Posted inଖେଳ

ଇଷ୍ଟ୍‌ ଇଣ୍ଡିଆ ସ୍ନୁକର: ଫାଇନାଲରେ ସୁବ୍ରତ

ଭୁବନେଶ୍ୱର,୧୬।୧୨(କ୍ରୀଡ଼ା ପ୍ରତିନିଧି)- ପାଟଣାରେ ଚାଲିଥିବା ଇଷ୍ଟ ଇଣ୍ଡିଆ ସ୍ନୁକର ଚାମ୍ପିୟନଶିପ୍‌ର ଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର ସୁବ୍ରତ ଦାସ। ରବିବାର ଅନୁଷ୍ଠିତ ସେମିଫାଇନାଲରେ ସେ ବିହାରର ୨ ନମ୍ବର ଖେଳାଳି ଅର୍ଜୁନ ସିଂଙ୍କୁ ୪-୦ ଫ୍ରେମ୍‌ରେ ପରାସ୍ତ କରିଛନ୍ତି। ଫାଇନାଲରେ ସେ ଝାଡ଼ଖଣ୍ଡର ନମ୍ବର ଓ୍ବାନ ଖେଳାଳି ଆଦର୍ଶମ ବର୍ମାଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜନ୍ମଦିନରେ ଧୋନୀଙ୍କ ପାଇଁ ସାକ୍ଷୀ ଲେଖିଲେ ଏହି ମେସେଜ୍‌

ନୂଆଦିଲ୍ଲୀ, ୭।୭- ବିଶ୍ୱ କ୍ରିକେଟ୍‌ରେ ପ୍ରଥମ ଅଧିନାୟକ ଭାବେ ଆଇସିସିର ସମସ୍ତ ୩ଟି ଯାକ ଟ୍ରଫି ଜିତିଥିବା ମହେନ୍ଦ୍ର ସିଂ ଧୋନୀ ମଙ୍ଗଳବାର ୩୯ ବର୍ଷରେ...

ଏକଦିବସୀୟ ସିରିଜ୍‌ ପୂର୍ବରୁ ଇଂଲଣ୍ଡକୁ ବଡ଼ ଝଟ୍‌କା

ପୁଣେ,୨୧।୩: ଟେଷ୍ଟ ଏବଂ ଟି -୨୦ପରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଅନୁଷ୍ଠିତ ହେବ। ଏଥିପାଇଁ ୧୪ ଜଣିଆ ଇଂଲଣ୍ଡ ଦଳ ଘୋଷଣା...

ଆଇ- ଲିଗ୍‌: ଆଇଜଲ ଏଫ୍‌ସି ବିଜୟୀ

କୋଲକାତା,୩୧।୧(ପି.ଟି.): ସ୍ଥାନୀୟ ମୋହନ ବାଗାନ ଗ୍ରାଉଣ୍ଡରେ ଶନିବାର ଅନୁଷ୍ଠିତ ଆଇ- ଲିଗ୍‌ର ଏକ ମ୍ୟାଚ୍‌ରେ ଆଇଜଲ ଏଫ୍‌ସି ୨-୧ ଗୋଲରେ ନେରେକା ଏଫ୍‌ସିକୁ ପରାସ୍ତ କରିଛି।...

ଧୋନୀଙ୍କ ରେକର୍ଡ ଭାଙ୍ଗିଲେ କାର୍ତ୍ତିକ

ରାଜକୋଟ,୧୮।୬: ଦୀନେଶ କାର୍ତ୍ତିକ ଶୁକ୍ରବାର ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ବୟୋଜ୍ୟେଷ୍ଠ ଭାରତୀୟ ଖେଳାଳି ଭାବେ ଅନ୍ତର୍ଜାତୀୟ ଅର୍ଦ୍ଧଶତକ ହାସଲ କରିବାର ରେକର୍ଡ...

ଓଡ଼ିଶା ଏଫ୍‌ସିର ଗ୍ରାସ୍‌ରୁଟ୍‌ ପ୍ରୋଗ୍ରାମ ଆରମ୍ଭ

ଭୁବନେଶ୍ୱର, ୧୯।୧୧(ସ୍ପୋଟର୍‌ସ ବ୍ୟୁରୋ)- ତୃଣମୂଳ ସ୍ତରରୁ ଓଡ଼ିଶାରେ ଫୁଟ୍‌ବଲ ଖେଳର ବିକାଶ ଏବଂ ଛାତ୍ରୀଛାତ୍ରମାନଙ୍କୁ ଜାତୀୟ ଏବଂ ଅନ୍ତର୍ଜାତୀୟସ୍ତରରେ ପହଞ୍ଚାଇବା ଲକ୍ଷ୍ୟରେ ଓଡ଼ିଶା ଏଫ୍‌ସି ପକ୍ଷରୁ...

ଚାଇନା ଓପନରେ ଭାରତର ଅଭିଯାନ ଶେଷ

ଚଙ୍ଗ୍‌ଝୋ,୨୦।୯(ପିଟି): ଏଠାରେ ଚାଲିଥିବା ଚାଇନା ଓପନ ଓ୍ବାଲର୍‌ଡ ଟୁର ୧୦୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ଭାରତର ଅଭିଯାନ ଶେଷ ହୋଇଯାଇଛି। ଅନ୍ତିମ ଶଟଲର ଭାବେ ବି. ସାଇ...

ଭାରତ-ଇଂଲଣ୍ଡ ମଧ୍ୟ ପ୍ରଥମ ଟେଷ୍ଟ ଆରମ୍ଭ: ଟସ୍‌ ଜିତିଲା ଇଂଲଣ୍ଡ

ଲଣ୍ଡନ,୪।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆଜିଠାରୁ ଆରମ୍ଭ ହୋଇଛି। ଏହି ସିରିଜର ପ୍ରଥମ ମ୍ୟାଚ ନଟିଂହାମର ଟ୍ରେଣ୍ଟ...

ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌: ତେଜିନ୍ଦର, ଜିନସନ ବିଫଳ

ଦୋହା, ୫।୧୦(ପି.ଟି.)- ଏସିଆନ ଗେମ୍ସ ଗୋଲ୍ଡ ମେଡାଲିଷ୍ଟ ଭାରତୀୟ ଶଟ୍‌ପୁଟର ତେଜିନ୍ଦର ପାଲ୍‌ ସିଂ ତୁର୍‌ ଏବଂ ୧୫୦୦ ମିଟର ରନର ଜିନସନ ଜିନସନ ବିଶ୍ୱ...

Advertisement
Archives

Model This Week