ଇଲେକ୍ଟ୍ରି ଦୋକାନରେ ଅଗ୍ନିକାଣ୍ଡ:୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ ସହ ଜଳିଗଲା ନଗଦ ୨ ଲକ୍ଷ

ଟେନ୍‌ସା,୧।୯ (ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ କୋଇଡ଼ା ଛକରେ ଶନିବାର ବିଳମ୍ବିତ ରାତିରେ ଏକ ଇଲେକ୍ଟ୍ରି ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ତେବେ ଏଥିରେ ଦୋକାନର ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ ସହିତ ନଗଦ ୨ ଲକ୍ଷ ଟଙ୍କା ଜଳିଯାଇଥିବା ଦୋକାନ ମାଲିକ ଜିତୁ ରଞ୍ଜନ ସାହୁ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଶର୍ଟସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଦୋକାନରେ ନିଆଁ ଲାଗିଥିବା ଦେଖି କେହିଜଣେ କୋଇଡା ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବରପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ୪ ଘଣ୍ଟା ପ୍ରଚେଷ୍ଟା ପରେ ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ତାନ ବତ୍ସଳତା

ଅମୃତ କାଳରେ ଅସହାୟତାର ଦୌଡ଼ ଜୀବନର ଦୌଡ଼ରେ ସମସ୍ତଙ୍କ ପାଖରେ ସମାନ ସୁଯୋଗ ନ ଥାଏ। କାହା ପାଖରେ ଦାମୀ ଜୋତା ଥାଏ, କାହା ପାଖରେ ଆଧୁନିକ…

ଆଇନର ସଂଶୋଧନ ଓ ଆଧୁନିକୀକରଣ

ରାଷ୍ଟ୍ରର ମୂଳ ଆଧାର ହେଉଛି ତାହାର ଆଇନ ବ୍ୟବସ୍ଥା। ଆଇନ କେବଳ ଏକ ଶାସନ ପ୍ରଣାଳୀ ନୁହେଁ, ବରଂ ଏହା ମାନବ ସମାଜକୁ ଶୃଙ୍ଖଳିତ କରିବା, ନ୍ୟାୟ…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?