ଇରାନରୁ ଫେରିଲେ ୨୭୫ ଭାରତୀୟ

ଯୋଧପୁର,୨୯।୩: କରୋନା ଭାଇରସ ଯୋଗୁ ଇରାନରେ ଫସି ରହିଥିବା ୨୭୫ ଜଣ ଭାରତୀୟଙ୍କୁ ଉଦ୍ଧାର କରାଯାଇଛି। ରବିବାର ସକାଳେ ଏକ ସ୍ବତନ୍ତ୍ର ବିମାନରେ ଏମାନେ ରାଜସ୍ଥାନର ଯୋଧପୁରରେ ପହଞ୍ଚିଥିବା ଜଣାପଡିଛି। ଭାରତୀୟ ସେନାଙ୍କ ଦ୍ୱାରା ପ୍ରସ୍ତୁତ ଓ୍ବେଲନେସ୍‌ ସେଣ୍ଟରକୁ ଏମାନଙ୍କୁ ପଠାଇ ଦିଆଯିବ। ସୂଚନାଯୋଗ୍ୟ, ପ୍ରଥମେ ୨୭୭ ଜଣ ଭାରତୀୟଙ୍କୁ ଉଦ୍ଧାର କରାଯାଇ ଉକ୍ତ ଓ୍ବେଲନେସ୍‌ ସେଣ୍ଟରରେ କରୋନା ପରୀକ୍ଷା ପାଇଁ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୯ ବର୍ଷରେ ପାଦ ଦେଲେ ରାହୁଲ ଗାନ୍ଧୀ: ଏବେ ୨୦୨୪କୁ ଆଶା

ନୂଆଦିଲ୍ଲୀ,୧୯।୬: କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବୁଧବାର ୪୯ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୭୦ ଜୁନ୍‌ ୧୯ରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ରାହୁଲଙ୍କ...

ଗାଈ ପେଟରୁ ବାହାରିଲା ୫୩ କିଲୋ ପ୍ଲାଷ୍ଟିକ୍‌

ଚେନ୍ନାଇ,୨୧।୧୦:ତାମିଲନାଡୁରେ ଅଜବ ଘଟଣା ଦେଖିବାକୁ ମିଳିଛି। ଗୋଟିଏ ଗାଈ ପେଟରୁ ୫୩ କିଲୋ ପ୍ଲାଷ୍ଟିକ୍‌ ବାହାର କରିଛନ୍ତି ପଶୁ ଚିକିତ୍ସିକ। ତା’ ପେଟରୁ ସର୍ଜରୀ ଦ୍ୱାରା...

ସୁନ୍ଦରଗଡ଼ରେ ଆଉ ୪ ପଜିଟିଭ୍‌ ଚିହ୍ନଟ: ୩୭ରେ ପହଞ୍ଚିଲା ମୋଟ କରୋନା ଆକ୍ରାନ୍ତ ସଂଖ୍ୟା

ସୁନ୍ଦରଗଡ଼,୨୪।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ଆଉ ୪ଜଣ କୋଭିଡ-୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୩ଜଣ ପୁରୁଷ ଏବଂ ଜଣେ ମହିଳା ରହିଛନ୍ତି। ସେମାନଙ୍କ ମଧ୍ୟରେ...

ଆଧାର କାର୍ଡ ଦେଖାଇଲେ ମିଳିବ କରୋନା ଔଷଧ ‘ରେମଡେସିଭିର୍‌’

ମୁମ୍ବାଇ, ୧୨।୭: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ଥମିବାର ନା ଧରୁନି। କରୋନା ମହାମାରୀ ସମୟରେ ରାଜ୍ୟରେ ମାସ୍କ, ସାନିଟାଇଜର ଏବଂ କରୋନା ଔଷଧ ‘ରେମଡେସିଭିର୍‌’ର କଳାବଜାରି...

ପାକିସ୍ତାନରେ ରେଳ ଟ୍ରାଜେଡି: ଚଳନ୍ତା ଟ୍ରେନ୍‌ରେ ନିଆଁ: ୭୪ ଦଗ୍ଧ

ଇସ୍‌ଲାମାବାଦ/ଲାହୋର,୧-୧୧:(ପି.ଟି./ଆଇଏଏନ୍‌ଏସ୍‌)ପାକିସ୍ତାନର ପୂର୍ବ ପଞ୍ଜାବ ପ୍ରଦେଶସ୍ଥିତ ଲିଆକତ୍‌ପୁର ନିକଟରେ ଗୁରୁବାର ସକାଳେ ଏକ ଯାତ୍ରୀବାହୀ ଟ୍ରେନ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। କରାଚୀରୁ ରାଓ୍ବଲପିଣ୍ଡି ଯାଉଥିବା ତେଜ୍‌ଗାମ୍‌ ଏକ୍ସପ୍ରେସ୍‌ରେ...

କରତାରପୁର କରିଡର: ଓ୍ବାଘା ପହଞ୍ଚିଲେ ଭାରତୀୟ ପ୍ରତିନିଧିମଣ୍ଡଳ

ଓ୍ବାଘା,୧୪।୭: କରତାରପୁର କରିଡର ସହ ସଂମ୍ପୃକ୍ତ ଯାନ୍ତ୍ରୀକ ତଥା ଅନ୍ୟ ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ରବିବାର ପାକିସ୍ତାନ ଓ ଭାରତୀୟ ପ୍ରତିନିଧିଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ...

ଛାତିରେ ଗୁଳି ଖାଇ ଥାନାରେ ପହଞ୍ଚିଲେ ଯୁବକ, ପୋଲିସ ଦେଖିବା ପରେ..

ମୁଜାଫ୍ଫରନଗର,୩୧।୭: ଉତ୍ତରପ୍ରଦେଶର ମୁଜାଫ୍ଫରନଗରର ତିନାବୀ ଥାନାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଛାତିରେ ଗୁଳି ବାଜିଥିବା ଜଣେ ଯୁବକ ଥାନାରେ ପହଞ୍ଚିଯିବାରୁ ପୋଲିସ କର୍ମଚାରୀ...

ପୁରୀରୁ ପୁଣି ୧୮ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୮ ଛୁଇଁଲା

ପୁରୀ ଅଫିସ, ୧୭।୬: ପୁରୀ ଜିଲାରୁ ବୁଧବାର ପୁଣି ୧୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାର ମୋଟ ପଜିଟିଭ...

Play 250+ Trending Games
Archives

Model This Week

Why Dharitri