ଇରାନ ବୈଦେଶିକ ମନ୍ତ୍ରୀଙ୍କୁ ଭିଜା ଦେଲାନାହିଁ ଆମେରିକା

ଓ୍ବାଶିଂଟନ,୭।୧: ନ୍ୟୁୟର୍କରେ ଆୟୋଜିତ ୟୁନାଇଟେଡ ନେଶନସ୍‌ ସିକ୍ୟୁରିଟି କାଉନସିଲ ମିଟିଂରେ ଯୋଗଦେବା ପାଇଁ ଆମେରିକା ଗସ୍ତ କରିଥାଆନ୍ତେ ଇରାନ ବୈଦେଶିକ ମନ୍ତ୍ରୀ ମହମ୍ମଦ ଜାଭେଦ ଜରିଫ୍‌। ହେଲେ ଏଥିପାଇଁ ଆମେରିକା ତାଙ୍କୁ ଭିଜା ଦେଇ ନ ଥିବା ସୂଚନା ମିଳିଛି। ଆମେରିକା ଓ ଇରାନ ମଧ୍ୟରେ ଉତ୍ତେଜନା ପରିସ୍ଥିତି ଲାଗି ରହିଥିବା ବେଳେ ଏବେ ଏହା ଥମିବାର ନଜର ଆସୁନାହିଁ। ସୂଚନାଯୋଗ୍ୟ, ଇରାନର କୁଦ୍‌ସ ବାହିନୀର କମାଣ୍ଡର ମେଜର ଜେନରାଲ କାସିମ ସୋଲେମାନୀଙ୍କ ମୃତ୍ୟୁ ପରେ ଉଭୟ ଦେଶ ମଧ୍ୟରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଋଷି ସୁନକଙ୍କ ବିରୋଧରେ ବିଦ୍ରୋହ ଧମକ…

ଲଣ୍ଡନ,୨୩।୧୧ : ବ୍ରିଟେନର ନବ ନିର୍ବାଚିତ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ପ୍ରଥମ ଥର ପାଇଁ ନିଜ ଦଳର ସାଂସଦଙ୍କ ବିଦ୍ରୋହର ଆଶଙ୍କା ସାମ୍ନା କରିବାକୁ ପଡ଼ିଛି।...

ସୁଦାନରେ ଆଦିବାସୀଙ୍କ ମଧ୍ୟରେ ରକ୍ତ ସଂଘର୍ଷ:୩୭ ମୃତ, ୨୦୦ରୁ ଅଧିକ ଆହତ

ଖାର୍ଟୁମ,୨୭।୮: ପୂର୍ବ ସୁଦାନରେ ଦୁଇ ଆଦିବାସୀଙ୍କ ମଧ୍ୟରେ ରକ୍ତ ସଂଘର୍ଷ ଘଟି ୩୭ ଜଣଙ୍କ ମୃତ୍ୟୁ ଘଟିଛି ଓ ୨୦୦ରୁ ଊଦ୍ଧର୍‌ବ ଆହତ ହୋଇଛନ୍ତି। ଏହି...

ପାକିସ୍ତାନ ବନ୍ୟାରେ ୩୦ ବିଲିୟନ ଡଲାର କ୍ଷତି

ଇସ୍‌ଲାମାବାଦ,୧୦।୯: ପାକିସ୍ତାନରେ ଲଗାଣ ବର୍ଷା ଜନିତ ପ୍ରଳୟଙ୍କରୀ ବନ୍ୟାରେ ୩୦ ବିଲିୟନ ଡଲାର ମୂଲ୍ୟର କ୍ଷୟକ୍ଷତି ହୋଇଥିବା ସରକାର ଆକାଳନ କରିଛନ୍ତି। ଶୁକ୍ରବାର ବନ୍ୟାଞ୍ଚଳ ଗସ୍ତରେ...

ଏୟାର ଷ୍ଟ୍ରାଇକ୍‌ରେ ଗଡ଼ିଲା ୮ ଆତଙ୍କବାଦୀଙ୍କ ମୁଣ୍ଡ

ହେଲମଣ୍ଡ,୨୩।୨: ଆଫଗାନିସ୍ତାନରେ ମିଳିତି ସୁରକ୍ଷାକର୍ମୀଙ୍କ ଏୟାର ଷ୍ଟ୍ରାଇକ୍‌ରେ ୮ ତାଲିବାନ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ହେଲମଣ୍ଡ ପ୍ରଦେଶର ଦକ୍ଷିଣରେ ଥିବା ନହର-ଇ-ସରାଜ ଜିଲାରେ ଥିବା ଆତଙ୍କବାଦୀ...

ରୁଷିଆ-ୟୁକ୍ରେନକୁ ନେଇ ବଡ଼ ଯୋଜନା କରୁଛନ୍ତି ଚାଇନା ରାଷ୍ଟ୍ରପତି

ବେଜିଂ,୧୪।୩: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ରୁଷିଆ ଗସ୍ତରେ ଯିବାକୁ ପ୍ରସ୍ତୁତ ହେଉଛନ୍ତି। ମସ୍କୋରେ ସେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିବେ। ସି ଜିନପିଙ୍ଗଙ୍କ...

ରାଜ୍ୟାଭିଷେକ ଭୋଜି ଆୟୋଜନ କଲେ ଋଷି ସୁନକ

ଲଣ୍ଡନ,୭ା୫: କିଙ୍ଗ ଚାଲର୍‌ସ ୩ୟ ଏବଂ ରାଣୀ କାମିଲାଙ୍କ ରାଜ୍ୟାଭିଷେକ ଅବସରରେ ପ୍ରଧାନମନ୍ତ୍ରୀ ଋଷି ସୁନକ ଓ ତାଙ୍କ ସ୍ତ୍ରୀ ଅକ୍ଷତା ମୂର୍ତ୍ତି ଲଣ୍ଡନର ଡାଉନିଂ...

ଘଣ୍ଟାଏ ଭିତରେ ୟୁକ୍ରେନ୍ ଉପରେ ୧୭ ମିଶାଇଲ ମାଡ କଲା ରୁଷିଆ

ମସ୍କୋ,୧୧ ।୨: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ବର୍ଷେ ପୂରଣ ହେବାକୁ ଯାଉଛି । ହେଲେ ଏହି ଯୁଦ୍ଧ ଏବେବି ପ୍ରଥମ ଦିନ...

ଚାଇନାରେ ଚାଲିଥିବା ବିରୋଧ ପ୍ରଦର୍ଶନକୁ ସମର୍ଥନ କଲା ଆମେରିକା, କହିଲା ସମସ୍ତଙ୍କୁ ଶାନ୍ତିପୂର୍ଣ୍ଣ ଭାବେ ସ୍ୱର ଉତ୍ତୋଳନ କରିବାର ଅଧିକାର ରହିଛି

ୱାଶିଂଟନ,୨୯ ।୧୧: ଚାଇନାରେ ଲକଡାଉନକୁ ନେଇ କରାଯାଉଥିବା ବିରୋଧ ପ୍ରଦର୍ଶନକୁ ଆମେରିକା ସମର୍ଥନ କରିଛି । ଆମେରିକା କହିଛି ଚାଇନାରେ ଚାଲୁଥିବା ‘ଜିରୋ କୋଭିଡ ନୀତି’...

Advertisement
Archives

Model This Week