Posted inଜାତୀୟ

ଇସ୍ରୋ ଅଧ୍ୟକ୍ଷଙ୍କ ନାମରେ ଫେକ୍‌ ଆକାଉଣ୍ଟ

ଚେନ୍ନାଇ,୧୦ା୯(ଆଇଏଏନ୍‌ଏସ୍‌): ସୋସିଆଲ ମିଡିଆରେ ଇସ୍ରୋ ଅଧ୍ୟକ୍ଷ କେ. ଶିବନଙ୍କର କୌଣସି ବ୍ୟକ୍ତିଗତ ଆକାଉଣ୍ଟ ନ ଥିତ୍ବା ମହାକାଶ ଗବେଷଣା ସଂସ୍ଥା ପକ୍ଷରୁ କୁହାଯାଇଛି। ଅନେକ ସୋସିଆଲ ମିଡିଆରେ ଶିବନଙ୍କ ନାମରେ ଆକାଉଣ୍ଟ କାର୍ଯ୍ୟକ୍ଷମ ହେଉଥିବା ଇସ୍ରୋ ନଜରକୁ ଆସିବା ପରେ ଏଭଳି ସ୍ପଷ୍ଟୀକରଣ ଦିଆଯାଇଛି। ସେଗୁଡ଼ିକ ଫେକ୍‌ ଆକାଉଣ୍ଟ। ଚନ୍ଦ୍ରୟାନ-୨ ସମ୍ପର୍କିତ ଯେକୌଣସି ସୂଚନା କେବଳ ଇସ୍ରୋ ଓ୍ବେବସାଇଟରେ ଘୋଷଣା କରାଯିବ ବୋଲି ଏହାର ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତଥ୍ୟ ଦେଉନାହିଁ ତିହାର ଜେଲ୍‌, କୋର୍ଟ ଗଲେ ଦୋଷୀ

ନୂଆଦିଲ୍ଲୀ,୨୫ା୧: ନିର୍ଭୟା ବଳାତ୍କାର, ହତ୍ୟା ମାମଲାର ଅନ୍ୟ ୨ ଦୋଷୀ ଅକ୍ଷୟ କୁମାର ସିଂ ଓ ପଓ୍ବନ ସିଂଙ୍କ ଓକିଲ ଏ.ପି. ସିଂ ତିହାର ଜେଲ୍‌...

ଶିବସେନାକୁ ମିଳିପାରେ ମୁଖ୍ୟମନ୍ତ୍ରୀ ଏନ୍‌ସିପିକୁ ସ୍ବରାଷ୍ଟ୍ର

ମୁମ୍ବାଇ,୨୨।୧୧: କିଛିଦିନ ହେବ ମହାରାଷ୍ଟ୍ରରେ ସରକାର ଗଠନକୁ ଦେଇ ମୁମ୍ବାଇରୁ ଦିଲ୍ଲୀ ପର୍ଯ୍ୟନ୍ତ ଚାଲିଥିବା ମାରାଥନ ବୈଠକର ଅନ୍ତ ଘଟିଛି ବୋଲି କୁହାଯାଉଛି। ଶୁକ୍ରବାର ହୋଇଥିବା...

ନୂଆ ସଂକ୍ରମଣ: ୧୦ ରାଜ୍ୟରୁ ୭୫% ମାମଲା

ନୂଆଦିଲ୍ଲୀ, ୨୭।୯: ଶନିବାର ୮୫,୩୬୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ୭୫% ଆକ୍ରାନ୍ତ ୧୦ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ...

କରୋନା ଅଣାୟତ୍ତ: ୨୦ ଦିନରେ ୨୦ ଲକ୍ଷ ଟପିବା ଆଶଙ୍କା

ନୂଆଦିଲ୍ଲୀ, ୧୮।୭: ଦେଶରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଆସନ୍ତା ୨୦ ଦିନରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇଗୁଣା ହୋଇ ୨୦ ଲକ୍ଷ...

କରୋନା, ପେଟ୍ରୋଲ୍‌-ଡିଜେଲ ଦାମ୍‌କୁ ଅନ୍‌ଲକ୍‌ କରିଦେଇଛନ୍ତି ମୋଦି ସରକାର: ରାହୁଲ

ନୂଆଦିଲ୍ଲୀ,୨୪।୬: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣିଥରେ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ପେଟ୍ରୋଲ୍‌, ଡିଜେଲ ଦର ବୃଦ୍ଧିକୁ ନେଇ ବୁଧବାର ରାହୁଲ ମୋଦି...

ଚାଇନାର ଦାଦାଗିରି: ଅରୁଣାଚଳ ପ୍ରଦେଶ ପର୍ଯ୍ୟନ୍ତ ନିର୍ମାଣ କରୁଛି ରେଳ ଲାଇନ୍‌

ନୂଆଦିଲ୍ଲୀ,୨।୧୧: ଏଲ୍‌ଏସିରେ ଜାଣିଶୁଣି ଉତ୍ତେଜନା ସୃଷ୍ଟି କରୁଥିବା ଚାଇନା ଦାଦାଗିରି ଆରମ୍ଭ କରିଛି। ଭାରତର ଅରୁଣାଚଳ ପ୍ରଦେଶ ପର୍ଯ୍ୟନ୍ତ ଚାଇନା ସିଚୁଆନ୍‌-ତିବ୍ବତ ରେଳ ଲାଇନ୍‌ ନିର୍ମାଣ...

ଡ୍ୟାନ୍ସ ମାଧ୍ୟମରେ କରୋନା ସଚେତନତା ସୃଷ୍ଟି କଲା ଚେନ୍ନାଇ ରେଲଓ୍ବେ ପୋଲିସ

ଚେନାଇ,୯।୫: କେରଳ ପରେ ବର୍ତ୍ତମାନ ଚେନ୍ନାଇ ରେଲଓ୍ବେ ପୋଲିସ ଦେଶର ନାଗରିକ ତଥା ଷ୍ଟେଶନକୁ ଆସୁଥିବା ଯାତ୍ରୀମାନଙ୍କୁ ସଚେତନତା ସଷ୍ଟି କରିବା ପାଇଁ ଡ୍ୟାନ୍ସର ଆୟୋଜନ...

ସାବରିମାଲା ପ୍ରସାଦରେ ହଲାଲ ଗୁଡ଼ ବିବାଦ, ଖାଦ୍ୟ ସୁରକ୍ଷା ବିଭାଗର ସ୍ପଷ୍ଟୀକରଣ ଲୋଡିଲେ ହାଇକୋର୍ଟ…

ଥିରୁଭାନନ୍ତପୁରମ୍‌,୨୨।୧୧: ସାବରିମାଲା ମନ୍ଦିରରେ ପ୍ରସାଦ ଏବଂ ନୈବେଦ୍ୟ ପାଇଁ ବ୍ୟବହୃତ ହେଉଥିବା ଅଶୁଦ୍ଧ ହଲାଲ ଗୁଡ଼ ବିବାଦରେ କେରଳ ହାଇକୋର୍ଟ ଖାଦ୍ୟ ସୁରକ୍ଷା ବିଭାଗର ସ୍ପଷ୍ଟୀକରଣ...

Advertisement
Archives

Model This Week