Posted inଜାତୀୟ

ଇସ୍କନ ମନ୍ଦିର ଆସିଲେ ଦେବାକୁ ପଡିବ ସ୍ବାସ୍ଥ୍ୟ ପ୍ରମାଣପତ୍ର

ମଥୁରା,୫।୩: ଦିଲ୍ଲୀର ମଥୁରାରେ ଥିବା ବୃନ୍ଦାବନ ଇସ୍କନ ମନ୍ଦିରର ପିଆର୍‌ଓ ସୌରଭ ଦାସ ଗୁରୁବାର କହିଛନ୍ତି, ଆସନ୍ତା ଦୁଇ ମାସ ପର୍ଯ୍ୟନ୍ତ ଇସ୍କନ ମନ୍ଦିର ନ ଆସିବା ପାଇଁ ବିଦେଶୀ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି। ଆଉ ଯଦି କେହି ପର୍ଯ୍ୟଟକ ଏହି ସମୟ ମଧ୍ୟରେ ମନ୍ଦିର ଦର୍ଶନ ପାଇଁ ଆସିବେ ତେବେ ସେମାନେ ସେମାନଙ୍କ ସ୍ବାସ୍ଥ୍ୟ ପ୍ରମାଣପତ୍ର ଦେବେ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, କରୋନା ଭାଇରସ ଭାରତରେ ପାଦ ରଖିଥିବା ବେଳେ ଏହା ବ୍ୟାପିବାରେ ଆରମ୍ଭ କଲାଣି। ତେବେ ଏହାର ଭୟାବହତାକୁ ରୋଗିବାକୁ ଯାଇ ବୃନ୍ଦାବନ ଇସ୍କନ ମନ୍ଦିର ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। କରୋନା ସଂକ୍ରମିତ ବ୍ୟକ୍ତିଙ୍କଠାରୁ ଏହା ସହଜରେ ଅନ୍ୟଜଣଙ୍କୁ ବ୍ୟାପୁଥିବାରୁ ଇସ୍କନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩୭୦ ଉଚ୍ଛେଦର ଶୁଣାଣି କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫ା୧୨: ୨୦୧୯ ଅଗଷ୍ଟ ୫ରେ ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ କେନ୍ଦ୍ର ସରକାର ଉଚ୍ଛେଦ କରିଥିଲେ। ଏହାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ...

ଯୋଗୀ ସରକାରଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି

ଲକ୍ଷ୍ନୌ,୪।୧: ୟୁପିର ପୌର ନିର୍ବାଚନରେ ଓବିସି ସଂରକ୍ଷଣ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି। ନିର୍ବାଚନକୁ ନେଇ ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ହାଇକୋର୍ଟ ରୋକ...

ମୋଦି ସରକାରଙ୍କୁ ରାହୁଲ ଧନ୍ୟବାଦ୍‌ ଦେବା ଉଚିତ୍‌:ଭାଜପା

ନୂଆଦିଲ୍ଲୀ,୩୧।୧: କଂଗ୍ରେସର ଭାରତ ଯୋଡୋ ଯାତ୍ରା ସୋମବାର ଜମ୍ମୁ କଶ୍ମୀରରେ ଶେଷ ହୋଇଛି। ଏହି ଯାତ୍ରା ଗତ ବର୍ଷ ସେପ୍ଟେମ୍ବର ୭ରେ କନ୍ୟାକୁମାରୀରୁ ଆରମ୍ଭ ହୋଇଥିଲା।...

ଜିତିନ୍‌ ଦଳ ଛାଡିବା ପରେ କଂଗ୍ରେସରେ କନ୍ଦଳ: କପିଲ ସିବଲ କହିଲେ, ମୁଁ ମଲା ପରେ..

ନୂଆଦିଲ୍ଲୀ,୧୦।୬: କଂଗ୍ରେସର ପୂର୍ବତନ ନେତା ଜିତିନ ପ୍ରସାଦ ଦଳ ଛାଡି ଭାଜପାରେ ଯୋଗଦେବା ପରେ ପୁଣି ଥରେ କଂଗ୍ରେସ ମଧ୍ୟରେ ବିବାଦ ଆରମ୍ଭ ହୋଇଛି। ଜିତିନ...

ମଣିପୁରରେ ପୁଣି ହିଂସା

ନୂଆଦିଲ୍ଲୀ, ୨୦ା୬(ପି.ଟି.): ମଣିପୁରରେ ଏକତା ଦିବସ ପାଳନକୁ ୨୪ ଘଣ୍ଟା ନ ପୂରୁଣୁ ସେଠାରେ ସାନି ହିଂସାକାଣ୍ଡ ଘଟିଛି। ରବିବାର ରାତିରେ ହୋଇଥିବା ସଂଘର୍ଷ ଓ ଗୁଳିମାଡ଼ରେ...

ଭାରତରେ ପହଞ୍ଚିଲା ଆଉ ୩ ରାଫାଲ

ନୂଆଦିଲ୍ଲୀ,୨୩ା୨: ଫ୍ରାନ୍ସରୁ ଆଉ ୩ ରାଫାଲ ବିମାନ ଭାରତରେ ପହଞ୍ଚିଛି। ବାୟୁସେନା ଅନୁଯାୟୀ, ୩୬ଟି ରାଫାଲ ଯୁଦ୍ଧ ବିମାନ ପାଇଁ ଭାରତ ଏବଂ ଫ୍ରାନ୍ସ ମଧ୍ୟରେ...

ଲଦାଖରେ ନିର୍ମାଣ ହେଉଛି ତୃତୀୟ ଫାଇଟର ବେସ୍‌: ଚିନ୍ତାରେ ଚାଇନା…

ଲେହ,୧୩।୮ : ତିନି ବର୍ଷ ପୂର୍ବେ ଭାରତୀୟ ବାୟୁସେନା ପୂର୍ବ ଲଦାଖରେ ନିଜର କାର୍ଯ୍ୟକଳାପ ବୃଦ୍ଧି କରିଥିଲା। ଫଳରେ ଚାଇନା ବ୍ୟାକଫୁଟ ଯିବାକୁ ବାଧ୍ୟ ହୋଇଥିଲା।...

ମାଙ୍ଗାଲୁରୁ ଅଟୋ ବିସ୍ଫୋରଣ ଘଟଣା: ଆଇଏସ୍‌ଆଇଏସ୍‌ ସହ ସମ୍ପର୍କରେ ଥିଲେ ଅଭିଯୁକ୍ତ

ବେଙ୍ଗାଲୁରୁ,୨୧।୧୧: କର୍ନାଟକର ମାଙ୍ଗାଲୁରୁ ସହରରେ ଏକ ଅଟୋ ରିକ୍ସା ଭିତରେ ଘଟିଥିବା ବିସ୍ଫୋରଣ ସମ୍ପର୍କରେ ପୋଲିସ ଏକ ବଡ ଖୁଲାସା କରିଛି। ପୋଲିସ କହିଛି, ଅଭିଯୁକ୍ତ...

Advertisement
Archives

Model This Week