Posted inଖେଳ

ଇଷ୍ଟ ଜୋନ୍‌ ସ୍ନୁକର: ଶ୍ୟାମ, ଉଦ୍ଭାସଙ୍କ ପ୍ରଭାବୀ ପ୍ରଦର୍ଶନ

ଭୁବନେଶ୍ୱର, ୭।୯(କ୍ରୀଡ଼ା ପ୍ରତିନିଧି)-
ସ୍ଥାନୀୟ ପଟିଆ ସ୍ଥିତ ୬ ପକେଟ୍ସଠାରେ ଚାଲିଥିବା ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌ର ଦ୍ୱିତୀୟ ଦିବସରେ ଶ୍ୟାମ ଅଗ୍ରଓ୍ବାଲ ଓ ଉଦ୍ଭାସ ମହାପାତ୍ର ପ୍ରଭାବୀ ପ୍ରଦର୍ଶନ କରି ବିଜୟୀ ହୋଇଛନ୍ତି। ଦ୍ୱିତୀୟ ଦିବସର ମ୍ୟାଚ ଗୁଡ଼ିକ ମଧ୍ୟରେ ଅଶ୍ୱିନ ପଟ୍ଟନାୟକ ୩-୧ରେ ଅର୍ପିତ ଅଗ୍ରଓ୍ବାଲ, ଖାଲିଦ ସୁଲତାନ ୩-୦ରେ ରାହୁଲ ନାଏକ, ମହମ୍ମଦ ରାଜା ୩-୦ରେ ତରୁଣ ପଟ୍ଟନାୟକ, ଶ୍ୟାମ ଅଗ୍ରଓ୍ବାଲ ୩-୦ରେ ହର୍ଷ ଲାମ୍ବା, ଉଦ୍ଭାସ ମହାପାତ୍ର ୩-୦ରେ କୁନାଲ ଅଗ୍ରଓ୍ବାଲ, ଚନ୍ଦ୍ର ମହାନ୍ତି ୩-୧ ଫ୍ରେମ୍‌ରେ ସମୀର ଅଲୀଙ୍କୁ ପରାସ୍ତ କରିଛନ୍ତି। ସେହିପରି ଶ୍ୟାମ ଅଗ୍ରଓ୍ବାଲ ୩-୦ରେ ହର୍ଷିତ କାମଓ୍ବାନିଙ୍କୁ ଏବଂ ଚେତନ ଆନନ୍ଦ ୩-୦ ଫ୍ରେମ୍‌ରେ ଅକ୍ଷୟ ସେଠ୍‌ଙ୍କୁ ହରାଇ ଆଗକୁ ବଢ଼ିଛନ୍ତି। ଗୁରୁବାର ରାତିରେ ଅନୁଷ୍ଠିତ ମ୍ୟାଚ ଗୁଡ଼ିକ ମଧ୍ୟରେ ସତ୍ୟକାମ ମହାପାତ୍ର ୩-୦ରେ ଇନ୍ଦ୍ରଜିତ ଷଡ଼ଙ୍ଗୀ, ହର୍ଷିତ କାମଓ୍ବାନି ୩-୧ରେ ହରିହର ଗୁରୁ, ମିଶାଲ ସ୍ବାଇଁ ୩-୦ରେ ଅନୁଭବ ଅଗ୍ରଓ୍ବାଲ ଓ ରୁମିତ ଗୁପ୍ତା ୩-୨ ଫ୍ରେମ୍‌ରେ ସୁମନ ପଟ୍ଟନାୟକଙ୍କୁ ପରାସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IND vs PAK: ସେମିଫାଇନାଲରେ ଭାରତକୁ ହରାଇବ ପାକିସ୍ତାନ? ଦାବି କରି ହସିଲେ ପାକିସ୍ତାନୀ ଦିଗଜ୍ଜ; ଦେଖନ୍ତୁ ଭିଡିଓ

ଇସଲାମବାଦ,୨୨।୨: ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ପାକିସ୍ତାନ ଭାରତକୁ ପରାସ୍ତ କରିବ। ଟିମ ଇଣ୍ଡିଆ ସେମିଫାଇନାଲରେ ମଧ୍ୟ ପହଞ୍ଚିପାରିବ ନାହିଁ। ପାକିସ୍ତାନ ପକ୍ଷରୁ ଏପରି ବଡ଼ ଦାବି…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

ଖରାପ ଫର୍ମ ପାଇଁ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚରୁ ବାଦ ପଡିବେ ଅଭିଷେକ? କ୍ୟାପଟେନ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ରେ ଭାରତର ପ୍ରଥମ ମ୍ୟାଚ ରବିବାର, ଫେବୃଆରୀ ୨୨ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ। ଏହା ପୂର୍ବରୁ, ଶନିବାର ଏକ ସାମ୍ବାଦିକ…

ଭାରତ ନା ଦକ୍ଷିଣ ଆଫ୍ରିକା T20ରେ କେଉଁ ଟିମ ଅଧିକ ମଜଭୁତ? ସୁପର ୮ ମୁକାବିଲା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ଉଭୟ ଲିଗ ପର୍ଯ୍ୟାୟରେ ସେମାନଙ୍କର ଚାରୋଟି ମ୍ୟାଚ ଜିତିବା ପରେ ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୬ ଟି୨୦ ବିଶ୍ୱକପର…

IND vs SA ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ଲାଗିଲା ବଡ଼ ଝଟକା, ଆହତ ହେଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୧।୨: ଲିଗ ପର୍ଯ୍ୟାୟରେ ସମସ୍ତ ଚାରୋଟି ମ୍ୟାଚ ଜିତି T20 World Cup 2026 ର ସୁପର ୮ପର୍ଯ୍ୟାୟରେ ପହଞ୍ଚିଥିବା ଟିମ ଇଣ୍ଡିଆ, ରବିବାର, ଫେବୃଆରୀ ୨୨ରେ…

ପାକିସ୍ତାନ କୋଚ ମଧ୍ୟ ବାବର ଆଜମଙ୍କୁ ଅପମାନିତ କଲେ? ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୨: ଶନିବାର ପାକିସ୍ତାନ କ୍ରିକେଟ ଦଳ ସୁପର ୮ରେ ନ୍ୟୁଜିଲାଣ୍ଡ ସହିତ ଖେଳୁଛି। ଦଳ ଗ୍ରୁପ ପର୍ଯ୍ୟାୟରେ ଚାରୋଟି ମ୍ୟାଚ ମଧ୍ୟରୁ ତିନୋଟିରେ ବିଜୟୀ ହୋଇଥିଲା, ତଥାପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri