Advertisement

ଇମ୍ରାନ୍‌ଙ୍କୁ ପାକ୍‌ ବିରୋଧୀ ଦଳର ପରାମର୍ଶ: କଶ୍ମୀର ଭୁଲିଯାଇ ପିଓକେ କଥା ଚିନ୍ତାକର

ଇସ୍‌ଲାମାବାଦ, ୨୮ା୮: ୩୭୦ ଧାରା ଉଚ୍ଛେଦ ସହ ଜମ୍ମୁ-କଶ୍ମୀରକୁ ଦୁଇ କେନ୍ଦ୍ରଶାସିତ ଅଞ୍ଚଳ କରିବାକୁ ନେଇ ପାକ୍‌ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଭାରତ ବିରୋଧରେ ପରମାଣୁ ଯୁଦ୍ଧର ଧମକ ଦେଉଥିବାବେଳେ ନିଜ ଦେଶରେ ସମାଲୋଚନାର ଶିକାର ହୋଇଛନ୍ତି। କଶ୍ମୀର କଥା ଭୁଲିଯାଇ ପିଓକେ ଓ ମୁଜାଫରାବାଦର ସୁରକ୍ଷା କଥା ଇମ୍ରାନ ଚିନ୍ତା କରିବା ଠିକ୍‌ ହେବ ବୋଲି ପାକିସ୍ତାନ ପିପୁଲ୍ସ ପାର୍ଟିର ଅଧ୍ୟକ୍ଷ ତଥା ବିରୋଧୀ ଦଳ ନେତା ବିଲାଓ୍ବଲ ଭୁଟ୍ଟୋ କହିଛନ୍ତି। ପିତା ଆସିଫ ଅଲ୍ଲୀ ଜର୍ଦ୍ଦାରୀ ଓ ଫର୍‌ୟାଲ ତଲ୍‌ପୁରଙ୍କୁ ରାଓ୍‌ବଲପିଣ୍ଡିସ୍ଥିତ ଆଦିଆଲା ଜେଲ୍‌ରେ ଭେଟି ଫେରିବା ପରେ ପାକ୍‌ ପ୍ରଧାନମନ୍ତ୍ରୀଙ୍କୁ ବିଲାଓ୍ବଲ ଏଭଳି ପରାମର୍ଶ ଦେଇଛନ୍ତି। ପାକ୍‌ ସରକାରଙ୍କ କଶ୍ମୀର ପଲିସି ଫେଲ୍‌ ମାରିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଢ଼େ ୩ ହଜାର ଅଚଳ ଉପଗ୍ରହ ଯୋଗୁ ପ୍ରଦୂଷିତ ହେଉଛି ମହାକାଶ: ୨୦୨୫ଠାରୁ ପୃଥିବୀକୁ ଫେରାଇ ଅଣାଯିବ

ଲଣ୍ଡନ,୧୨।୧୨: ଗତ ୬୦ ବର୍ଷ ମଧ୍ୟରେ ମହାକାଶରେ ସାଢ଼େ ୩ ହଜାରରୁ ଅଧିକ ଅଚଳ ଉପଗ୍ରହ ଜମା ହୋଇ ରହିଛି। ଏଠାରେ ସାଢ଼େ ୭ ଲକ୍ଷରୁ...

ସବୁଠୁ ଖରାପ ସ୍ଥିତିରେ ପାକିସ୍ତାନ ପାସପୋର୍ଟ, ମାତ୍ର ୩୨ ଦେଶକୁ କରିପାରିବେ ଯାତ୍ରା

ଇସଲାମାବାଦ,୨୦ା୭: ପାକିସ୍ତାନ ପାସପୋର୍ଟ ଦୁନିଆର ସବୁଠାରୁ ଖରାପ ର଼୍ୟାଙ୍କ ଅର୍ଥାତ୍‌ ଚତୁର୍ଥ ସ୍ଥାନରେ ରହିଛି। ବର୍ଷେ ପୂର୍ବରୁ ମଧ୍ୟ ଏହି ପାସପୋର୍ଟର ସ୍ଥାନ ଏପରି ଥିଲା।...

୨୦ରୁ ଊର୍ଦ୍ଧ୍ୱ ଦେଶରେ ଲକ୍‌ଡାଉନ୍‌: ୧୨୦କୋଟି ଲୋକ ଘରେ ବନ୍ଦ

ଓ୍ବାଶିଂଟନ,୨୨।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ପୃଥିବୀରେ ୨୦ଟିରୁ ଅଧିକ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଚାଇନା, ଇଟାଲି, ସ୍ପେନ୍‌, ଫ୍ରାନ୍ସ୍‌, ଆୟର୍ଲାଣ୍ଡ୍‌, ଡେନମାର୍କ,...

କୁଲଭୂଷଣଙ୍କୁ ଫାଶୀ ଦେଇପାରିବନି ପାକିସ୍ତାନ

ନୂଆଦିଲ୍ଲୀ,୧୭।୭: ବହୁପ୍ରତୀକ୍ଷିତ କୁଳଭୂଷଣ ଯାଦବ ମାମଲାରେ ଇଣ୍ଟରନ୍ୟାଶନାଲ କୋର୍ଟ ଅଫ୍‌ ଜଷ୍ଟିସ୍‌ (ଆଇସିଜେ) ବୁଧବାର ଶୁଣାଣି କରିଛନ୍ତି। ଏହି ଶୁଣାଣି ଭାରତ ସପକ୍ଷରେ ଯାଇଛି। ଆଇସିଜେ...

୧୮ ଭାରତୀୟ ନାବିକଙ୍କୁ ଅପହରଣ କଲେ ଜଳଦସ୍ୟୁ

ଅବୁଜା,୫।୧୨: ନାଇଜେରିଆର ବୋନି ଅଫ୍‌ଶୋର୍‌ ଟର୍ମିନାଲ୍‌ରୁ ଏକ କଞ୍ଚାମାଲ ବୋଝେଇ ଜାହାଜରୁ ଜଳଦସ୍ୟୁମାନେ ୧୮ ଭାରତୀୟ ନାବିକଙ୍କୁ ଅପହୃତ କରିଛନ୍ତି। ସେମାନେ ଗତ ମଙ୍ଗଳବାର ରାତିରେ...

ଦୁଇ ଖବରଦାତାଙ୍କୁ ମିଳିବ ନୋବେଲ ଶାନ୍ତି ପୁରସ୍କାର

ନୂଆଦିଲ୍ଲୀ,୮।୧୦: ଚଳିତବର୍ଷ ଦୁଇ ଖବରଦାତାଙ୍କୁ ମିଳିତ ଭାବେ ନୋବେଲ ଶାନ୍ତି ପୁରସ୍କାର ଦିଆଯିବ ବୋଲି ଘୋଷଣା କରାଯାଇଛି। ସେମାନେ ହେଲେ ମାରିଆ ରେସା ଓ ଦିମିତ୍ରି...

ପାକିସ୍ତାନକୁ ଫ୍ରାନ୍ସ ଦେଲା ବଡ ଝଟ୍‌କା

ପ୍ୟାରିସ,୨୧ ।୧୧: ଭାରତର ମିତ୍ର ଫ୍ରାନ୍ସ ପାକିସ୍ତାନ ସେନାକୁ ଏକ ବଡ ଝଟ୍‌କା ଦେଇଛି । ଫ୍ରାନ୍ସ ପାକିସ୍ତାନର ମିରାଜ ଫାଇଟର ଜେଟ୍‌, ଏୟାର ଡିଫେନ୍ସ...

ପର୍ତ୍ତୁଗାଲ ରାଷ୍ଟ୍ରପତି କରୋନା ପଜିଟିଭ୍‌

ଲିସବନ୍‌,୧୨।୧: ପର୍ତ୍ତୁଗାଲ ରାଷ୍ଟ୍ରପତି ମାର୍କେଲୋ ରେବେଲୋ ଡେ ସୌସାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ତାଙ୍କଠାରେ କୌଣସି ଲକ୍ଷଣ ପ୍ରକାଶ ପାଇ ନ...

Advertisement
Archives

Model This Week