Posted inଖେଳ

ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌ ଆରମ୍ଭ

ଭୁବନେଶ୍ୱର, ୬।୯(କ୍ରୀଡ଼ା ପ୍ରତିନିଧି)- ସ୍ଥାନୀୟ ପଟିଆ ସ୍ଥିତ ୬ ପକେଟ୍ସଠାରେ ଗୁରୁବାରଠାରୁ ଆରମ୍ଭ ହୋଇଛି ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌। ଫାଲକନ ଚିଲିକା ଫ୍ରେଶ୍‌ ଆନୁକୂଲ୍ୟରେ ଆୟୋଜିତ ଏହି ପ୍ରତିଯୋଗିତାର ପ୍ରଥମ ଦିବସରେ ୮ଟି ମ୍ୟାଚ ଅନୁଷ୍ଠିତ ହୋଇଛି। ଏଥିରେ ସୌଭାଗ୍ୟ ବେହେରା ୩-୦ ଫ୍ରେମ୍‌ରେ ସ୍ପନ୍ଦନ ଦେବତା, ଅଶିତ ଚୌଧୁରୀ ୩-୧ରେ ମାନସ ବେହେରା, ଅମିୟ ନାୟକ ୩-୦ରେ ରାହୁଲ ହାଲି, ଶୁଭ୍ରଜିତ ପଟ୍ଟନାୟକ ୩-୨ରେ ସେକ୍‌ ନସୀମ, ଅନୁଜ ପଣ୍ଡା ୩-୦ରେ କ୍ରିଷ୍ଣା ଚାଓ୍ବଡା, ସନ୍ଦିପ ବଡଜେନା ୩-୦ରେ ଶିବାଶିଷ ବିଶ୍ୱାଳ, ସିଦ୍ଧାର୍ଥ ସେନ୍‌ ୩-୨ରେ ସୁଦୀପ୍ତ ଦାସ ଏବଂ ନିଶି ପ୍ରକାଶ ୩-୦ ଫ୍ରେମ୍‌ରେ ସୁମିତ ହେମ୍ବ୍ରମଙ୍କୁ ପରାସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ବିଶୋଧିତ ଜଳ ବ୍ୟବହାର କଲେ ମନୁଷ୍ୟ ସମାଜ ସୁସ୍ଥ ରହିବ

ବିଶାଳ ଭୂପୃଷ୍ଠକୁ ସୁବିସ୍ତୃତ ଜଳରାଶି ଚାରିପଟୁ ସଜାଗ ପୋଲିସ ବାହିନୀ ସଦୃଶ ଘେରିରହିଛି। ମହାସାଗର, ସାଗର ଓ ନଦୀଜଳ ଦ୍ୱାରା ଜାଗତିକ ସଭ୍ୟତା ଉନ୍ନତିର ସୋପାନରେ ଆଗେଇ…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

ଇଲେକ୍ଟ୍ରୋନେଗେଟିଭିଟି ଭ୍ରମର ସମାଧାନ (Breaking the Electronegativity Myth): ପ୍ରାୟ ଏକ ଶତାବ୍ଦୀ ଧରି, ରସାୟନ ବିଜ୍ଞାନ ପାଠ୍ୟପୁସ୍ତକଗୁଡ଼ିକ ଏକ ନିୟମ ଶିଖାଇ ଆସିଥିଲେ: ହାଇଡ୍ରୋଜେନ ବନ୍ଧନ…

‘ଯେକୌଣସି ଭୁଲ ପ୍ରାଣଘାତକ ହେବ’ ହର୍ମୁଜ ପ୍ରଣାଳୀରେ ସୀମାପାର ମନୋଭାବରେ ଇରାନ

ତେହରାନ,୧୩।୪: ଇସଲାମାବାଦରେ ‘ଶାନ୍ତି ଆଲୋଚନା’ ବିଫଳ ହେବା ପରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇପାରେ। ଇରାନ ନୌସେନା ହର୍ମୁଜ ପ୍ରଣାଳୀ…

ଆମେରିକାକୁ ବଡ଼ ପରାମର୍ଶ ଦେଲା ଇରାନ, କହିଲା ଟ୍ରମ୍ପଙ୍କୁ ଆମର…

ତେହରାନ,୧୩।୪: ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ ସଙ୍କେତ ଦେଇଛନ୍ତି ଯେ ତେହରାନ ଆମେରିକା ସହିତ ଏକ ଚୁକ୍ତିରେ ପହଞ୍ଚିବାକୁ ପ୍ରସ୍ତୁତ। ସେ କହିଛନ୍ତି ଯେ, ଏକ ସମାଧାନ…

ଶସ୍ତା ହୋଇଗଲା ସୁନା-ରୂପା ଦାମ୍, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୧୩।୪: ସୁନା ଏବଂ ରୂପାର ମୂଲ୍ୟରେ ସୋମବାର ଦିନ ରେକର୍ଡ ହ୍ରାସ କରାଯାଇଛି। ଫ୍ୟୁଚର୍ସ ବଜାରରେ, ଉଭୟ ମୂଲ୍ୟବାନ ଧାତୁର ମୂଲ୍ୟ ହ୍ରାସ ପାଇଛି । ମଲ୍ଟି…

ବ୍ଲଡ୍‌ପ୍ରେସର ରୋଗୀଙ୍କ ପାଇଁ ବେଶ୍‌ ଉପକାରୀ ସଜନା ଶାଗ

ସ୍ବାସ୍ଥ୍ୟ ପାଇଁ ବେଶ୍‌ ଲାଭଦାୟକ ହେଉଛି ଶଜନା ଶାଗ। ଏଥିରେ କାଲ୍‌ସିୟମ୍‌, ଆଇରନ୍‌ ସମେତ ଭିଟାମିନ୍‌-ଏ, ସି ଏବଂ ଇ ଭରି ରହିଛି। ବିଶେଷଭାବରେ ବ୍ଲଡ୍‌ପ୍ରେସର ସମସ୍ୟା…

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri