ଇସ୍କନ ବିରୋଧରେ ପଦକ୍ଷେପ ନିଆଯିବ: ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ୱର (ବ୍ୟୁରୋ)/ପୁରୀ ଅଫିସ, ୪।୨: ମୁମ୍ବାଇରେ ଅନୁଷ୍ଠିତ ଅଦିନିଆ ରଥଯାତ୍ରାକୁ ନେଇ ଓଡ଼ିଶାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ବିଶେଷକରି ମହାପ୍ରଭୁଙ୍କ ଲୀଳାସ୍ଥଳ ଶ୍ରୀକ୍ଷେତ୍ରରେ ଏହାର ଘୋର ବିରୋଧ କରାଯାଇଛି। ବାରମ୍ବାର ଇସ୍କନ ଏଭଳି ଆଚରଣ ଦେଖାଇ ବିଧି ପରମ୍ପରାକୁ ବେଖାତିର କରୁଥିବାରୁ ଶ୍ରୀମନ୍ଦିର ସେବାୟତ, ଭକ୍ତ, ବୁଦ୍ଧିଜୀବୀ, ଗବେଷକଙ୍କ ସମେତ ଏହାର ନିନ୍ଦା କରିଛନ୍ତି। ସୋମବାର ଏ ସମ୍ପର୍କରେ ଗଣମାଧ୍ୟମରେ ପ୍ରତିକ୍ରିୟା ରଖିଛନ୍ତି ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ। ସେ କହିଛନ୍ତି ଯେ, ଏହି ପ୍ରସଙ୍ଗ ରାଜ୍ୟ ସରକାରଙ୍କ ଜ୍ଞାତସାରରେ ରହିଛି। ଏହା ଜଗନ୍ନାଥ ସଂସ୍କୃତି ପ୍ରତି କୁଠାରାଘାତ। ତେବେ ବାହାର ରାଜ୍ୟରେ କିମ୍ବା ବାହାର ଦେଶରେ ସରକାର ଆଇନ ଭିତରେ ବନ୍ଧା ନୁହନ୍ତି। ତଥାପି ଏ ନେଇ ଇସ୍କନ ବିରୋଧରେ ପଦକ୍ଷେପ ନିଆଯିବ। ସେହିପରି ପୂର୍ବତନ ମନ୍ତ୍ରୀ ମହେଶ୍ୱର ମହାନ୍ତି କହିଛନ୍ତି, ଏଭଳି ଘଟଣାକୁ ସମସ୍ତ ଜଗନ୍ନାଥପ୍ରେମୀ ବିରୋଧ କରୁଛନ୍ତି। ଏହି ବିରୋଧ ଆଗକୁ ଆହୁରି ଅଧିକ ହେବା ଉଚିତ। ବର୍ତ୍ତମାନ ଇସ୍କନକୁ ତାଗିଦ କରିବାର ସମୟ ଆସିଛି। ଶ୍ରୀମନ୍ଦିର ପ୍ରଶାସନ ଏହି ତାଗିଦ କରିବା କଥା। ଏ ନେଇ ଶ୍ରୀମନ୍ଦିର ପ୍ରଶାସନକୁ ପରାମର୍ଶ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri