Posted inଜାତୀୟ

ଇସାରା ମିଳିଲେ ପିଓକେ ଉପରେ ଆକ୍ରମଣ ପାଇଁ ଭାରତୀୟ ସେନା ପ୍ରସ୍ତୁତ: ନରାଓ୍ବଣେ

ନୂଆଦିଲ୍ଲୀ,୩।୧: ଇସାରା ମିଳିଲେ ଭାରତୀୟ ସେନା ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ଉପରେ ଆକ୍ରମଣ ପାଇଁ ପ୍ରସ୍ତୁତ। ଏନେଇ ସେନାମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଏକ ସାକ୍ଷାତ୍‌କାରରେ କହିଛନ୍ତି। ଭାରତୀୟ ସେନା ଯେ କୌଣସି ସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ରହିଥିବା ସେ କହିଛନ୍ତି। ସୂଚନାଯୋଗ୍ୟ, ଏହା ପୂର୍ବରୁ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌.ଜୟଶଙ୍କର ପିଓକେ ଭାରତର ଅଂଶବିଶେଷ ବୋଲି କହିଥିଲେ। ସେହିପରି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ପକ୍ଷରୁ ଏନେଇ ଦିଆଯାଇଥିବା ମନ୍ତବ୍ୟ ମଧ୍ୟ ବେଶ୍‌ ଚର୍ଚ୍ଚାରେ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଆକାଶରେ ହଠାତ୍‌ ତଳକୁ ଖସିଲା ବିମାନ, ଛାତରେ ବାଜିଲା ଯାତ୍ରୀଙ୍କ ମୁଣ୍ଡ, ଅନେକ ଯାତ୍ରୀ…

ନୂଆଦିଲ୍ଲୀ,୪।୮: ଦିଲ୍ଲୀ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଅଳ୍ପକେ ଟଳିଯାଇଛି। ଫୁକେଟରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ ହଠାତ୍‌ ପ୍ରବଳ ଟର୍ବୁଲେନ୍ସର ସମ୍ମୁଖୀନ ହୋଇଥିଲା।…

ହଠାତ୍‌ ୧୬ କିଲୋ ଓଜନ ହ୍ରାସ: ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ସଲମାନ

କିଛି ଦିନ ହେବ ସୋସିଆଲ ମିଡିଆରେ ବଲିଉଡର ‘ଦବଙ୍ଗ’ ଷ୍ଟାର ସଲମାନ ଖାନଙ୍କ ଫିଟନେସ ଏବଂ ଲୁକକୁ ନେଇ ଚର୍ଚ୍ଚା ହେଉଛି। ହଠାତ୍‌ ତାଙ୍କ ଓଜନ ହ୍ରାସ…

ଉପନିର୍ବାଚନରେ ପରାଜୟ ପରେ BJPର କଡ଼ା ପଦକ୍ଷେପ, ଏହି ନେତାଙ୍କୁ ମିଳିବ ଶାସ୍ତି!

ନୂଆଦିଲ୍ଲୀ,୪।୮: ମଧ୍ୟପ୍ରଦେଶର ଦତିଆ ବିଧାନସଭା ଆସନରେ ହୋଇଥିବା ଉପନିର୍ବାଚନରେ ପରାଜୟ ଭାରତୀୟ ଜନତା ପାର୍ଟି (BJP) ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ବଡ଼ ପରାଜୟ ପରେ…

ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ…

ବିଧାୟକ ହେବା ପରେ ପ୍ରତି ମାସରେ କେତେ ଦରମା ପାଇବେ ପ୍ରଶାନ୍ତ କିଶୋର, ଜାଣନ୍ତୁ କେଉଁ ସବୁ ସରକାରୀ ସୁବିଧା ମିଳିବ…

ପାଟନା,୪।୮: ବଡ଼ ବଡ଼ ରାଜନୈତିକ ଦଳକୁ ନିର୍ବାଚନ ଜିତିବାର ରଣନୀତି ଦେଉଥିବା ରାଜନୈତିକ ବିଶ୍ଳେଷକରୁ ସିଧାସଳଖ ରାଜନୀତିକୁ ପ୍ରବେଶ କରିଥିବା ଜନ ସୁରାଜ ପାର୍ଟିର ମୁଖ୍ୟ ପ୍ରଶାନ୍ତ…

ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍‌ରେ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା

ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri