ଇରାନ୍‌ ବିରୋଧରେ କଟକଣା ଜାରି କରି ଆମେରିକା ଅପରାଧ କରିଛି: ରୁହାନି

ତେହରାନ,୧୬।୧୦: ଇରାନ୍‌ ବିରୋଧରେ କଟକଣା ଜାରି କରି ଆମେରିକା ଅପରାଧ କରିଛି। ଏନେଇ ଇରାନ୍‌ ରାଷ୍ଟ୍ରପତି ହସନ୍‌ ରୁହାନି କହିଛନ୍ତି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର କ୍ଷେତ୍ରୀୟ କମିଟିର ୬୬ତମ ବାର୍ଷିକ ବୈଠକରେ ଯୋଗଦେଇ ସେ ଏଭଳି ମନ୍ତବ୍ୟ ଦେଇଛନ୍ତି। ସୌଦିର ଚାପରେ ଆମେରିକା ଏପରି କରିବା ଅତ୍ୟନ୍ତ ଦୁଃଖର ବିଷୟ ବୋଲି ରୁହାନି କହିଛନ୍ତି। ଇରାନ୍‌, ଆମେରିକା, ଚାଇନା, ରୁଷିଆ, ଜର୍ମାନୀ, ବ୍ରିଟେନ୍‌ ଏବଂ ଫ୍ରାନ୍ସ ମଧ୍ୟରେ ୨୦୧୫ ଜୁଲାଇରେ ଜେସିପିଓଏ ବୁଝାମଣା ହୋଇଥିଲା। ମାତ୍ର ଆମେରିକା ଏହି ବୁଝାମଣାରୁ ବାହାରିଯାଇ ଅନ୍ୟ ସଦସ୍ୟ ରାଷ୍ଟ୍ରଙ୍କୁ ଅପମାନିତ କରିଥିବା ରୁହାନି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଖିତ ପ୍ରତିଶ୍ରୁତି ଦେଇ ହଟହଟା ହେଲେ ଯନ୍ତ୍ରୀ: ଥାନାରେ ନ ଥିବା ଦେଖି ତାତିଲେ ଅଞ୍ଚଳବାସୀ

ତୁମୁଡିବନ୍ଧ,୭।୬(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଅଞ୍ଚଳରେ ମେ ୨୯ ତାରିଖ ଶନିବାର ହୋଇଥିବା କାଳବୈଶାଖୀର ତାଣ୍ଡବରେ ବହୁ ଘର କ୍ଷତିଗ୍ରସ୍ତ ହେବା ସହ ବଡ଼…

କାର ଭିତରୁ ୮୮୦ ବୋତଲ କଫ ସିରଫ ଜବତ: ୫ ଜଣଙ୍କୁୁ କାବୁ କରିନେଲା ପୋଲିସ

ବଲାଙ୍ଗୀର, ୭।୬ (ସୁନିଲ କୁମାର ମହାନ୍ତି): ଏକ କାର ଭିତରୁ ୮୮୦ ବୋତଲ କଫ ସିରଫ ଜବତ ହୋଇଛି। ଘଟଣାରେ ବଲାଙ୍ଗୀର ଟାଉନ ଥାନା ପୋଲିସ ପାଞ୍ଚ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଘର, କ୍ଷତିପୂରଣ ଦାବିରେ ରାସ୍ତାରୋକ

ରିଆମାଳ ୭|୬(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଲକ ଗୁଣ୍ଡିଆପାଲି ପଞ୍ଚାୟତ ଅଞ୍ଚଳରେ ଶନିବାର ସନ୍ଧ୍ୟା ୬ ଟା ୩୦ ଅଞ୍ଚଳରେ କାଳବୈଶାଖୀ ଯୋଗୁଁ ବହୁ ଘର…

ଇନଷ୍ଟାଗ୍ରାମ ବ୍ୟବହାରକାରୀଙ୍କୁ ବଡ଼ ଝଟ୍‌କା; ମାସକୁ ଦେବାକୁ ହେବ ୨୯୯ ଟଙ୍କା, ତା’ ପରେ ମିଳିବ ଏସବୁ ଚଲାଇବାକୁ ସୁବିଧା…

ନୂଆଦିଲ୍ଲୀ,୭।୬: ମେଟା ଭାରତୀୟ ଇନଷ୍ଟାଗ୍ରାମ ବ୍ୟବହାରକାରୀଙ୍କୁ ଏକ ବଡ଼ ଝଟକା ଦେଇଛି। ମେଟା ନିକଟରେ ହ଼୍ବାଟସଆପ, ଇନଷ୍ଟାଗ୍ରାମ ଏବଂ ଫେସବୁକକୁ ଦେୟଯୁକ୍ତ ସେବା ଯୋଗାଇବା ଯୋଜନା ଘୋଷଣା…

ଶ୍ରେୟସ ଆୟର ଟିମ ଇଣ୍ଡିଆର ଅଧିନାୟକ ହେବା ପରେ ମୁହଁ ଖୋଲିଲେ ସୂର୍ଯ୍ୟକୁମାର, କହିଦେଲେ ଏମିତି କଥା…

ନୂଆଦିଲ୍‌ଲୀ,୭।୬: ଆଇପିଏଲ ପରେ ଭାରତୀୟ ଟି-୨୦ ଦଳରେ କିଛି ଚମକାଇ ଦେବା ଭଳି ପରିବର୍ତ୍ତନ ଦେଖିବାକୁ ମିଳିଛି। ସୂର୍ଯ୍ୟକୁମାର ଯାଦବ ଏବେ ଆଉ ଟିମ ଇଣ୍ଡିଆର ଅଧିନାୟକ…

ଓଡ଼ିଶା ପୋଲିସରେ ବଡ଼ ଅଦଳବଦଳ; ୪୩ ଇନ୍ସପେକ୍ଟରଙ୍କ ବଦଳି, ଜାଣନ୍ତୁ କାହାକୁ କେଉଁଠି ମିଳିଲା ଦାୟିତ୍ୱ

ଭୁବନେଶ୍ୱର, ୭ା୬: ଓଡ଼ିଶା ପୋଲିସରେ ଏକ ବଡ଼ ଧରଣର ଅଦଳବଦଳ ଦେଖିବାକୁ ମିଳିଛି। ଆଇନ ଶୃଙ୍ଖଳା ସ୍ଥିତିକୁ ଅଧିକ ସୁଦୃଢ଼ କରିବା ଏବଂ ପ୍ରଶାସନିକ କାର୍ଯ୍ୟଦକ୍ଷତା ବଢ଼ାଇବା…

ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବିରେ ସିଜେପିର ବିକ୍ଷୋଭ

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌କୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଶନିବାର କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ଦ୍ୱାରା ଆୟୋଜିତ…

୧୦ ଯାଏ ଗ୍ରୀଷ୍ମ ପ୍ରବାହ, କାଳବୈଶାଖୀ ସତର୍କତା

ଭୁବନେଶ୍ୱର, ୭ା୬ (ବନ୍ଦନା ସେଠୀ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri