ଇରଫାନ୍‌ଙ୍କୁ ଦେଖିବା ପାଇଁ ଫ୍ୟାନଙ୍କ ଭିଡ: ବଢ଼ିଲା ସୁରକ୍ଷା

ଉଦୟପୁର, ୧୮।୪: ବଲିଉଡ ଅଭିନେତା ଇରଫାନ ଖାନ୍‌ଙ୍କୁ ଦେଖିବା ପାଇଁ ଫ୍ୟାନଙ୍କ ଭିଡ ଜମିଛି। ଟ୍ୟୁମର ଚିକିତ୍ସା ସାରି ଭାରତ ଫେରିଥିବା ଇରଫାନ ିଜ ଆଗାମୀ ଫିଲ୍ମ ‘ଇଂଲିଶ ମିଡିୟମ’ ଶୁଟିଂରେ ବ୍ୟସ୍ତ ଅଛନ୍ତି। ରାଜସ୍ଥାନର ଉଦୟପୁରରେ ଫିଲ୍ମର ଶୁଟିଂ ଚାଲିଥିବାବେଳେ ଇରଫାନଙ୍କୁ ଦେଖିବା ପାଇଁ ତାଙ୍କ ଫ୍ୟାନମାନେ ଶୁଟିଂ ଶେଟରେ ଭିଡ ଜମାଇଛନ୍ତି। ଏଥିରେ ଫିଲ୍ମ ନିର୍ମାତା ଚିନ୍ତାରେ ପଡିଛନ୍ତି। ବାଧ୍ୟ ହୋଇ ଅଧିକ ସୁରକ୍ଷା ମଗାଯାଇଛି। ନିଜର ଦମଦାର ଅଭିନୟ ଲାଗି ଖୁବ୍‌କମ ଦିନରେ ଲୋକପ୍ରିୟତା ହାସଲ କରିଥିବା ୫୨ବର୍ଷିୟ ଅଭିନେତା ଇରଫାନ ଖାନ ଗତକିଛି ଦିନ ହେବ ନ୍ୟୁରୋ ଏଣ୍ଡ୍ରୋକ୍ରାଇନ ଟ୍ୟୁମରରେ ପୀଡିତ ଅଛନ୍ତି। ଚିକିତ୍ସା ଲାଗି ଅନେକ ସମୟରେ ସେ ବାହାରେ ରହୁଥିଲେ। ସୁସ୍ଥ ହୋଇ ଭାରତ ଫେରିବା ପରେ ‘ଇଂଲିଶ ମିଡିୟମ’ ଶୁଟିଂ କରୁଛନ୍ତି। ସୂଚନାଯୋଗ୍ୟ, ଫିଲ୍ମ ‘ହିନ୍ଦି ମିଡିୟମ’ ସିକ୍ୱେଲ ହେଉଛି ‘ଇଂଲିଶ ମିଡିୟମ’। ଏହି ଫିଲ୍ମରେ ଇରଫାନଙ୍କ ବ୍ୟତୀତ କରିନା କପୁର ଲିଡ୍‌ ରୋଲରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ସବୁଠୁ ବଡ଼ ପରୀକ୍ଷା: ୫ମ ସ୍ଥାନରେ ଏନ୍‌ଇଇଟି ୟୁଜି

ନୂଆଦିଲ୍ଲୀ,୬।୧୦: ଭାରତର ସବୁଠାରୁ ବଡ଼ ଡାକ୍ତରୀ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି ୟୁଜି ବିଶ୍ୱର ସବୁଠାରୁ ବଡ଼ ପରୀକ୍ଷାଗୁଡ଼ିକ ମଧ୍ୟରେ ସ୍ଥାନ ପାଇଛି। ଏସବିଆଇ ରିସର୍ଚ୍ଚର ଏକ ରିପୋର୍ଟ…

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

ମହିଳା ଖବରଦାତାଙ୍କୁ ଅସଦାଚରଣ କରିଥିବା ଏସିପିଙ୍କୁ ପଦୋନ୍ନତି, ଦେଶରେ ହଇଚଇ!

ନୂଆଦିଲ୍ଲୀ,୬।୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର (ସିିଇସି) ଜ୍ଞାନେଶ କୁମାରଙ୍କ ବହିଷ୍କାର ଦାବିରେ ଗତ ଶନିବାର ନୂଆଦିଲ୍ଲୀରେ ବିକ୍ଷୋଭ ବେଳେ ଖବର ସଂଗ୍ରହ କରିବାକୁ ଯାଇଥିବା ୩ ଜଣ…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?