Posted inଜାତୀୟ

ଇରାନରେ ‘ର’ ଅଧିକାରୀଙ୍କୁ ବିପଦରେ ପକାଇଥିଲେ ଅନସାରୀ

ନୂଆଦିଲ୍ଲୀ,୯ା୭: ପୂର୍ବତନ ଉପରାଷ୍ଟ୍ରପତି ହମିଦ ଅନସାରୀଙ୍କ ବିରୋଧରେ ରିସର୍ଚ୍ଚ ଆଣ୍ଡ୍‌ ଆନାଲିସିସ୍‌ ଓ୍ବିଙ୍ଗ୍‌ (ର)ର ଜନୈକ ପୂର୍ବତନ ଅଧିକାରୀ ଗୁରୁତର ଅଭିଯୋଗ ଆଣିଛନ୍ତି। ଇରାନରେ ଅନସାରୀ ‘ର’ କାର୍ଯ୍ୟକଳାପକୁ ପଦାରେ ପକାଇ ଏହାର ଅଧିକାରୀମାନଙ୍କ ଜୀବନ ପ୍ରତି ବିପଦ ଆଣିଥିଲେ ବୋଲି ପୂର୍ବତନ ଅଧିକାରୀ ଏନ୍‌.କେ. ସୁଦ୍‌ କହିଛନ୍ତି। ଗୋଇନ୍ଦା ତଥ୍ୟ ସଂଗ୍ରହ କାର୍ଯ୍ୟରେ ବାଧା ସୃଷ୍ଟି କରିଥିବା ଅନସାରୀଙ୍କ ବିରୋଧରେ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ୨୦୧୭ରେ କେତେଜଣ ପୂର୍ବତନ ‘ର’ ଅଧିକାରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅନୁରୋଧ କରିଥିଲେ। ୧୯୯୦-୧୯୯୨ ଅନସାରୀ ଇରାନ୍‌ରେ ଭାରତର ରାଷ୍ଟ୍ରଦୂତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ସମୟରେ ହୃଦ୍‌ଘାତରେ ଭୋଟରଙ୍କ ମୃତ୍ୟୁ

ସାହିବଗଞ୍ଜ,୨୦।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ପଞ୍ଚମ ତଥା ଅନ୍ତିମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଏହି ସମୟରେ ସାହିବଗଞ୍ଜ ଜିଲାର ବୋରିଓଠାରେ...

ସ୍କୁଲ୍‌ ଖୋଲିବା ନେଇ ଜାରି ହେଲା ନୂଆ ଏସ୍‌ଓପି

ନୂଆଦିଲ୍ଲୀ,୩।୧:କେନ୍ଦ୍ର ସରକାର ସ୍କୁଲ୍‌ ଖୋଲିବା ନେଇ ଗୁରୁବାର ନୂଆ ଗାଇଡ୍‌ଲାଇନ ଜାରି କରିଛନ୍ତି। ସ୍କୁଲ୍‌ ଆସିବାକୁ ଅଭିଭାବକଙ୍କ ଅନୁମତି ଲୋଡା ନାହିଁ। ସେ ନିଷ୍ପତ୍ତି ରାଜ୍ୟ...

ଆଜି ନ୍ୟାୟ ହୋଇଛି: ମୋଦି

ନୂଆଦିଲ୍ଲୀ,୨୦।୩: ଦୀର୍ଘ ୭ବର୍ଷର ଅପେକ୍ଷାର ଅନ୍ତ ଘଟି ଶେଷରେ ନିର୍ଭୟା ଓ ତାଙ୍କ ପରିବାରଙ୍କୁ ନ୍ୟାୟ ମିଳିଛି। ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ୪ଜଣ...

ଜନ୍ମଦିନ କେକ୍‌ ଆଣିବାକୁ ଯାଇଥିଲେ ଦୁଇଭାଇ, ପଛରୁ ଗୋଡ଼ାଇଲା ବାଘ; ଆଉ ତା’ ପରେ…

ଭୋପାଳ,୨ା୭: ମଧ୍ୟପ୍ରଦେଶରେ ଜନ୍ମଦିନ ପାଇଁ ମଗାଯାଇଥିବା ଏକ କେକ୍‌ କିଛି ଲୋକଙ୍କ ଜୀବନ ବଞ୍ଚାଇଦେଇଛି। ଶୁଣି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ। ମଧ୍ୟପ୍ରଦେଶର ବୁରାହାନପୁରରେ ଫିରୋଜଙ୍କ...

ଶୋପିଆନରେ ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ: ୨ ଆତଙ୍କବାଦୀ ମୃତ

ଶୋପିଆନ,୧୧।୬: ଜମ୍ମୁ-କଶ୍ମୀର ଶୋପିଆନ ଜିଲାର ଅଓ୍ବନିରା ଅଞ୍ଚଳରେ ମଙ୍ଗଳବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଜମ୍ମୁ-କଶ୍ମୀର ପୋଲିସ ଓ ସୁରକ୍ଷାକର୍ମୀଙ୍କ...

‘କୁ’ରେ ପ୍ରଥମ ପୋଷ୍ଟ କଲେ ନୂଆ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ,୧୧ ।୭: ନୂଆ ସୂଚନା ପ୍ରାଦ୍ୟୋଗିକ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରବିବାର ସ୍ୱେଦେଶୀ ସୋସିଆଲ ମିଡିଆ ପ୍ଲାଟଫର୍ମ ‘କୁ’ରେ ଜଏନ୍ କରିଛନ୍ତି । ଅଶ୍ୱିନୀ ବୈଷ୍ଣବ...

କର୍ନାଟକରେ ଭୂସ୍ଖଳନ, ୬ ଜଣଙ୍କ ମୃତ୍ୟୁ…

ବେଙ୍ଗାଲୁରୁ, ୩।୮ : କର୍ନାଟକର ଉତ୍ତର କନ୍ନଡ ଏବଂ ଦକ୍ଷିଣ କନ୍ନଡ ଜିଲାରେ ଭୂସ୍ଖଳନରେ ଦୁଇ ଭଉଣୀଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ଘଟିଛି। ପୋଲିସ...

ଜୁନ୍‌ ୨୫ରେ ନାମାଙ୍କନପତ୍ର ଦାଖଲ କରିପାରନ୍ତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୨୨।୬: ଏନ୍‌ଡିଏ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଝାଡ଼ଖଣ୍ଡ ରାଜ୍ୟର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କ ନଁା ମଙ୍ଗଳବାର ଘୋଷଣା କରାଯାଇଛି। ତେବେ ଦ୍ରୌପଦୀ ଜୁନ୍‌...

Advertisement
Archives

Model This Week