ଇରାନ୍‌ରେ ଭୂକମ୍ପ

ତେହେରାନ୍‌, ୮।୭: ଇରାନ୍‌ର ପଶ୍ଚିମ ଅଞ୍ଚଳରେ ସୋମବାର ଭୂକମ୍ପ ଅନୁଭୁତ ହୋଇଛି। ସ୍ଥାନୀୟ ଅହଭାଜ୍‌ ଅଞ୍ଚଳରେ ଏହା ହୋଇଥିବା କୁହାଯାଉଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୭ ଥିଲା ବୋଲି ଆମେରିକା ଭୂବିଜ୍ଞାନ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଭୂଗର୍ଭର ୧୦ କିଲୋମିଟର ତଳେ ଭୂକମ୍ପର କେନ୍ଦ୍ର ଥିବା ଅନୁମାନ କରାଯାଉଛି। ଭୂକମ୍ପ ହେବାରୁ ଲୋକେ ଆତଙ୍କିତ ହୋଇ ଘରୁ ବାହାରକୁ ପଳାଇ ଆସିଥିଲେ। ସ୍ଥାନୀୟ ପ୍ରଶାସନ ପକ୍ଷରୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…

ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି…

ଆଜି ବରଗଡ଼ରେ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ: ତା’ ପୂର୍ବରୁ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ…

ମୋଦିଙ୍କ ଘୋଷଣା ପରେ ଟାର୍ଗେଟ କଲେ ରାହୁଲ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୨୩।୭: NEET ପେପର୍ ଲିକ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ପରେ, ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବେ…

ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରରେ ଦର୍ଶନ, ବାହୁଡ଼ା-ସୁନାବେଶ ପାଇଁ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା…

ପୁରୀ,୨୩ା୭(ଅଜିତ୍‌ କୁମାର ମହାନ୍ତି): ଗୁରୁବାର ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି।। ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri