Posted inଜାତୀୟ

ଇସ୍କନରେ ହେଲା ରଥଯାତ୍ରା

କୋଲକାତା,୨୩।୬: ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ସାରା ବିଶ୍ୱରେ ପାଳନ କରାଯାଉଥିବା ବେଳେ ଚଳିତ ବର୍ଷ କରୋନା ମହାମାରୀ ପାଇଁ ଏହା ଫିକା ପଡିଯାଇଛି। ସୁପ୍ରିମକୋର୍ଟଙ୍କ ଅନୁମତି ପରେ ପୁରୀରେ ନାନା କଟକଣା ମଧ୍ୟରେ ରଥଯାତ୍ରା ପାଳନ କରାଯାଉଥିବା ବେଳେ ପଶ୍ଚିମବଙ୍ଗ କୋଲକତାରେ ଥିବା ଇଣ୍ଟରନ୍ୟାଶନାଲ ସୋସାଇଟି ଫର୍‌ କ୍ରିଷ୍ଣା କନସିୟସନେସ(ଇସ୍କନ) ପକ୍ଷରୁ ରଥଯାତ୍ରା ପାଳନ କରାଯାଇଛି। ମନ୍ଦିର ପରିସରରେ ଏହା ପାଳନ କରାଯାଇଥିବା ବେଳେ କରୋନା ମହାମାରୀକୁ ନେଇ ଥିବା ସମସ୍ତ କଟକଣାକୁ ମଧ୍ୟ ପାଳନ କରାଯାଇଛି। କେବଳ ମନ୍ଦିରରେ ଥିବା କୃଷ୍ଣ ଭକ୍ତମାନେ ଏଥିରେ ସାମିଲ ହୋଇଛନ୍ତି। ଏହାସହ ସେମାନେ ମୁହଁରେ ମାସ୍କ ବାନ୍ଧିବା ସହ ଯେତେ ସମ୍ଭବ ସାମାଜିକ ଦୂରତା ମଧ୍ୟ ରକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪-୬ ଜଣ ବିଧାୟକଙ୍କୁ ଛାଡ଼ି ଅନ୍ୟ ସମସ୍ତଙ୍କୁ ମିଳିବ ଟିକଟ: ୟେଦୁରପ୍ପା…

ବେଙ୍ଗାଲୁରୁ,୭।୩ : କର୍ନାଟକ ବିଧାନସଭାର କାର୍ଯ୍ୟକାଳ ୨୪ ମେ ୨୦୨୩ ରେ ଶେଷ ହେବାକୁ ଯାଉଛି। ଏଭଳି ପରିସ୍ଥିତିରେ ଚଳିତ ମାସରେ ବିଧାନସଭା ନିର୍ବାଚନ ହେବାର...

ନେପାଳ ବହିର୍ବ୍ୟାପାର ମନ୍ତ୍ରୀଙ୍କୁ ଭେଟିଲେ ଜୟଶଙ୍କର

ନୂଆଦିଲ୍ଲୀ,୧୨।୫: ଷଷ୍ଠ ଭାରତ ମହାସାଗର ସମ୍ମିଳନୀ -୨୦୨୩ ରେ ଭାଗ ନେବାକୁ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଢାକାରେ ଅଛନ୍ତି। ଏହି ସମୟରେ ଶୁକ୍ରବାର ସେ...

କଂଗ୍ରେସ ଯାହା ୭୦ ବର୍ଷରେ କରି ନ ଥିଲା ତାହା ୭୫ ଦିନରେ କରି ଦେଖାଇଲେ ମୋଦି: ଶାହ

ଜିନ୍ଦ,୧୬।୮: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଶୁକ୍ରବାର ହରିୟାଣାର ଜିନ୍ଦ ଜିଲା ଗସ୍ତ କରିଛନ୍ତି। ଏହି ସମୟରେ ଏକ ଜନସଭାକୁ ସମ୍ବୋଧନ କରିବା ଅବସରରେ କଶ୍ମୀର ପ୍ରସଙ୍ଗକୁ...

ବ୍ରିଟିଶ ଅମଳର ଦେଶଦ୍ରୋହ ଆଇନ କାହିଁକି ହଟାଯାଉ ନାହିଁ

ନୂଆଦିଲ୍ଲୀ,୧୫ା୭: ୭୫ ବର୍ଷ ହେଲା ଦେଶକୁ ସ୍ବାଧୀନତା ମିଳିଲାଣି। କିନ୍ତୁ ବ୍ରିଟିଶ ଅମଳର ଦେଶଦ୍ରୋହ ଆଇନ ଆଜି ବି ଚାଲୁଛି। ସେତେବେଳେ ସ୍ବାଧୀନତା ସଂଗ୍ରାମୀଙ୍କୁ ଏହି...

ଗୁରୁଦିବସର ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୫।୯: ଗୁରୁ ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତିି। ଦେଶର ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ...

ମନ୍ତ୍ରୀଙ୍କୁ କାମୁଡିଦେଲା ମୂଷା

ଲକ୍ଷ୍ନୌ,୨।୫: ଉତ୍ତର ପ୍ରଦେଶର କ୍ରୀଡ଼ା ମନ୍ତ୍ରୀ ଗିରିଶ ଚନ୍ଦ୍ର ଯାଦବଙ୍କ ସହ ଏକ ଅଜବ ଘଟଣା ଘଟିଛି। ଶୋଇଥିବା ସମୟରେ ତାଙ୍କୁ ମୂଷା କାମୁଡ଼ି ଦେଇଛି।...

ମଦ ପିଆଇ ୨ ଭଉଣୀଙ୍କୁ ଗଣବଳାତ୍କାର

ଇଟାଓ୍ବା,୧୩।୯: ଉତ୍ତରପ୍ରଦେଶର ଇଟାଓ୍ବା ଜିଲାରେ ୨ ଭଉଣୀଙ୍କୁ ଗଣବଳାତ୍କାର କରାଯାଇଛି। ୨ ଭଉଣୀଙ୍କୁ ୩ ଜଣ ଲୋକ ଅପହରଣ କରି ଗଣବଳାତ୍କାର କରିଥିବା ସୋମବାର ଅଭିଯୋଗ...

ଘୃଣା ବିସ୍ତାର କରନ୍ତି ହିନ୍ଦୁତ୍ୱବାଦୀ: ରାହୁଲ

ନୂଆଦିଲ୍ଲୀ,୨୫।୧୨: ହିନ୍ଦୁତ୍ୱବାଦୀମାନେ ସବୁବେଳେ ଘୃଣା ବିସ୍ତାର କରି ହିଂସା ଉସୁକାଇଥାଆନ୍ତି। ସେମାନଙ୍କ ଏଭଳି କାର୍ଯ୍ୟ ଯୋଗୁ ସବୁ ସମ୍ପ୍ରଦାୟର ଲୋକଙ୍କୁ ମୂଲ୍ୟ ଦେବାକୁ ପଡ଼ିଥାଏ ବୋଲି...

Advertisement
Archives

Model This Week