ଇଷ୍ଟର ସଣ୍ଡେ ବିସ୍ଫୋରଣର ପ୍ରତିଶୋଧ ନେଲା ଶ୍ରୀଲଙ୍କା ଆର୍ମି: ୧୫ ସନ୍ଦିଗ୍ଧଙ୍କ ଏନ୍‌କାଉଣ୍ଟର

କଲମ୍ବୋ,୨୭।୪: ଶ୍ରୀଲଙ୍କା ଆର୍ମି ଇଷ୍ଟର ସଣ୍ଡେ ବିସ୍ଫୋରଣର ପ୍ରତିଶୋଧ ନେଇଛି। ଶ୍ରୀଲଙ୍କାର ପୂର୍ବପ୍ରାନ୍ତରେ ଥିବା ସମ୍ମନତୁରଇଠାରେ ବିସ୍ଫୋରକ ସାମଗ୍ରୀ ନେଇ ଯାଉଥିବା କେତେକ ସନ୍ଦିଗ୍ଧଙ୍କ ସହିତ ମୁହାଁମୁହିଁ ଶ୍ରୀଲଙ୍କା ଆର୍ମି ଶୁକ୍ରବାର ରାତିରେ ହୋଇଥିଲା । ଏଥିରେ ୧୫ ଜଣ ସନ୍ଦିଗ୍ଧଙ୍କର ଏନ୍‌କାଉଣ୍ଟର ହୋଇଥିବା କୁହାଯାଉଛି। ଏନ୍‌କାଉଣ୍ଟର ସମୟରେ ଜଣେ ସନ୍ଦିଗ୍ଧ ଆତ୍ମଘାତୀ ବିସ୍ଫୋରଣ କରିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସନ୍ଦିଗ୍ଧଙ୍କଠାରୁ୍ବ ବିସ୍ଫୋରଣ ସାମଗ୍ରୀ, ଗୋଟିଏ ଡ୍ରୋନ୍‌ ଏବଂ ଇସଲାମିକ୍‌ ଷ୍ଟେଟ୍‌ର ବ୍ୟାନର ଜବତ ହୋଇଛି। ଇତିମଧ୍ୟରେ ଦେଶରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହିତ ୭୫ ଜଣ ଲୋକଙ୍କୁ ଅଟକ ରଖି ପଚରା ଉଚରା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇଡେନଙ୍କ ବରିଷ୍ଠ ଉପଦେଷ୍ଟା ନୀରା ଟଣ୍ଡନ

ଭାରତୀୟ ବଂଶୋଦ୍ଭବ ନୀରା ଟଣ୍ଡନ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ବରିଷ୍ଠ ଉପଦେଷ୍ଟା ଭାବେ ହ୍ବାଇଟ୍‌ ହାଉସ୍‌ରେ ଯୋଗ ଦେଇଛନ୍ତି। ନୀରାଙ୍କ ବୁଦ୍ଧିମତ୍ତା, ଦୃଢ଼ତା ଏବଂ...

‘ଜାତିସଂଘରେ ଭାରତର ନିର୍ଣ୍ଣାୟକ ଭୂମିକା କେବେ’

ନ୍ୟୁୟର୍କ,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଜାତିସଂଘ ସାଧାରଣ ପରିଷଦ(ୟୁଏନ୍‌ଜିଏ)ର ୭୫ତମ ଅଧିବେଶନରେ ଉଦ୍‌ବୋଧନ ଦେଇ ବିଶ୍ୱବାସୀଙ୍କୁ ଚମକାଇ ଦେଇଛନ୍ତି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସେ...

ଟ୍ରମ୍ପଙ୍କ ବିରୋଧରେ ଚାଲିବ ମାମଲା

ନ୍ୟୁୟର୍କ,୩୧।୩: ଆଡଲ୍ଟ ଫିଲ୍ମ ଷ୍ଟାର ଷ୍ଟର୍ମି ଡାନିଏଲ୍ସ ମାମଲାରେ ଟ୍ରମ୍ପଙ୍କ ଅଡୁଆ ଆହୁରି ବୃଦ୍ଧି ପାଇଛି। ଏହି ମାମଲାରେ ଏବେ ତାଙ୍କ ନାଁରେ ମୋକଦ୍ଦମା ଚାଲିବ।...

୨୪ ଘଣ୍ଟାରୁ କମିଲା ଦିନ

ନୂଆଦିଲ୍ଲୀ, ୧ା୮: ପୃଥିବୀ ନିଜ କକ୍ଷପଥରେ ଘୂରିବା ସମୟର ପୂର୍ବ ରେକର୍ଡକୁ ଭାଙ୍ଗିଛି। ୨୦୨୦ ଜୁଲାଇ ୧୯ରେ ୨୪ ଘଣ୍ଟାରୁ ୧.୪୭ ମିଲିସେକେଣ୍ଡ କମ୍‌ ଅବଧିରେ...

ଘୋଷଣା ହେଲା ପୁଲିତ୍‌ଜର ପୁରସ୍କାର, ସାମିଲ ଅଛନ୍ତି ତିନି ଭାରତୀୟ ଖବରଦାତା

ୱାଶିଂଟନ,୧୦ ।୫: ଚଳିତ ବର୍ଷ ଅର୍ଥାତ୍ ୨୦୨୨ ପାଇଁ ପୁଲିତ୍‌ଜର ପୁରସ୍କାର ଘୋଷଣା କରାଯାଇଛି । ସାମ୍ବାଦିକତା କ୍ଷେତ୍ରରେ ଆମେରିକାର ଏହି ସର୍ବୋଚ୍ଚ ପୁରସ୍କାର ପାଇବାରେ...

ରକ୍ତଚାଉଳ ଚୋବାଉଛି ପାକିସ୍ତାନ

ଇସ୍‌ଲାମାବାଦ/ନୂଆଦିଲ୍ଲୀ,୧୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ସରକାର ସମ୍ବିଧାନର ଅନୁଚ୍ଛେଦକୁ ୩୭୦ ହଟାଇ ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ପରେ ଛାନିଆ ହୋଇଯାଇଥିବା...

ପ୍ରତି ମହିଳା ୬ ସନ୍ତାନ ପ୍ରସବ କରିବାକୁ କହିଲେ ରାଷ୍ଟ୍ରପତି

କାରାକସ,୫।୩: ବିଶ୍ୱରେ ଜନସଂଖ୍ୟା ବୃଦ୍ଧି ଏକ ସମସ୍ୟା ହୋଇ ଦେଖାଦେଇଥିବା ବେଳେ ଏବେ ଭେନେଜୁଏଲାର ରାଷ୍ଟ୍ରପତି ନିକୋଲସ ମଦୁରୋ ଏମିତି ଏକ ବୟାନ ଦେଇଛନ୍ତି ଯାହା...

ସ୍ବଚ୍ଛ ଭାରତ ଅଭିଯାନ: ମୋଦିଙ୍କୁ ମିଳିବ ‘ଗ୍ଲୋବାଲ ଗୋଲ୍‌ କିପର ଆଓ୍ବାର୍ଡ’

ଓ୍ବାଶିଂଟନ,୨୪।୯: ସ୍ବଚ୍ଛ ଭାରତ ଅଭିଯାନ ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମେରିକାରେ ‘ଗ୍ଲୋବାଲ ଗୋଲ୍‌ କିପର ଆଓ୍ବାର୍ଡ’ ପ୍ରଦାନ କରାଯିବ। ବିଲ୍‌-ମିଲେଣ୍ଡା ଫାଉଣ୍ଡେସନ୍‌ ପକ୍ଷରୁ ଏହି...

Advertisement
Archives

Model This Week