ଇମ୍ରାନଙ୍କୁ ଝଟକା: ୩୭୦ ଉପରେ ପ୍ରତିକ୍ରିୟା ଦେବାକୁ ମନା କଲା ୟୁଏନଏସସି

ଓ୍ବ।ଶିଂଟନ୍‌,୯।୮: ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦ(ୟୁନଏସସି) ପକ୍ଷରୁ ପାକିସ୍ତାନକୁ ବଡ ଝଟକା ଲାଗିଛି। ଜମ୍ମୁ-କଶ୍ମୀରରେ ୩୭୦ ଅନୁଚ୍ଛେଦ ଉଠାଇ ଦିଆଯିବା ପରେ ପାକିସ୍ତାନ ଏଥିରେ ଦଖଲ ଦେବାକୁ ୟୁଏନଏସସିକୁ ଚିଠି ଲେଖିଥିଲା। କିନ୍ତୁ ୟୁଏନଏସସି ଅଧ୍ୟକ୍ଷ ଜୋଆନା ରୋନେକା ଏନେଇ କୌଣସି ମନ୍ତବ୍ୟ ଦେବାକୁ ମନା କରିଦେଇଛନ୍ତି। ସୂଚନାଯୋଗ୍ୟ, ୩୭୦ ଉଠିବା ପରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ବିଶ୍ୱ ସମୁଦାୟର ସହଯୋଗ ଲୋଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଦିଲେ ପୁଟିନ୍‌…

ମସ୍କୋ,୧୧।୯: ରୁଷିଆର ରାଷ୍ଟ୍ରପତି ବ୍ଲାଡ଼ିମୀର ପୁଟିନ୍‌ଙ୍କୁ ସର୍ବ ସମ୍ମୁଖରେ କାନ୍ଦୁଥିବାର ଦେଖିବାକୁ ମିଳିଛି। ନିଜର ବନ୍ଧୁ ତଥା ପୁଟିନ୍‌ଙ୍କ କ୍ୟାବିନେଟ୍‌ର ଜରୁରୀକାଳୀନ ପରିସ୍ଥିତି ମନ୍ତ୍ରୀ ୟଓ୍ବେଗେନି...

ମୁକ୍ତ ଇଣ୍ଡୋ-ପାସିଫିକ୍‌ ପାଇଁ ସଂକଳ୍ପ

ମେଲବୋର୍ନ,୧୨ା୨: ଭାରତ, ଆମେରିକା, ଅଷ୍ଟ୍ରେଲିଆ ଏବଂ ଜାପାନକୁ ନେଇ ଗଠିତ କ୍ୱାଡ୍‌ ରାଷ୍ଟ୍ରଗୋଷ୍ଠୀର ବହିର୍ବ୍ୟାପାର ମନ୍ତ୍ରୀମାନେ ମୁକ୍ତ ଓ ଅବାଧ ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳ ଲାଗି...

ଜାଣନ୍ତି କାହା ସହାୟତାରେ ରାତାରାତି ମାଳଦ୍ୱୀପ ପଳାଇଲେ ଗୋଟାବାୟା

କଲମ୍ବୋ,୧୩ା୭: ଭାରତର ପଡ଼ୋଶୀ ଦେଶ ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ଗମ୍ଭୀର ହେବାରେ ଲାଗିଛି। ଏଠାରେ ରାଜନୈତିକ ଉତ୍ତେଜନା ମଧ୍ୟ ଦେଖାଦେଇଛି। ଫଳରେ ଜଣକ ପରେ ଜଣେ...

ବର୍ନାଡ ଆର୍‌ନଲ୍ଟ ବିଶ୍ୱର ୧ ନମ୍ବର ଧନୀ

ନୂଆଦିଲ୍ଲୀ,୨୭।୫: ଫ୍ରାନ୍ସର ଫ୍ୟାଶନ ଟାଇକୁନ ବର୍ନାଡ ଆର୍‌ନଲ୍ଟ(୭୨) ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ସ୍ଥାନ ହାସଲ କରିଛନ୍ତି। ତାଙ୍କ କମ୍ପାନୀ ଏଲ୍‌ଭିଏମ୍‌ଏଚ୍‌ର ଶେୟାର ପ୍ରାଇସ ବଢିବାରୁ...

ମୁଣ୍ଡରେ କେଶ ନ ଥିବା ପୁରୁଷଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ

ଓ୍ବାଶିଂଟନ, ୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଅଚଳାବସ୍ଥା ସୃଷ୍ଟି ହୋଇଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବଢ଼ିଚାଲିଛି। ଶିଶୁ,...

ହାଇଓ୍ବେରେ ମଶା ଝଡ଼: ଲୋକେ ଆତଙ୍କିତ

ବୁଇନୋସ୍‌ ଆରିସ୍‌,୧।୩: ସାଧାରଣତଃ ଧୂଳିଝଡ ଦେଖାଯାଇଥାଏ। ତେବେ ମଶା ଝଡ଼ ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ଏଭଳି ଏକ ଝଡ଼ ଆର୍ଜେଣ୍ଟିନାର ହାଇଓ୍ବେ...

ଗବେଷଣାଗାର ନୁହେଁ, ପ୍ରକୃତି ଦେଇଛି କରୋନା: ଗବେଷକଙ୍କ ମତ

ଲସ୍‌ ଏଞ୍ଜେଲ୍ସ,୧୯ା୩ : କୋଭିଡ-୧୯ ମହାମାରୀ ସୃଷ୍ଟି କରିଥିବା କରୋନା ଭୂତାଣୁ କୌଣସି ଗବେଷଣାଗାରରେ ସୃଷ୍ଟି ହୋଇନାହିଁ, ଏହା ପ୍ରାକୃତିକ ବିବର୍ତ୍ତନର ଫଳ ବୋଲି ଏକ...

ୟୁକ୍ରେନ୍‌ ପଛରେ ରହି ରୁଷିଆ ସହିତ ଆମେରିକା ଲଢୁଛି ଛାୟା ଯୁଦ୍ଧ…

ଓ୍ବାଶିଂଟନ, ୨୨।୫ : ରୁଷିଆ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ୪ ମାସରେ ପହଞ୍ଚିଛି। ତେବେ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ହେଉଛି ଯେ, ରୁଷିଆ ସହିତ ଆମେରିକା ଛାୟାଯୁଦ୍ଧ...

Advertisement
Archives

Model This Week