ଇସ୍କନ ମନ୍ଦିର ନିକଟରେ ବିକଳ ଚିତ୍ର

ଭୁବନେଶ୍ୱର,୨୪।୮ (ବ୍ୟୁରୋ): ଇସ୍କନ ମନ୍ଦିର ସମ୍ମୁଖରେ ଶୁକ୍ରବାର ଜଳବନ୍ଦୀ ପାଇଁ ସବୁଠୁ ବିକଳ ପରିସ୍ଥିତି ସୃଷ୍ଟି କରିଥିଲା। ମନ୍ଦିର ପରିସର, ଜାତୀୟ ରାଜପଥ ଓ ଓଭରବ୍ରିଜ୍‌ରେ ବହୁ ସମୟ ଧରି ପାଣି ଜମି ରହିଥିଲା। ମନ୍ଦିରକୁ ଆସିଥିବା ହଜାର ହଜାର ଭକ୍ତ ଓ ରାସ୍ତାରେ ଯାଉଥିବା ଲୋକେ ପାଣିରେ ଫସିଯାଇଥିଲେ। ହଠାତ୍‌ ପାଣି ଏପରି ମାଡ଼ି ଯିବାରୁ ଲୋକଙ୍କ ଚପଲ ଓ ଉଠା ଦୋକାନ ଭାସି ଯାଇଥିଲା। ବର୍ଷା ଛାଡ଼ିବା ପରେ ଲୋକେ ଅଣ୍ଟାଏ ଓ ଛାତିଏ ପାଣିରେ ପଶି ନିଜ ସାମଗ୍ରୀ ଖୋଜୁଥିବା ଦୃଶ୍ୟ ଅତ୍ୟନ୍ତ ସ୍ପର୍ଶକାତର ଥିଲା। ସାଇଫନରେ ଆବର୍ଜନା ଜମିଥିବାରୁ ଏ ପରିସ୍ଥିତି ସୃଷ୍ଟି ହୋଇଥିବା ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଥିବାବେଳେ ଏନ୍‌ଏଚ୍‌ଏଆଇ ପ୍ରୋଜେକ୍ଟ ଡ଼ାଇରେକ୍ଟର ଦେବପ୍ରସାଦ ସାହୁ କିଛି କହିବାକୁ ମନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ୨ରୁ ସଭ୍ୟ ସଂଗ୍ରହ କରିବ ବିଜେଡି : ପ୍ରତି ସଦସ୍ୟଙ୍କ ହେବ ଆଧାର ଲିଙ୍କ୍‌

ଭୁବନେଶ୍ୱର,୧।୯(ବ୍ୟୁରୋ) : ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦଳ ପକ୍ଷରୁ ସଭ୍ୟ ସଂଗ୍ରହ ଅଭଯାନକୁ ଜୋରଦାର୍‌ କରିବା ଲାଗି ନିଷ୍ପତ୍ତି...

ପୁରୀ ଜିଲାରେ ପ୍ରଥମ କରୋନା ଚିହ୍ନଟ : ଦାନଗହିର ୧୧ ଦିନ ସଟ୍ ଡାଉନ

ପୁରୀ ଅଫିସ,୪-୪_ପୁରୀ ଜିଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପିପିଲି ବ୍ଲକ ଦାନଗହିର ଗ୍ରାମର ଜଣେ ବ୍ୟକ୍ତି ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ...

ମିଳିଲାନି ବେଡ, ବାରଣ୍ଡା ଚିକିତ୍ସା ହେଉଛନ୍ତି କ୍ରୀଡାବିତ୍‌ ଆନନ୍ଦିନୀ

ବଲାଙ୍ଗୀର ଅଫିସ,୨୮।୨: ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବରିଷ୍ଠ କ୍ରୀଡାବିତ୍‌ ଆନନ୍ଦିନୀ ଦର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ...

ସେତୁ ନ ହେଲେ ଭୋଟ୍‌ ବର୍ଜନ

ଖୋର୍ଦ୍ଧା ଅଫିସ,୨୩ା୧: ଗ୍ରାମାଞ୍ଚଳ ଭିତ୍ତିଭୂମିର ବିକାଶ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ତେବେ ସ୍ବାଧୀନତାର ୭୫ବର୍ଷ ପରେ ବି ଏମିତି ଗାଁ ଅଛି, ଯେଉଁଠି ଲୋକେ...

ଆଜିଠୁ ବିଧାନସଭା

ଭୁବନେଶ୍ୱର,୧ା୯(ବ୍ୟୁରୋ):ବୁଧବାରଠାରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହା ସେପ୍ଟେମ୍ବର ୯ ଯାଏ ଚାଲିବ। ଏହି ଅଧିବେଶନରେ ୮ଟି କାର୍ଯ୍ୟଦିବସ ରହିଛି। ୮ ଦିନରୁ...

କନ୍ଧମାଳରେ ଯବାନ-ମାଓବାଦୀ ଗୁଳି ବିନିମୟ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): କନ୍ଧମାଳ ଜିଲାରେ ଶୁକ୍ରବାର କୋମ୍ବିଂ ଅପରେଶନ ସମୟରେ ଏସ୍‌ଓଜି ଓ ଡିଭିଏଫ୍‌ ଯବାନଙ୍କୁ ବଡ ସଫଳତା ମିଳିଛି। ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଦୀର୍ଘ...

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଉଛି ‘ଆୟୁରକ୍ଷା କିଟ୍‌’

ଭୁବନେଶ୍ୱର, ୭ା୧୦ (ବ୍ୟୁରୋ):ଶରୀରର ରୋଗ ପ୍ରତିରୋଧକ କ୍ଷମତା ବୃଦ୍ଧି ପାଇଁ ‘ଆୟୁରକ୍ଷା କିଟ୍‌’କୁ ଜନସାଧାରଣଙ୍କ ପାଇଁ ପ୍ରସ୍ତୁତ କରାଯାଇଛି। କେନ୍ଦ୍ର ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ସମ୍ପୂର୍ଣ୍ଣ...

୯୩୩ କୋଟି ଟଙ୍କା ଜମା କରି ଖଣି ଚଳାଅ

ଭୁବନେଶ୍ୱର, ୩୧-୧(ବ୍ୟୁରୋ):ବନ୍ଦ ରହିଥିବା ଖଣି କାର୍ଯ୍ୟ ଆରମ୍ଭ କରିବାକୁ ସାରଦା ମାଇନ୍ସ ପ୍ରାଇଭେଟ ଲିମିଟେଡ (ଏସଏମ୍‌ପିଏଲ)କୁ ଗୁରୁବାର ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି। ତେବେ ଆସନ୍ତା ଫେବୃୟାରୀ...

Advertisement
Archives

Model This Week