Posted inଜାତୀୟ

ଇସ୍ରୋ ବୈଜ୍ଞାନିକଙ୍କ ସନ୍ଦେହ ଜନକ ମୃତ୍ୟୁ: ତଦନ୍ତ ଜାରି

ହାଇଦ୍ରାବାଦ୍‌,୨।୧୦: ଇସ୍ରୋ ବୈଜ୍ଞାନିକ ଏସ୍‌.ଆର୍‌. ସୁରେଶ କୁମାରଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟିଛି। ଆମେରପେଟ୍‌ ସ୍ଥିତ ନିଜ ବାସ ଭବନରୁ ସୁରେଶଙ୍କ ମୃତ୍ୟୁ ଦେହକୁ ଉଦ୍ଧାର କରାଯାଇଛି। ମୃତ ଦେହକୁ ବ୍ୟବଚ୍ଛେଦ ପାଇଁ ହସ୍ପିଟାଲ ପଠାଯାଇଛି। ସୁରେଶ ଇସ୍ରୋର ନ୍ୟାସନାଲ ରିମୋଟ ସେନସିଙ୍ଗ୍‌ ସେଣ୍ଟରରେ କାର୍ଯ୍ୟ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଡ୍ଡାଙ୍କୁ ଆଗକୁ ପଠାଇ ନିଜେ ପଛରେ ରହିଲେ ମୋଦି

ନୂଆଦିଲ୍ଲୀ,୧୫।୩: ଭାରତୀୟ ଜନତା ପାର୍ଟି (ଭାଜପା)ର ସଂସଦୀୟ ଦଳ ବୈଠକରେ ଏକ ରୋଚକ ଘଟଣା ଦେଖିବାକୁ ମିଳିଥିଲା। ଆମ୍ବେଦକର ଇଣ୍ଟରନ୍ୟାଶନାଲ୍‌ ସେଣ୍ଟରରେ ଆୟୋଜିତ ଏହି ବୈଠକରେ...

ଲକ୍‌ଡାଉନ୍‌ ସମୟରେ ବିମାନ ଉଡ଼ାଣ ବାତିଲ: ଯାତ୍ରୀଙ୍କ ଟିକଟ ଟଙ୍କା ଫେରାଇବାକୁ ଏସ୍‌ସିଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଲାଗି ଲକ୍‌ଡାଉନ୍‌ ଜାରି କରାଯାଇଥିଲା। ଏହି ସମୟରେ ବିମାନ ଯାତ୍ରାକୁ ବାତିଲ କରାଯାଇଥିଲା। ତେବେ ଯାତ୍ରୀଙ୍କ ଟିକଟ...

ରକ୍ତ ଜୁଡ଼ୁବୁଡ଼ୁ କୁରାଢ଼ି ଧରି ଥାନାରେ ପହଞ୍ଚିଲେ କକା

ଲକ୍ଷ୍ନୌ,୨୪।୫: ଉତ୍ତର ପ୍ରଦେଶର କନ୍ନୌଜରେ ଏକ ବିବତ୍ସ ହତ୍ୟାକାଣ୍ଡ ଘଟିଛି। ସୁରଜ ପାଲ୍‌ ନାମକ ଜଣେ ବ୍ୟକ୍ତି ତାଙ୍କର ୩୨ବର୍ଷୀୟ ପୁତୁରାଙ୍କୁ କୁରାଢ଼ିରେ ହାଣି ହତ୍ୟା...

ବିବାଦରେ ପ୍ରଫେସରଙ୍କ ବିକିନି ଫଟୋ

କୋଲକାତା, ୧୧ା୮: କୋଲାକାତାରେ ଥିବା ସେଣ୍ଟ ଜାଭିୟର୍ସ ୟୁନିଭର୍ସିଟିର ଜଣେ ୩୦ ବର୍ଷୀୟା ମହିଳା ପ୍ରଫେସରଙ୍କୁ ଅଜବ କାରଣ ପାଇଁ ଚାକିରିରୁ ଇସ୍ତଫା ଦେବାକୁ ବାଧ୍ୟ...

ବର୍ଷା ପାଣିରୁ ବିଦ୍ୟୁତ୍‌ ଶକ୍ତି ଉତ୍ପାଦନ, ଆଇଆଇଟିର ସଫଳତା …

ନୂଆଦିଲ୍ଲୀ,୧୮।୯: ଏଣିକି ବର୍ଷା ପାଣିରୁ ମଧ୍ୟ ବିଦ୍ୟୁତ୍‌ ଶକ୍ତି ଉତ୍ପାଦନ ହୋଇପାରିବ। ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (ଆଇଆଇଟି) ଦିଲ୍ଲୀ ପକ୍ଷରୁ ଦୀର୍ଘଦିନ ଗବେଷଣା କରାଯିବା...

ଜେଟଲୀଙ୍କ ବିନା ଦୀପାବଳୀ ପାଳିବେ ଆଡଭାନୀ

ନୂଆଦିଲ୍ଲୀ,୨୫।୮: ଭାଜପାର ବରିଷ୍ଠ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ୬୬ ବର୍ଷ ବୟସରେ ଶନିବାର ପରଲୋକ ହୋଇଛି। ହେଲେ ତାଙ୍କୁ ମନେ ପକାଇ...

ଭାରତରେ ୨ ବିଲିୟନ ଡଲାର ନିବେଶ କରିବ ୟୁଏଇ

ନୂଆଦିଲ୍ଲୀ, ୧୪ା୭: ମିଳିତ ନିବେଶ, କାରବାର ସମେତ ଦକ୍ଷିଣ ଏସିଆ ଓ ମଧ୍ୟପ୍ରାଚ୍ୟରେ ଖାଦ୍ୟ ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଭାରତ, ଇସ୍ରାଏଲ, ଆମେରିକା ଏବଂ...

ନିଜେ ତଳେ ବସି କାଳ ଭୈରବଙ୍କୁ ଚେୟାରରେ ବସାଇଲେ ନବ ନିର୍ବାଚିତ ସରପଞ୍ଚ

ଜୟପୁର,୨୮।୧: ରାଜସ୍ତାନର ଜଣେ ନବ ନିର୍ବାଚିତ ସରପଞ୍ଚ ନିଜେ ତଳେ ବସି କାଳଭୈରବଙ୍କୁ ତାଙ୍କ ପାଇଁ ଉଦ୍ଦିଷ୍ଟ ଚେୟାରରେ ବସାଇଛନ୍ତି। ଏହାକୁ ନେଇ ସୋସିଆଲ୍‌ ମିଡ଼ିଆରେ...

Advertisement
Archives

Model This Week