ଇସ୍ରୋକୁ ପାକ୍‌ ମହାକାଶଚାରୀଙ୍କ ଅଭିନନ୍ଦନ

କରାଚୀ,୧୦ା୯(ପି.ଟି.)-କଶ୍ମୀର ପ୍ରସଙ୍ଗକୁ ନେଇ ଭାରତ-ପାକ୍‌ ମଧ୍ୟରେ ବାକ୍‌ଯୁଦ୍ଧ ଲାଗିରହିଥିବାବେଳେ ଚନ୍ଦ୍ରୟାନ-୨ ମିଶନ ପାଇଁ ପାକିସ୍ତାନର ପ୍ରଥମ ମହିଳା ମହାକାଶଚାରୀ ନମିରା ସଲିମ୍‌ ଭାରତ ଓ ଇସ୍ରୋକୁ ଅଭିନନ୍ଦନ ଜଣାଇଛନ୍ତି। ଚନ୍ଦ୍ରପୃଷ୍ଠରେ ଅବତରଣ ଉଦ୍ୟମ ଦକ୍ଷିଣ ଏସିଆ ଏବଂ ସମଗ୍ର ବିଶ୍ୱ ମହାକାଶ ବିଜ୍ଞାନ ଜଗତ ପାଇଁ ଏକ ବଡ଼ ପଦକ୍ଷେପ ବୋଲି ସେ କହିଛନ୍ତି। ୨.୧ କି.ମି. ଉଚ୍ଚତାରେ ଚନ୍ଦ୍ରୟାନ-୨ ସହ ଯୋଗାଯୋଗ ବିଚ୍ଛିନ୍ନ ହେବାରୁ ଲ୍ୟାଣ୍ଡର ବିକ୍ରମକୁ ଇସ୍ରୋ ସଠିକ୍‌ ଭାବେ ସୂକ୍ଷ୍ମ ଅବତରଣ କରାଇ ପାରିନାହିଁ। ଏହା ସବୁଠୁ ଜଟିଳ ପର୍ଯ୍ୟାୟ ଥିଲା। ତେବେ ଇସ୍ରୋର ଏଭଳି ଐତିହାସିକ ଉଦ୍ୟମ ଅଭିନନ୍ଦନୀୟ ବୋଲି ପାକ୍‌ ମହାକାଶଚାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ଡାକିଲେ ବଡ଼ ବୈଠକ, ଆଉ କିଛି ସମୟରେ ବଡ଼ ଘୋଷଣା!

ଭୁବନେଶ୍ୱର,୧୦।୬: ରାଜ୍ୟ ରାଜନୀତିରେ ଏବେ ହଲଚଲ ଜୋର ଧରିଛି। ବିଶେଷ କରି ସାଧାରଣ ନିର୍ୱାଚନ ପରେ ବିଜେଡି ଶିବିରରେ ତତ୍ପରତା ପ୍ରକାଶ ପାଇଛି। ଦିଲ୍ଲୀ ଗସ୍ତରୁ ଫେରିବା…

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri