ଇମ୍ରାନଙ୍କୁ ଝଟକା: ୩୭୦ ଉପରେ ପ୍ରତିକ୍ରିୟା ଦେବାକୁ ମନା କଲା ୟୁଏନଏସସି

ଓ୍ବ।ଶିଂଟନ୍‌,୯।୮: ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦ(ୟୁନଏସସି) ପକ୍ଷରୁ ପାକିସ୍ତାନକୁ ବଡ ଝଟକା ଲାଗିଛି। ଜମ୍ମୁ-କଶ୍ମୀରରେ ୩୭୦ ଅନୁଚ୍ଛେଦ ଉଠାଇ ଦିଆଯିବା ପରେ ପାକିସ୍ତାନ ଏଥିରେ ଦଖଲ ଦେବାକୁ ୟୁଏନଏସସିକୁ ଚିଠି ଲେଖିଥିଲା। କିନ୍ତୁ ୟୁଏନଏସସି ଅଧ୍ୟକ୍ଷ ଜୋଆନା ରୋନେକା ଏନେଇ କୌଣସି ମନ୍ତବ୍ୟ ଦେବାକୁ ମନା କରିଦେଇଛନ୍ତି। ସୂଚନାଯୋଗ୍ୟ, ୩୭୦ ଉଠିବା ପରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ବିଶ୍ୱ ସମୁଦାୟର ସହଯୋଗ ଲୋଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଲିମ୍ପିକ୍ସ ପୂର୍ବରୁ ଶରଣାର୍ଥୀଙ୍କୁ ବିଦାକଲା ଫ୍ରାନ୍ସ ପୋଲିସ

ପ୍ୟାରିସ୍‌,୨୭ା୭: ଅନେକ ହଜାର ଶରଣାର୍ଥୀ ନିଜ ଆସବାବପତ୍ର ଓ ପିଲାଙ୍କୁ ଧରି ପ୍ୟାରିସ୍‌ ରାସ୍ତାକଡ଼ରେ ଶୋଇଥିଲେ। ଅଲିମ୍ପିକ୍ସ ଗେମ୍ସର ଉଦ୍‌ଘାଟନୀ ସମାରୋହ ପୂର୍ବରୁ ଫ୍ରାନ୍ସ ପୋଲିସ...

ଡେମୋକ୍ରାଟିକ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ କମଳା ହାରିସ

ଓ୍ବାଶିଂଟନ,୨୭।୭: ଡେମୋକ୍ରାଟିକ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ କମଳା ହାରିସ । ସୋସିଆଲ ମିଡିଆରେ ଉପରାଷ୍ଟ୍ରପତି ହାରିସ ସୂଚନା ଦେଇ କହିଛନ୍ତି, ପ୍ରତି ଭୋଟ ଜିତିବା...

ଅବସର ବୟସ ବଢ଼ାଇବାକୁ ଚାଇନାର ଯୋଜନା

ବେଜିଂ,୨୭ା୭(ପି.ଟି.): ଚାଇନାରେ ବୟସ୍କଙ୍କ ସଂଖ୍ୟା ବଢ଼ୁଥିବାରୁ କର୍ମଚାରୀଙ୍କ ଅବସର ବୟସସୀମା ବଢ଼ାଇବାକୁ ଚାଇନିଜ୍‌ କମ୍ୟୁନିଷ୍ଟ ପାର୍ଟି ଯୋଜନା କରୁଥିବାରୁ ଏହାକୁ ନେଇ ସାଧାରଣରେ ଉତ୍ତେଜନା ପ୍ରକାଶ ପାଇଛି।...

ଅକ୍ସଫୋର୍ଡ ୟୁନିଭର୍ସିଟି ଚାନ୍ସେଲର ନିର୍ବାଚନ ଲଢ଼ିବେ ଇମ୍ରାନ୍‌

ଇସ୍‌ଲାମାବାଦ/ଲଣ୍ଡନ,୨୭ା୭: ଜେଲରେ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଏକଦା ବ୍ରିଟେନ୍‌ର ଅକ୍ସଫୋର୍ଡ ୟୁନିଭର୍ସିଟିରେ ପାଠ ପଢ଼ୁତ୍ଥିଲେ। ଇମ୍ରାନ୍‌ ଏବେ ଏହି ଖ୍ୟାତିସମ୍ପନ୍ନ ବିଶ୍ୱବିଦ୍ୟାଳୟର...

ଅଲିମ୍ପିକ୍ସ ପୂର୍ବରୁ ଶରଣାର୍ଥୀଙ୍କୁ ବିଦାକଲା ଫ୍ରାନ୍ସ ପୋଲିସ

ପ୍ୟାରିସ୍‌,୨୭ା୭: ଅନେକ ହଜାର ଶରଣାର୍ଥୀ ନିଜ ଆସବାବପତ୍ର ଓ ପିଲାଙ୍କୁ ଧରି ପ୍ୟାରିସ୍‌ ରାସ୍ତାକଡ଼ରେ ଶୋଇଥିଲେ। ଅଲିମ୍ପିକ୍ସ ଗେମ୍ସର ଉଦ୍‌ଘାଟନୀ ସମାରୋହ ପୂର୍ବରୁ ଫ୍ରାନ୍ସ ପୋଲିସ...

ବାଇଡେନଙ୍କ ପରେ କମଲାଙ୍କୁ ସମର୍ଥନ କଲେ ଓବାମା-ମିଶେଲ; ଟ୍ରମ୍ପଙ୍କ ଅଡୁଆ ବଢ଼ିଲା…

ଓ୍ବାଶିଂଟନ,୨୬।୭: ଆମେରିକା ରାଷ୍ଟ୍ରପତି ପଦ ଲାଗି କମଲା ହାରିସଙ୍କ ପ୍ରାର୍ଥୀତ୍ୱ ମଜଭୂତ ହେବାରେ ଲାଗିଛି। ରାଷ୍ଟ୍ରପତି ଜୋ ବାଇଡେନଙ୍କ ପରେ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା...

ମୁକେଶ ଅମ୍ବାନୀଙ୍କ ସହ ଏହି ମହିଳାଙ୍କ ସେଲ୍‌ଫି ଭାଇରାଲ, ଜାଣନ୍ତୁ ଫଟୋକୁ ନେଇ କାହିଁକି ପାକିସ୍ତାନରେ ହେଉଛି ଚର୍ଚ୍ଚା

ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଚେୟାରମ୍ୟାନ ମୁକେଶ ଅମ୍ବାନୀ ଏବଂ ତାଙ୍କ ପରିବାର ସହ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ତାଙ୍କ ସହ ଫଟୋରେ ଦେଖାଯାଇଥିବା...

ଭାରତ ଉପରେ ରାଗିଗଲା ଆମେରିକା: ପରେ ଭାରତ ଦେଲା କଡ଼ା ଜବାବ

ଓ୍ବାଶିଂଟନ,୨୬।୭: ନିକଟରେ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ଗସ୍ତରେ ଯାଇଥିଲେ। ସେଠାରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ମଧ୍ୟ ଭେଟିଥିଲେ। ତେବେ ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀ ମୋଦିଙ୍କ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri