ଇଭିଏମ୍‌ କଣ୍ଟ୍ରୋଲ୍‌ ୟୁନିଟ୍‌ ଭାଙ୍ଗିବା ମାମଲା : ଜେଲରେ ଭାଜପା ପ୍ରାର୍ଥୀ ନୀଳମଣି

ଛତ୍ରପୁର,୨୦ା୪(ଡି.ଏନ.ଏ.)-ଗଞ୍ଜାମ ଜିଲା ସୋରଡା ବ୍ଲକ ରେଣ୍ଟି ବୁଥ୍‌ରେ ଇଭିଏମ୍‌ କଣ୍ଟ୍ରୋଲ ୟୁନିଟ୍‌ ଭାଙ୍ଗିବା ମାମଲାରେ ଭାଜପା ପ୍ରାର୍ଥୀ ନୀଳମଣି ବିଷୋୟୀ ଗିରଫ ହୋଇ ଜେଲ ଯାଇଛନ୍ତି। ଶୁକ୍ରବାର ଛତ୍ରପୁରସ୍ଥିତ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍‌ପି ଉପରୋକ୍ତ ସୂଚନା ଦେଇଛନ୍ତି। ସୋରଡା ପୋଲିସ ଏନେଇ ଏକ ମାମଲା ନଂ.୫୭/୧୯ ରୁଜୁ କରି ଗୁରୁବାର ରାତିରେ ନୀଳମଣିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରେ ତାଙ୍କୁ ସୋରଡା ଜେଲକୁ ପଠାଇ ଦିଆଯାଇଥିଲା। ନୀଳମଣିଙ୍କ ଉପରେ ଆଇପିସିର ୧୪୩, ୪୪୮, ୧୪୯, ୩୫୩ ଓ ୪୨୭ ଧାରା, ଆର୍‌ପି ଆକ୍ଟ (ରିପ୍ରେଜେଣ୍ଟେସନ୍‌ ଅଫ୍‌ ଦ ପିପୁଲ୍‌)ର ୧୩୧,୧୩୨, ୧୩୫(ଏ) ଓ ୧୩୬ ଧାରା ଏବଂ ପିଡିପିପି (ପ୍ରିଭେନସନ୍‌ ଅଫ୍‌ ଡ୍ୟାମେଜ୍‌ ଟୁ ପବ୍ଲିକ୍‌ ପ୍ରପର୍ଟି) ଆକ୍ଟର ୩ ଧାରା ଲଗାଇ ମାମଲା ରୁଜୁ ହୋଇଥିବା ଏସପି କହିଛନ୍ତି। ଅପରପକ୍ଷରେ ଭୋଟ ଗ୍ରହଣ ବେଳେ ରିଗିଂ ହୋଇଥିବା ନେଇ ନୀଳମଣିଙ୍କ ପକ୍ଷରୁ ସୋରଡା ଥାନାରେ ଦିଆଯାଇଥିବା ଏତଲା ଉପରେ ମାମଲା ରୁଜୁ ହୋଇ ନ ଥିବା ଏସ୍‌ପି ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri