ଇମ୍ରାନ୍‌ଙ୍କ ଅଫିସ ଉପରେ ଆଇଇଏସ୍‌ସିଓର ୪୧ ଲକ୍ଷ ବାକି:ବିଦ୍ୟୁତ୍‌ ସଂଯୋଗ କାଟିବାକୁ ଧମକ

ଇସ୍‌ଲାମାବାଦ,୩୦-୮(ପି.ଟି.):ଆର୍ଥତ୍କ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ପାଇଁ ଏକ ଲଜ୍ଜାଜନକ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ) ଉପରେ ଇସ୍‌ଲାମାବାଦ ଇଲେକ୍ଟ୍ରିକ୍‌ ସପ୍ଲାଇ କମ୍ପାନୀ (ଆଇଇଏସ୍‌ସିଓ)ର ୪୧ ଲକ୍ଷ ଟଙ୍କା ବାକି ରହିଛି। ଉକ୍ତ ଅର୍ଥ ପଇଠ ନ କଲେ ବିଦ୍ୟୁତ୍‌ ସଂଯୋଗ କାଟି ଦିଆଯିବ ବୋଲି ବିଦ୍ୟୁତ୍‌ ଯୋଗାଣକାରୀ ଘରୋଇ କମ୍ପାନୀ ନୋଟିସ ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଜଣେ ପାକ୍‌ ଚରମପନ୍ଥୀଙ୍କୁ ଗ୍ଲୋବାଲ୍‌ ଟେରରିଷ୍ଟ ଘୋଷଣା କଲା ଆମେରିକା

ଓ୍ବାଶିଂଟନ,୧୪।୯: ପାକିସ୍ତାନର ଆଉ ଜଣେ  ଚରମପନ୍ଥୀଙ୍କୁ ଆମେରିକା ୨ ଦିନ ତଳେ ଗ୍ଲୋବାଲ୍‌ ଟେରରିଷ୍ଟ ଘୋଷଣା କରିଛି। ଏହାସହ ଆମେରିକା ଉକ୍ତ ଆତଙ୍କବାଦୀଙ୍କ ଉପରେ ୫୦...

ବନ୍ଧୁକ ନିୟନ୍ତ୍ରଣ ବିଲ୍‌ରେ ସ୍ବାକ୍ଷର କଲେ ବାଇଡେନ୍‌

ଓ୍ବାଶିଂଟନ,୨୫।୬: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଶନିବାର ଐତିହାସିକ ବନ୍ଧୁକ ନିୟନ୍ତ୍ରଣ ବିଲ୍‌ରେ ସ୍ବାକ୍ଷର କରିଥିବାରୁ  ଏହା ଆଇନରେ ପରିଣତ ହୋଇଛି। ବନ୍ଧୁକ ନିୟନ୍ତ୍ରଣ ଆଇନ...

ଅଫିମ କ୍ଷେତରେ କାମ କରିବାକୁ ବାଧ୍ୟ ହେଉଛନ୍ତି ବେକାର ଯୁବକ!

କାବୁଲ,୩୦।୮: ଆଫଗାନିସ୍ତାନ କିଛି ଦିନ ହେବ ଆର୍ଥିକ ସଙ୍କଟ ମଧ୍ୟରେ ଗତି କରୁଥିବା ବେଳେ ବେଡି ଉପରେ କୋରଡା ମାଡ ଭଳି କରୋନା ମହାମାରୀ ବି...

ଧୂମପାନକାରୀଙ୍କ ପ୍ରତି କରୋନା ବିପଦ ଅଧିକ

ଲଣ୍ଡନ,୩।୭:ଧୂମପାନ କରୁଥିବା ବ୍ୟକ୍ତିଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ପ୍ରାଣଘାତୀ ହୋଇପାରେ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି। ତେବେ ଏହି ବିପଦ ପ୍ରକୃତରେ...

ଇରାକ ଉପରେ ପୁଣି ଆକ୍ରମଣ: ବାଗଦାଦର ଗ୍ରୀନ୍‌ ଜୋନ୍‌ରେ ରକେଟ୍‌ ମାଡ

ବାଗଦାଦ,୯।୧: ଆମେରିକା ଓ ଇରାକ ମଧ୍ୟରେ ଲାଗି ରହିଥିବା ଉତ୍ତେଜନା ଥମିବାର ନାଁ ନେଉନି। ଗୁରୁବାର ସକାଳେ ଇରାକ ବାଗଦାଦର ଗ୍ରୀନ୍‌ ଜୋନ୍‌ରେ ୨ଟି ରକେଟ୍‌...

ମୋଦିଙ୍କୁ ‘ଟେରିଫିକ୍‌’ ବୋଲି କହିଲେ ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି

ଓ୍ବାଶିଂଟନ,୯।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରି ‘ଟେରିଫିକ୍‌’ ବୋଲି କହିଛନ୍ତି। ଭାରତ ପକ୍ଷରୁ ଆମେରିକାକୁ ଆଣ୍ଟି ମ୍ୟାଲେରିଆ ଡ୍ରଗ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌...

୩୩ କୋଟି ଦେବଦେବୀ ତଥାପି ଅକ୍ସିଜେନ ସଙ୍କଟ

ଫ୍ରାନ୍ସର ପ୍ରସିଦ୍ଧ ବ୍ୟଙ୍ଗ ପତ୍ରିକା ‘ଶାର୍ଲି ହେବ୍‌ଡୋ’ ଭାରତରେ କୋଭିଡ୍‌ ସଙ୍କଟ ବେଳେ ଲାଗିରହିଥିବା ଅମ୍ଳଜାନ ସଙ୍କଟକୁ ନେଇ କଟାକ୍ଷ କରିଛି। ଦେଶରେ ୩୩ କୋଟି...

ସୋଲେମାନୀ ନିହତ ଘଟଣା: ଆମେରିକାର ୭୦ ସହରରେ ବିରୋଧ ପ୍ରଦର୍ଶନ ଜାରି

ଓ୍ବାଶିଂଟନ୍‌,୫।୧: ଇରାନ୍‌ର ଦ୍ୱିତୀୟ କ୍ଷମତାଶାଳୀ ବ୍ୟକ୍ତି ତଥା ମେଜର ଜେନେରାଲ କସିମ ସୋଲେମାନୀ ଆମେରିକା ଏୟାର ଷ୍ଟ୍ରାଇକରେ ମୃତ୍ୟୁ ହେବାପରେ ଦୁଇ ଦେଶ ମଧ୍ୟରେ ବିବାଦ...

Advertisement
Archives

Model This Week