Posted inଜାତୀୟ

ଇମ୍ରାନଙ୍କ ଧମକ ପରେ ପଞ୍ଜାବରେ ସୁରକ୍ଷା ବ୍ୟବସ୍ଥା କଡାକଡି

ଜଳନ୍ଧର,୮।୮:ଭାରତ ସହ ସମସ୍ତ ପ୍ରକାର କୁଟନୈତିକ ଓ ବାଣିଜି୍ୟକ ସମ୍ପର୍କ ଛିନ୍ନ କରିଛି ପାକିସ୍ତାନ। ଭାରତରେ ପୁଣି ପୁଲଓ୍ବାମା ଭଳି ଆକ୍ରମଣ ହେବ ବୋଲି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଧମକ ଦେବା ପରେ ଭାରତରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ପଞ୍ଜାବ ସରକାର ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା ବଢାଇ ଦେବା ସହ ସମସ୍ତ ପୋଲିସକର୍ମୀଙ୍କ ଛୁଟି ବାତିଲ୍‌ କରଦେଇଛନ୍ତି। ଆଗକୁ ସ୍ବାଧୀନତା ଦିବସ ଥିବାରୁ ରାଜ୍ୟରେ ଆଲର୍ଟ ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ ଅମରିନ୍ଦର ସିଂ। ପାକିସ୍ତାନ ସୀମାବର୍ତ୍ତୀ ଜିଲାଗୁଡିକରେ ସୁରକ୍ଷା କଡାକଡି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବିଧାନ ସଂଶୋଧନ ଜରୁରୀ

ନୂଆଦିଲ୍ଲୀ,୨୦ା୬(ପି.ଟି.) : କେନ୍ଦ୍ର ସରକାର ଏକକାଳୀନ ନିର୍ବାଚନ ପାଇଁ ବିଚାର ଆଲୋଚନା ଚଳାଇଥିବାବେଳେ ଏଭଳି ବୃହତ୍‌ ପ୍ରକ୍ରିୟା ସକାଶେ ଆଇନ କମିଶନ ଏକ କଠୋର ଆଇନଗତ...

ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କୁ କରୋନା

ଲକ୍ଷ୍ନୌ,୧୪।୯-ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଜସ୍ଥାନର ପୂର୍ବତନ ରାଜ୍ୟପାଳ କଲ୍ୟାଣ ସିଂ ମଙ୍ଗଳବାର ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହାପରେ ତାଙ୍କୁ ପିଜିଆଇ ଲକ୍ଷ୍ନୌରେ...

ବଢିଲା ଚାଇନାର ଚିନ୍ତା

ବିଶାଖାପଟନମ୩ ।୧୧: ପୂର୍ବ ଲଦ୍ଦାଖରେ ଭାରତ-ଚାଇନା ସୀମା ବିବାଦ ଲାଗି ରହିଥିବା ବେଳେ ମଙ୍ଗଳବାର ଭାରତ, ଆମେରିକା, ଜାପାନ ଓ ଅଷ୍ଟ୍ରେଲିଆ ମାଲାବାର ନୌସେନା ଅଭ୍ୟାସର...

ସାଇକେଲ ରୋକିବ କରୋନା ସଂକ୍ରମଣ: ରାଜ୍ୟ ସରକାରଙ୍କୁ କେନ୍ଦ୍ର ସରକାରଙ୍କ ପରାମର୍ଶ

ନୂଆଦିଲ୍ଲୀ, ୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ କେନ୍ଦ୍ର ସରକାର ବିଭିନ୍ନ ରାଜ୍ୟ ସରକାରଙ୍କୁ କରୋନା ସଂକ୍ରମଣ ରୋକିବା କ୍ଷେତ୍ରରେ...

ସ୍ତ୍ରୀଙ୍କ ମୃତଦେହକୁ ସୋନ ନଦୀରେ ଭସାଇଲେ ସ୍ବାମୀ

ଭୋପାଳ, ୩୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ କାମଧନ୍ଦା ଅଭାବରୁ ବହୁ ଦିନମଜୁରିଆଙ୍କ ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି।...

ବଦଳିପାରେ କଂଗ୍ରେସର ‘ଭାରତ ବଚାଓ’ ରାଲିର ତାରିଖ

ନୂଆଦିଲ୍ଲୀ,୧୯।୧୧: ଆସନ୍ତା ୩୦ ତାରିଖରେ କଂଗ୍ରେସ ପକ୍ଷରୁ ‘ଭାରତ ବଚାଓ’ ରାଲି କରାଯିବାର ତାରିଖ ଧାର୍ଯ୍ୟ କରାଯାଇଥିଲା। ହେଲେ ଏବେ ଏଥିରେ ପରିବର୍ତ୍ତନ କରାଯିବ ବୋଲି...

ଦୁନିଆର ଆଲୋକ ଦେଖି ପାରିବେନି ୬୮ ଲକ୍ଷ କନ୍ୟା: ମାତୃଗର୍ଭରେ କରାଯିବ ହତ୍ୟା !

ଓ୍ବାଶିଂଟନ/ନୂଆଦିଲ୍ଲୀ, ୨୩।୮: ଦେଶରେ କନ୍ୟା ଭ୍ରୁଣ ହତ୍ୟା ଜାରି ରହିଛି। ସରକାରୀ ଆଇନ ଏକ୍ଷେତ୍ରରେ ବିଶେଷ ସଫଳ ହେଉ ନ ଥିବା କୁହାଯାଉଛି। ଏଭଳି ଧାରା...

କମଲନାଥଙ୍କୁ ଡ୍ରୋନ ପ୍ଲେନ ମାଗିଲେ କମ୍ପ୍ୟୁଟର ବାବା

ଭୋପାଳ,୨୬।୬: ଚଳିତ ବର୍ଷ ଭୋପାଳରେ କମଲନାଥ ସରକାରଙ୍କ ଦ୍ୱାରା ରିଭର ଟ୍ରଷ୍ଟର ଚେୟାରମ୍ୟାନ ଭାବେ ନିଯୁକ୍ତ ହୋଇଥିବା କମ୍ପ୍ୟୁଟର ବାବା ରାଜ୍ୟ ସଚିବାଳୟରେ ଏକ କାର୍ଯ୍ୟାଳୟ...

Play 250+ Trending Games
Archives

Model This Week

Why Dharitri