିପଦା ଅଫିସ,୧୩ା୬ : ମୟୂରଭଞ୍ଜ ଜିଲା ବିଜାତଳା ବ୍ଲକ ଅନ୍ତର୍ଗତ ବଣକାଟୀ ପଞ୍ଚାୟତ ବରଜିଆଣି ଗ୍ରାମରେ ଏକ କାର୍ଯ୍ୟରେ ଅନିୟମିତା ହୋଇଥିବା ନେଇ ଗୁରୁବାର ଗ୍ରାମବାସୀ...

Advertisement
Archives

Model This Week