ଇରାନର ଆଣବିକ କେନ୍ଦ୍ର ନିକଟରେ ଭୂକମ୍ପ

ତେହେରାନ୍‌,୮।୧: ଇରାନରେ ଗୋଟିଏ ପରେ ଗୋଟିଏ ଘଟଣା ଘଟିବାରେ ଲାଗିଛି। ବୁଧବାର ଆମେରିକା ଏୟାର ବେସ୍‌ ଉପରେ ଇରାନ୍‌ ଆକ୍ରମଣ କରିଛି। ଏହାର କିଛି ସମୟ ପରେ ତେହେରାନ୍‌ ନିକଟରେ ୟୁକ୍ରେନ୍‌ର ଏକ ଯାତ୍ରୀ ବାହୀ ବିମାନ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏହାର ଅଳ୍ପ ସମୟ ମଧ୍ୟରେ ଇରାନ୍‌ର ବୁଶହର ଆଣବିକ କେନ୍ଦ୍ର ନିକଟରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୯ ଥିବା କୁହାଯାଉଛି। ପୂର୍ବରୁ ଗତ ଡିସେମ୍ବର ୨୬ରେ ମଧ୍ୟ ଏଠାରେ ଭୂକମ୍ପ ଅନୁଭୁତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି: ଦିଲ୍ଲୀ-ମସ୍କୋ ବିମାନ ସେବା ବାତିଲ

ନୂଆଦିଲ୍ଲୀ,୭।୪:ରୁଷିଆ ଓ ୟୁକ୍ରେନ ଯୁଦ୍ଧ ଜୋରଦାର ଚାଲିଥିବାବେଳେ ଗୁରୁବାର ଦିଲ୍ଲୀ-ମସ୍କୋ ବିମାନ ସେବାକୁ ହଠାତ୍‌ ବାତିଲ କରିଦେଇଛି ଏୟାର ଇଣ୍ଡିଆ। ବିମାନ ଯାତ୍ରା ପ୍ରତି ବିପଦ...

ସାଲିଭାରୁ ଗର୍ଭ ପରୀକ୍ଷା

ଲଣ୍ଡନ,୨୧।୬: ଏଣିକି ମହିଳାମାନେ ଅତି ସହଜରେ ଜାଣିପାରିବେ ସେମାନେ ଗର୍ଭବତୀ ଅଛନ୍ତି କି ନାହିଁ। ସାଲିଭା (ଲାଳ) ଦ୍ୱାରା ମହିଳାମାନେ ଗର୍ଭଧାରଣ ସମ୍ପର୍କରେ ଜାଣିପାରିବେ। ପ୍ରେଗ୍‌ନାନ୍ସି...

ଭାରତ ଯାତ୍ରାକୁ ଆମେରିକାର ମନା, ବଳାତ୍କାର-ଆତଙ୍କବାଦ ଘଟଣା ବଢୁଥିବା କହିଲା…

ଓ୍ବାଶିଂଟନ, ୨୬।୧ : ଆମେରିକାର ଜୋ ବାଇଡେନ ପ୍ରଶାସନ ଏହାର ନାଗରିକମାନଙ୍କୁ ଜମ୍ମୁ-କଶ୍ମୀରରେ କରୋନା, ବଳାତ୍କାର ଏବଂ ଆତଙ୍କବାଦ ଘଟଣା ବୃଦ୍ଧି ପାଉଥିବାକୁ ଦୃଷ୍ଟିରେ ରଖି...

ଇବୋଲାକୁ ଡରି ନ ଥିବା ଚାଇନାର ବହୁ ସହର କରୋନା ଯୋଗୁ ଜନଶୂନ୍ୟ !

ବେଜିଂ,୧୦।୨: ଚାଇନାର କରୋନା ମହାମାରୀ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଦେଶର ୩୦ଟିରୁ ଅଧିକ ସହରରେ ସନ୍ଦିଗ୍ଧ ଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି।...

ପାକିସ୍ତାନରେ ଜୋର୍‌ ଜବରଦସ୍ତ କରାଯାଉଛି ଧର୍ମ ପରିବର୍ତ୍ତନ: ଆମେରିକା ରିପୋର୍ଟ

ଇସଲାମାବାଦ୍‌,୩୦।୬: ପାକିସ୍ତାନରେ ହିନ୍ଦୁ ବାଳିକାଙ୍କୁ ଜୋର୍‌ ଜବରଦସ୍ତ ଧର୍ମ ପରିବର୍ତ୍ତନ କରାଯାଉଛି। ଏନେଇ ଆମେରିକା ଦ୍ୱାରା ପ୍ରକାଶିତ ହୋଇଥିବା ଏକ ରିପୋର୍ଟରେ ପ୍ରକାଶ ପାଇଛି। ଫଳରେ...

ମହାକାଶ ସଫେଇ ଅଭିଯାନ: ୨୦୨୫ରେ ପଠାଯିବ ସ୍ବତନ୍ତ୍ର ଉପଗ୍ରହ

ବେର୍ନ,୨୮।୧୧: ମହାକାଶରେ ଧୀରେଧୀରେ ଆବଜର୍ନା ବଢ଼ିବାରେ ଲାଗିଛି। ବିଭିନ୍ନ ଦେଶର ମହାକାଶ ଯୋଜନା ଅନ୍ତର୍ଗତ ପଠାଯାଉଥିବା ଉପଗ୍ରହ ଏବଂ ଅନ୍ୟ ସର୍ଭେଲାନ୍ସ୍‌ ପଦାର୍ଥ ଅକାମୀ ହେବା...

ଚାଇନା ରାଷ୍ଟପତି ବିଶ୍ୱର ସବୁଠାରୁ ନିର୍ଭୀକ ବ୍ୟକ୍ତି: ଟ୍ରମ୍ପ

ନ୍ୟୁୟର୍କ,୪।୯: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ବିବାଦୀୟ ମନ୍ତବ୍ୟ ପାଇଁ ସର୍ବଦା ଚର୍ଚ୍ଚାରେ ରହିଥା’ନ୍ତି। ଏବେ ସେ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗଙ୍କୁ...

ଟ୍ରମ୍ପ୍‌ଙ୍କ ଟୁଇଟ୍‌କୁ ଉଡ଼ାଇଦେଲା ଟୁଇଟର

ଓ୍ବାଶିଂଟନ,୩୦ା୫(ପି.ଟି.): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସଦ୍ୟ ଟୁଇଟ୍‌କୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟର ଉଡ଼ାଇଦେବା ସହ ଏହା ହିଂସା ବଢ଼ାଇବା ବିରୋଧୀ ନିୟମର...

Advertisement
Archives

Model This Week