Posted inଜାତୀୟ

ଇମ୍ରାନଙ୍କୁ ଭେଟିବେ ନାହିଁ ମୋଦି

ନୂଆଦିଲ୍ଲୀ, ୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏସସିଓ ବୈଠକରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଭେଟିବାର କୌଣସି କାର୍ଯ୍ୟକ୍ରମ ନାହିଁ ବୋଲି ଗୁରୁବାର ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି। ସୂଚନାଯୋଗ୍ୟ, ପାକିସ୍ତାନ ବିଦେଶ ସଚିବ ସୋହେଲ ମେହମୁଦ ଭାରତ ଗସ୍ତରେ ଆସିଛନ୍ତି। ଚଳିତ ମାସ ୧୩ ଏବଂ ୧୪ରେ କିର୍ଜିସ୍ତାନରେ ହେବାକୁ ଥିବା ସାଂଘାଇ ସହଯୋଗ ସଂଗଠନ(ଏସସିଓ)ର ଶିଖର ସମ୍ମିଳନୀରେ ମୋଦି-ଇମ୍ରାନ ଭେଟିବାର କାର୍ଯ୍ୟକ୍ରମ ରହିଛି ବୋଲି ଚର୍ଚ୍ଚା ହେଉଥିଲା। ଏହାପୂର୍ବରୁ ଭାରତୀୟ ବୈଦେଶିକ ସଚିବଙ୍କ ସହ ଆଲୋଚନା ପାଇଁ ମେହମୁଦ ଭାରତ ଆସିଛନ୍ତି ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଯାହାକୁ ଖଣ୍ଡନ କରିଛି ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ।


Enter your email to get our daily news in your inbox.

All Right Reserved By Dharitri.Com

ଉପନିର୍ବାଚନ ପୂର୍ବରୁ ବାକ୍‌ଯୁଦ୍ଧ: କମଳନାଥଙ୍କୁ କଳଙ୍କନାଥ କହିଲେ ଇମର୍ତି ଦେବୀ

ଭୋପାଳ, ୧୯।୧୦: ମଧ୍ୟପ୍ରଦେଶରେ ୨୮ଟି ବିଧାନସଭା ଆସନରେ ଉପନିର୍ବାଚନ ଦିନ ପାଖେଇ ଆସୁଛି। ଏପରି ସ୍ଥଳେ କଂଗ୍ରେସ ଏବଂ ଭାଜପା ମଧ୍ୟରେ ବାକ୍‌ଯୁଦ୍ଧ ବଢ଼ିବାରେ ଲାଗିଛି।...

‘ବୁଲ୍‌ବୁଲ୍‌’ ତାଣ୍ଡବ: ପଶ୍ଚିମବଙ୍ଗରେ ୮ ମୃତ

କୋଲକାତା,୧୦।୧୧:ପଶ୍ଚିମବଙ୍ଗ-ବାଂଲାଦେଶ ମଝିରେ ସାଗରଦ୍ୱୀପ- ଖେପୁପରା ମଧ୍ୟରେ ଲ୍ୟାଣ୍ଡଫଲ କରିଛି ବାତ୍ୟା ବାତ୍ୟା ‘ବୁଲ୍‌ବୁଲ୍‌’। ଏହି ସମୟରେ ପବନର ବେଗ ୧୧୫ରୁ ୧୨୫ କିମି ରହିଥିଲା। ବାତ୍ୟା...

ସୁଶାନ୍ତଙ୍କ ଏକ୍ସଗର୍ଲଫ୍ରେଣ୍ଡଙ୍କ ବୟାନ ରେକର୍ଡ କଲା ପାଟନା ପୋଲିସ

ମୁମ୍ବାଇ,୨୯।୭: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ଦେଢ଼ମାସ ବିତିଯାଇଛି। ହେଲେ ଏଯାଏଁ ତାଙ୍କ ମୃତ୍ୟୁ ପଛର ରହସ୍ୟ ଉପରୁ ପର୍ଦ୍ଦା ଉଠାଇ ପାରିନ...

କାଲି ରାତିରୁ ଆଉ ଖାଉନାହାନ୍ତି ରାହୁଲ

ରାୟପୁର,୧୪।୬: ଛତିଶଗଡରେ ଆଜିକୁ ପ୍ରାୟ ୫ ଦିନ ହେବ ବୋରୱେଲ ଭିତରେ ୧୧ ବର୍ଷର ବାଳକ ରାହୁଲ ସାହୁ ଫସିଯାଇଛନ୍ତି। ତାଙ୍କୁ ଉଦ୍ଧାର କରିବା କାର୍ଯ୍ୟ...

ଉତ୍ତରାଖଣ୍ଡ ବସ ଦୁର୍ଘଟଣା: ଦୁଃଖ ପ୍ରକାଶ କଲେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ

ନୂଆଦିଲ୍ଲୀ,୬ ।୬: ଉତ୍ତରାଖଣ୍ଡର ଉତ୍ତର କାଶୀରେ ରବିବାର ହୋଇଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଏବେ ପର୍ଯ୍ୟନ୍ତ ୨୬ ଜଣଙ୍କ ମୃତଦେହ ଉଦ୍ଧର କରାଯାଇଥିବା ସୂଚନା ମିଳିଛି...

୨୦୨୦ରେ ଯାଇଛି ୧.୨୦ ଲକ୍ଷ ଜୀବନ

ନୂଆଦିଲ୍ଲୀ, ୨୦।୯(ପି.ଟି.): ଗତବର୍ଷ କୋଭିଡ୍‌-୧୯ ଲକ୍‌ଡାଉନ ସତ୍ତ୍ୱେ ସଡ଼କ ଦୁର୍ଘଟଣା ଜନିତ କାରଣରୁ ଦେଶରେ ୧.୨୦ ଲକ୍ଷ ଲୋକଙ୍କ ଜୀବନ ଯାଇଛି, ଅର୍ଥାତ ଦିନକୁ ହାରାହାରି...

୨୫ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଭାଙ୍ଗିଲା ଗୁଗଲର ରେକର୍ଡ, ପୃଥିବୀ ସାରା ଲୋକେ ସର୍ଚ୍ଚ କଲେ ଫିଫା ବିଶ୍ୱକପ…

ନୂଆଦିଲ୍ଲୀ,୧୯।୧୨ : ଛୋଟ ଏବଂ ବଡ ସୂଚନା ପାଇବା ପାଇଁ ପୃଥିବୀର ଲକ୍ଷ ଲକ୍ଷ ଲୋକ ଗୁଗଲ ସର୍ଚ୍ଚ କରନ୍ତି। ଅବଶ୍ୟ, ପ୍ରତିବର୍ଷ କମ୍ପାନୀ ଏହାର...

ଥମୁଛି କରୋନା…

ନୂଆଦିଲ୍ଲୀ, ୧୮।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪ ହଜାର...

Advertisement
Archives

Model This Week