Posted inଜାତୀୟ

ଇ-ସିଗାରେଟ ନିଷିଦ୍ଧ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ

ନୂଆଦିଲ୍ଲୀ,୩ା୧୨(ଆଇଏଏନ୍‌ଏସ୍‌): ଇଲେକ୍ଟ୍ରୋନିକ୍‌ ସିଗାରେଟ (ଇ-ସିଗାରେଟ) ଉତ୍ପାଦନ ଓ ବିକ୍ରି ନିଷିଦ୍ଧ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ ହୋଇଯାଇଛି। ପୂର୍ବରୁ ଏହା ଲୋକ ସଭାରେ ଗୃହୀତ ହୋଇଥିବାବେଳେ ସୋମବାର ରାଜ୍ୟ ସଭାର ଅନୁମୋଦନ ଲାଭ କରିଛି। ଏହା ଆଇନରେ ପରିଣତ ହେଲେ ସେପ୍ଟେମ୍ବରରୁ ଲାଗୁ ହୋଇଥିବା ଅଧ୍ୟାଦେଶ ସ୍ଥାନରେ କାର୍ଯ୍ୟକାରୀ ହେବ। ଯୁବପିଢ଼ିଙ୍କ ସ୍ବାର୍ଥ ପାଇଁ ବିଲ୍‌କୁ ଦଳମତ ନିର୍ବିଶେଷରେ ସମର୍ଥନ ଲାଗି ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯାଆଁଳା ଭାଇଙ୍କୁ ଏକାସାଙ୍ଗେ ନେଲା କରୋନା

ମିରଟ, ୧୮।୫ : ମାତ୍ର ୩ ମିନିଟ୍‌ର ବ୍ୟବଧାନରେ ଜନ୍ମ ହୋଇଥିଲେ ଦୁଇ ଯାଆଁଳା ଭାଇ। ଦେଖିବାକୁ ଏକାଭଳି। ଏକାସାଙ୍ଗେ ବଡ଼ ହେଲେ। ସାଙ୍ଗ ହୋଇ...

ଅଫିସରେ ସକାଳ ୬ରୁ ସନ୍ଧ୍ୟା ୭ ପର୍ଯ୍ୟନ୍ତ ମହିଳା କର୍ମଚାରୀ କରିପାରିବେ କାମ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…

ଲକ୍ଷ୍ନୌ, ୨୮।୫ : ମହିଳାଙ୍କ ସୁରକ୍ଷା ନେଇ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଜାରି କରିଛନ୍ତି ଯେ, କୌଣସି...

କୋର୍ଟ ପହଞ୍ଚିଲା ‘ଛପାକ’: ରିଲିଜ୍‌ ସ୍ଥଗିତ ରଖିବାକୁ ଆବେଦନ

ମୁମ୍ବାଇ,୯।୧: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘ଛପାକ’ ଗୋଟିଏ ଦିନ ପରେ ରିଲିଜ୍‌ ହେବାକୁ ଯାଉଛି। ହେଲେ ରିଲିଜ୍‌ ପୂର୍ବରୁ ଏହା ଏବେ...

ହାତ ଚିହ୍ନରେ ଭୋଟ ଦେବାକୁ କହିଲେ ଜ୍ୟୋତିରାଦିତ୍ୟ

ଭୋପାଳ,୨ା୧୧(ପି.ଟି.): ମଧ୍ୟପ୍ରଦେଶରେ ୩ ତାରିଖରେ ହେବାକୁ ଥିବା ଉପନିର୍ବାଚନ ପାଇଁ ଭାଜପା ରାଜ୍ୟ ସଭା ସଦସ୍ୟ ଜ୍ୟୋତିରାଦିତ୍ୟ ସିନ୍ଧିଆ ପ୍ରଚାର କରୁଥିବାବେଳେ ଭୁଲ୍‌ବଶତଃ ତାଙ୍କର ପୂର୍ବ...

ମୁହଁ ଖୋଲିଲେ ମମତା: ଦୋଷୀ ସାବ୍ୟସ୍ତ ହେଲେ ମିଳୁ ଆଜୀବନ କାରାଦଣ୍ଡ

କୋଲକାତା,୨୫।୭: ପଶ୍ଚିମବଙ୍ଗ ବିଦ୍ୟାଳୟ ସେବା ଆୟୋଗ(ଡବ୍ଲ୍ୟୁବିଏସ୍‌ଏସ୍‌ସି) ଅଧୀନରେ ଶିକ୍ଷକ ନିଯୁକ୍ତି ଦୁର୍ନୀତି ଅଭିଯୋଗରେ ଶିଳ୍ପ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ପୋଲିସ ଶନିବାର ଗିରଫ କରିଛି। ରାଜ୍ୟ...

ତାଙ୍କ ବାପା ବି ମୋତେ ଗିରଫ କରିପାରିବ ନାହିଁ : ରାମଦେବ

ଡେରାଡୁନ, ୨୭।୫: ଏଲୋପାଥି ଓ ଆଧୁନିକ ମେଡିସିନ ଉପରେ ଅପମାନଜନକ ମନ୍ତବ୍ୟ ଦେଇଥିବା ଯୋଗଗୁରୁ ରାମଦେବଙ୍କ ଆଉ ଏକ ବିବାଦୀୟ ଭିଡିଓ ଭାଇରାଲ ହୋଇଛି। ସୋସିଆଲ...

ଚାମୋଲି ଯିବେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ

ଡେରାଡୁନ୍‌,୭।୧: ଉତ୍ତରାଖଣ୍ଡର ଚାମୋଲି ଜିଲା ଅଧୀନ ଜୋଷୀମଠ ଅଞ୍ଚଳ ଦବୁଥିବାରୁ ଶତାଧିକ ଘର ଏବଂ ରାସ୍ତାରେ ବିପଜ୍ଜନକ ଫାଟ ସୃଷ୍ଟି ହୋଇଛି। ଫଳରେ ସହରବାସୀ ଆତଙ୍କିତ...

ସଙ୍ଗମରେ ବୁଡ ପକାଇଲେ ପିୟଙ୍କା

ନୂଆଦିଲ୍ଲୀ,୧୧ ।୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଗୁରୁବାର ଉତ୍ତର ପ୍ରଦେଶର ପ୍ରୟାଗରାଜ ଗସ୍ତ କରିଛନ୍ତି । ମୌନି ଅମାବାସ୍ୟା ଅବସରରେ ସେ ସଙ୍ଗମରେ...

Advertisement
Archives

Model This Week