ଇମ୍ରାନ୍‌ଙ୍କ ପ୍ରତିଶ୍ରୁତି ପାଣିର ଗାର: କରତାର୍‌ପୁର ପାଇଁ ପାସପୋର୍ଟ ଅନିବାର୍ଯ୍ୟ କଲା ପାକିସ୍ତାନ ସୈନ୍ୟ ବାହିନୀ

ଇସଲାମାବାଦ୍‌,୭।୧୧: କରତାର୍‌ପୁର ଯିବାକୁ ଚାହୁଁଥିବା ଭାରତୀୟ ଶ୍ରଦ୍ଧାଳୁଙ୍କ ପାଇଁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ପାସପୋର୍ଟ ଜରୁରୀ ନୁହେଁ ବୋଲି ପ୍ରତିଶ୍ରୁତି ଦେଇଥିଲେ। ପାସପୋର୍ଟ ବ୍ୟତିତ ଅନ୍ୟ କୌଣସି ବୈଧ ପ୍ରମାଣପତ୍ର ଥିଲେ ମଧ୍ୟ ଶ୍ରଦ୍ଧାଳୁ କରତାର୍‌ପୁର ଆସିପାରିବେ ବୋଲି ସେ କହିଥିଲେ। ତେବେ ଇମ୍ରାନ୍‌ଙ୍କ ଏହି ପ୍ରତିଶ୍ରୁତି ଏବେ ପାଣିର ଗାର ସାବ୍ୟସ୍ତ ହୋଇଛି। ପାକିସ୍ତାନ ସୈନ୍ୟ ବାହିନୀ ନିଜର ଭେଟୋ ଅଧିକାର ପ୍ରଦର୍ଶନ କରି ଏବେ ଭାରତୀୟ ଶ୍ରଦ୍ଧାଳୁଙ୍କ ଲାଗି ପାସପୋର୍ଟ ଅନିବାର୍ଯ୍ୟ କରିଛି। ବିନା ପାସପୋର୍ଟରେ କୌଣସି ଶ୍ରଦ୍ଧାଳୁ କରତାର୍‌ପୁର ଆସିପାରିବେନି ବୋଲି ପାକିସ୍ତାନ ସୈନ୍ୟ ବାହିନୀ ପ୍ରବକ୍ତା ଆସିଫ୍‌ ଗଫୁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri