Posted inଖେଳ

ଇଷ୍ଟ୍‌ ଇଣ୍ଡିଆ ଓପନ୍‌ ସ୍ନୁକର: ପ୍ରି-କ୍ୱାର୍ଟରରେ ସୁବ୍ରତ

ଭୁବନେଶ୍ୱର,୧୪।୧୨(ସ୍ପୋଟର୍‌ସ ବ୍ୟୁରୋ)- ପାଟଣାରେ ଚାଲିଥିବା ଇଷ୍ଟ ଇଣ୍ଡିଆ ସ୍ନୁକର ଚାମ୍ପିୟନଶିପ୍‌ରେ ଓଡ଼ିଶାର ସୁବ୍ରତ ଦାସ ରାଉଣ୍ଡ ଅଫ୍‌ ୧୬ ବା ପ୍ରି- କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପାଟଣାର ଆଡିକ୍‌ଶନ ସ୍ନୁକର ସେଣ୍ଟରରେ ଚାଲିଥିବା ଏହି ପ୍ରତିଯୋଗିତାରେ ସୁବ୍ରତ ୩-୦ରେ ପୂର୍ବତନ ବିହାର ଜୁନିୟର ଚାମ୍ପିୟନ ଉତ୍କର୍ଷ ସିଂଙ୍କୁ ପରାସ୍ତ କରି ଅଗ୍ରଗତି କରିଛନ୍ତି। ୪ ଦିନଧରି ଚାଲିବାକୁ ଥିବା ଏହି ଟୁର୍ନାମେଣ୍ଟର ଚାମ୍ପିୟନ ଖେଳାଳିଙ୍କୁ ଟ୍ରଫି ସହ ୨୧ ହଜାର ଟଙ୍କା ଆର୍ଥିକ ପୁରସ୍କାର ପ୍ରଦାନ କରାଯିବ। ଓଡ଼ିଶା ସ୍ନୁକର ଚାମ୍ପିୟନଶିପ୍‌ରେ ଟାଇଟଲ ହାସଲ କରିଥିବା ସୁବ୍ରତଙ୍କ ସମେତ ପୂର୍ବ ଭାରତର ଅନ୍ୟ ଖେଳାଳିମାନଙ୍କୁ ମଧ୍ୟ ଏହି ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିବାକୁ ଆମନ୍ତ୍ରଣ କରାଯାଇଥିଲା। ଏହି ଚାମ୍ପିୟନଶିପ୍‌ରେ ସୁବ୍ରତଙ୍କୁ ଟପ୍‌ ସିଡ୍‌ ମାନ୍ୟତା ପ୍ରଦାନ କରାଯାଇଛି। ଜାତୀୟ ସର୍କିଟରେ ସୁବ୍ରତ ଶ୍ରେଷ୍ଠ ୩୨ରେ ସ୍ଥାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦିନିକିଆରେ ୭ ହଜାର ରନ ପୂରଣରେ ମିଥାଲି ପ୍ରଥମ

ଲକ୍ଷ୍ନୌ, ୧୫ା୩ (ପି.ଟି.)- ଭାରତର ଭେଟେରାନ ବ୍ୟାଟ୍ସଓମ୍ୟାନ ମିଥାଲି ରାଜ ଆଉ ଏକ କୀର୍ତ୍ତିମାନ ଅର୍ଜନ କରିଛନ୍ତି। ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରେ ୭,୦୦୦ ରନ ପୂରଣ...

ଜାତୀୟ କରାଟେ ପ୍ରତିଯୋଗିତା: ସ୍ବର୍ଣ୍ଣ, ବ୍ରୋଞ୍ଜ ପଦକ ଜିତିଲେ ଦୁଇ ଆଦିବାସୀ ଛାତ୍ରୀ

ମାଲକାନଗିରି, ୫।୧୨(ଡି.ଏନ.ଏ.): ମାଲକାନଗିରି ଜିଲା ସଦର ବ୍ଲକ ସିନ୍ଧ୍ରିମାଳ ଗ୍ରାମ ପଞ୍ଚାୟତ ସଦର ମହକୁମା କସ୍ତୁରବା ଗାନ୍ଧୀ ବାଳିକା ଉଚ୍ଚ ବିଦ୍ୟାଳୟର ଦୁଇଜଣ ଆଦିବାସୀ ଛାତ୍ରୀ...

ପଞ୍ଜାବ ମଙ୍ଗ ଧରିବେ ମୟଙ୍କ

ନୂଆଦିଲ୍ଲୀ,୨୮।୨: ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲ ସିଜନରେ ମୟଙ୍କ ଅଗ୍ରଓ୍ବାଲ ପଞ୍ଜାବ କିଙ୍ଗ୍ସ ଦଳର ଅଧିନାୟକ ଭାର ସମ୍ଭାଳିବେ। ୨୦୧୮ଠାରୁ ଭାରତୀୟ...

ରୋହିତଙ୍କ ୨୬୪ ରନ୍‌ ପାଳିରେ ଖୁସି ନ ଥିଲେ ଏହି ବ୍ୟକ୍ତି

ଭାରତୀୟ କ୍ରିକେଟ ଦଳର ଏକଦିବସୀୟ ଏବଂ ଟି-୨୦ ଦଳର ଉପଅଧିନାୟକ ରୋହିତ ଶର୍ମା ଆଜିର ଦିନରେ ଏକଦିବସୀୟ ମ୍ୟାଚ୍‌ରେ ୨୬୪ରନ୍‌ର ପାଳି ଖେଳି ଇତିହାସ ରଚିଥିଲେ।...

ଏହି ଚର୍ଚ୍ଚିତ କ୍ରିକେଟର୍‌ଙ୍କ ଗୋଟିଏ ଟୁଇଟ୍‌ ଦେଖି ଉତ୍ତର ଖୋଜୁଛନ୍ତି ଦର୍ଶକ

ଆଫଗାନିସ୍ତାନର ଷ୍ଟାର ବୋଲର ରଶିଦ ଖାନ ସୋସିଆଲ ମିଡିଆରେ ନିଜର ଏକ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଚିନ୍ତାରେ ପକାଇଦେଇଛନ୍ତି। ରଶିଦ ଏକ ଦର୍ପଣ ଆଗରେ...

ବ୍ୟାଟରଙ୍କ ପାଇଁ ବଦଳିଲା ନିୟମ

ଲଣ୍ଡନ,୯।୩: ମାରିଲେବୋନ କ୍ରିକେଟ କ୍ଲବ (ଏମ୍‌ସିସି) ବୁଧବାର କ୍ରିକେଟର ଅନେକ ନିୟମରେ ପରିବର୍ତ୍ତନ କରିଛି। ଏଥି ମଧ୍ୟରେ ବ୍ୟାଟରଙ୍କ ଲାଗି ଦୁଇଟି ନିୟମରେ ସଂଶୋଧନ କରାଯାଇଛି।...

ପଡିଆରେ ଏହି କ୍ରିକେଟର୍‌ଙ୍କୁ ଚାପୁଡା ମାରିଲେ ରୋହିତ ଶର୍ମା

ଚେନ୍ନାଇ,୧୫।୨: ଚେନ୍ନାଇରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟର ଦ୍ୱିତୀୟ ଦିନରେ ଏକ ମଜାଦାର ଘଟଣା ଘଟିଥିଲା । ଦ୍ୱିତୀୟ ଦିନରେ ଭାରତର...

ମହିଳା ହକି ତାରକା ସୁନୀତାଙ୍କ ଅବସର

ଭୁବନେଶ୍ୱର, ୩।୧(କ୍ରୀଡ଼ା ପ୍ରତିନିଧି)- ବର୍ଷ ଆରମ୍ଭରୁ ଓଡ଼ିଶା ହକି ପାଇଁ ଆସିଛି ଏକ ଖରାପ ଖବର। ଭାରତୀୟ ମହିଳା ହକି ଦଳର ପୂର୍ବତନ ଅଧିନାୟିକା ଓଡ଼ିଶାର...

Advertisement
Archives

Model This Week