ଇରାନର ଆକ୍ରମଣ ପରେ ମଧ୍ୟ ବାଗଦାଦ୍‌ ଉପରେ ଉଡ଼ି ବୁଲୁଥିଲା ଯୁଦ୍ଧ ବିମାନ

ତେହେରାନ୍‌,୮।୧: ଇରାକରେ ଥିବା ଆମେରିକା ଏୟାରବେସ୍‌ ଉପରେ ଇରାନ ବୁଧବାର ଆକ୍ରମଣ କରିଛି। ଇରାକ ପକ୍ଷରୁ ୧୨ରୁ ଅଧିକ କ୍ଷେପଣାସ୍ତ୍ର ଇରାକସ୍ଥିତ ଅଲ୍‌ ଅସଦ ଏବଂ ଇରବିଲ୍‌ ଏୟାର ବେସ୍‌ ଉପରେ ମାଡ଼ କରାଯାଇଛି। ତେବେ ଏହା ପରେ ମଧ୍ୟ କେତେକ ଯୁଦ୍ଧ ବିମାନ ବାଗଦାଦ୍‌ ଆକାଶ ମାର୍ଗରେ ଉଡ଼ି ବୁଲୁଥିବା କୁହାଯାଉଛି। ଘନ ବାଦଲ ମଧ୍ୟରେ ଥିବାରୁ ବିମାନ ଗୁଡ଼ିକୁ ଚିହ୍ନଟ କରାଯାଇ ପାରି ନ ଥିବା ଏଜେନ୍ସେ ଫ୍ରାନ୍ସ୍‌ ପ୍ରେସ୍‌(ଏଏଫ୍‌ପି) ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ମାସରେ ଭାରତ ଆସି ପାରନ୍ତି ଟ୍ରମ୍ପ୍‌: ମୋଦିଙ୍କୁ ଦେଲେ ସଙ୍କେତ

ଓ୍ବାଶିଂଟନ,୨୩।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତ ଆସିପାରନ୍ତି। ଏନେଇ ହ୍ୟୁଷ୍ଟନରେ ହାଓ୍ବଡ଼ି ମୋଦି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉପସ୍ଥିତ ଭାରତୀୟଙ୍କ ସମ୍ମୁଖରେ ସଙ୍କେତ...

ରେଷ୍ଟୁରାଣ୍ଟରେ କଫି ମାଗିଲେ ମହିଳା, ୫ ମିନିଟ୍‌ ବିଳମ୍ବ ହେବାରୁ ରାଗରେ କଲେ ଏମିତି

ଓ୍ବାଶିଂଟନ,୯ା୧୦: ଆମେରିକାର ଏକ ରେଷ୍ଟୁରାଣ୍ଟକୁ ଜଣେ ମହିଳା କଫି ପିଇବାକୁ ଯାଇଥିଲେ। କଫି ତିଆରିରେ ବିଳମ୍ବ ହେବାରୁ ମହିଳା ଜଣଙ୍କ ରାଗି କି ରେଷ୍ଟୁରାଣ୍ଟ ଭିତରେ...

ଭାରତୀୟ ଯବାନଙ୍କୁ ହନିଟ୍ରାପ୍‌ରେ ଫସାଇବାକୁ ଯୋଜନା କରୁଛି ଆଇଏସ୍‌ଆଇ

ଇସ୍‌ଲାମାବାଦ୍‌,୩୦।୧୨: ପାକିସ୍ତାନୀ ଗୁଇନ୍ଦା ବିଭାଗ ଆଇଏସ୍‌ଆଇ ସୋସିଆଲ ମିଡିଆ ଜରିଆରେ ଭାରତୀୟ ଯବାନଙ୍କୁ ହନିଟ୍ରାପ୍‌ରେ ଫସାଇବାକୁ ବଡ଼ ଯୋଜନା କରୁଥିବା ଜଣାପଡ଼ିଛି। ଏହି ପୂରା ଯୋଜନାକୁ...

ରୁଷିଆ-ୟୁକ୍ରେନ୍ ଯୁଦ୍ଧ: ମାରିଉପୋଲରେ ହେଲାଣି ୫ ହଜାର ଲୋକଙ୍କ ମୃତ୍ୟୁ

କ୍ୱିଭ,୨୯ ।୩: ରୁଷିଆ ଆକ୍ରମଣରେ ବେଳକୁ ବେଳ ଧ୍ୱଂସ ହେବାରେ ଲାଗିଛି ୟୁକ୍ରେନର ବଡ ବଡ ସହର । ରୁଷିଆ ସେନାଙ୍କ ଦ୍ୱାରା ୟୁକ୍ରେନର ମାରିଉପୋଲ...

ସିରିଆ ଗାଁ ଉପରେ ଇସ୍ରାଏଲର ରକେଟ ମାଡ଼…

ଦାମାସକସ୍‌, ୩।୭ : ଲେବାନନ ସୀମା ନିକଟ ସିରିଆର ଏକ ଗାଁ ଉପରେ ଇସ୍ରାଏଲ ଏୟାର ଷ୍ଟ୍ରାଇକ କରିଛି। ସିରିଆର ରାଜ୍ୟ ଗଣମାଧ୍ୟମ ରିପୋର୍ଟ କରିଛି...

ଫଲ୍‌ସ ଫ୍ଲାଗ୍‌ ଆଟାକ୍‌ ଯୋଜନା କରୁଛି ରୁଷିଆ: ଜେଲେନ୍‌ସ୍କି

ମସ୍କୋ/କିଭ୍‌, ୨୬ା୧୦: ୟୁକ୍ରେନ୍‌ ଉପରେ ରୁଷିଆ ୮ମାସ ଧରି ଆକ୍ରମଣ ଜାରି ରଖିଥିବା ବେଳେ କିଭ୍‌ ରେଡିଓଆକ୍ଟିଭ୍‌ ବିକିରଣ ପାଇଁ ‘ଡାର୍ଟି ବମ୍ବ’ ବ୍ୟବହାର କରିପାରେ...

ୟୁକ୍ରେନ୍‌ ପ୍ରସଙ୍ଗରେ ସୁରକ୍ଷା ପରିଷଦରେ ମତଦାନରୁ ବିରତ ରହିଲା ଭାରତ…

ଜେନେଭା, ୧।୨ : ୟୁକ୍ରେନ୍‌ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଆଗରେ ଏକ ଗମ୍ଭୀର କୂଟ ନୈତିକ ଆହ୍ବାନ ସୃଷ୍ଟି ହୋଇଛି। ମୋଦି ସରକାରଙ୍କ...

ଭାରତ କଶ୍ମୀର ନିଷ୍ପତ୍ତି ବଦଳାଇଲେ ପାକିସ୍ତାନ ପୁନର୍ବିଚାର କରିବ

ଇସ୍‌ଲାମାବାଦ, ୯।୮:ଭାରତ ଯଦି କଶ୍ମୀର ପ୍ରସଙ୍ଗରେ ନିଜର ନିଷ୍ପତ୍ତିରେ ପରିବର୍ତ୍ତନ କରେ ତେବେ ପାକିସ୍ତାନ ନେଇଥିବା ନିଷ୍ପତ୍ତିର ସମୀକ୍ଷା କରିବାକୁ ପ୍ରସ୍ତୁତ ବୋଲି ଏହାର ବହିର୍ବ୍ୟାପାର...

Advertisement
Archives

Model This Week