ଉଇଗର ମୁସଲମାନ୍‌ଙ୍କୁ ଶୋଷଣ: ଆମେରିକା କଳା ତାଲିକାରେ ୨୮ ଚାଇନା କମ୍ପାନୀ

ଓ୍ବାଶିଂଟନ,୮।୧୦: ଚାଇନାରେ ଉଇଗର ମୁସଲମାନ୍‌ଙ୍କୁ ନିର୍ଯାତନା ଦିଆଯାଉଛି। ଶିନଜିୟାଙ୍ଗ୍‌ ପ୍ରଦେଶରେ ଥିବା ୨୮ଟି ଚାଇନା କମ୍ପାନୀ ଏହି ମୁସଲମାନ ସମ୍ପ୍ରଦାୟଙ୍କୁ ଶୋଷଣ କରୁଥିବାରୁ ସେସବୁ କମ୍ପାନୀକୁ ଆମେରିକା କଳା ତାଲିକାରେ ସ୍ଥାନୀତ କରିଛି। କମ୍ପାନୀଗୁଡ଼ିକ ଉଇଗର ସମ୍ପ୍ରଦାୟର ମାନବିକ ଅଧିକାରକୁ ଉଲ୍ଲଂଘନ କରିଥିବାରୁ ଆମେରିକା ଏପରି ପଦକ୍ଷେପ ନେଇଛି। ଏନେଇ ଆମେରିକା ବାଣିଜ୍ୟ ସଚିବ ଓ୍ବିଲବର ରୋସ୍‌ ସୂଚନା ଦେଇଛନ୍ତି। ଏସବୁ କମ୍ପାନୀର ଉତ୍ପାଦ ଏବେ ଆମେରିକା କିଣିବ ନାହିଁ ବୋଲି ରୋସ୍‌ କହିଛନ୍ତି। ଚାଇନାରେ ଜାରି ରହିଥିବା ଏଭଳି ନିର୍ଯାତନାକୁ ଆମେରିକା ସହ୍ୟ କରିବ ନାହିଁ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କେବଳ କୂଟନୀତି ୟୁକ୍ରେନ ଯୁଦ୍ଧକୁ ଶେଷ କରିବ’

କିଭ୍‌,୨୧ା୫: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ସମସ୍ତ ଶାନ୍ତି ଆଲୋଚନାରେ ଏପର୍ଯ୍ୟନ୍ତ କୌଣସି ସମାଧାନ ହୋଇପାରି ନାହିଁ। ଦୁଇ ଦେଶ ମଧ୍ୟରେ ଯୁଦ୍ଧ ବନ୍ଦ...

୪,୮୦୦ରୁ ଅଧିକ ଆଇସ୍‌ କ୍ରିମ୍‌ ବାକ୍ସରେ କରୋନା ଭୂତାଣୁ

ବେଜିଂ,୧୬।୧: କରୋନା ସଂକ୍ରମଣ ନେଇ ଚାଇନାରେ ପୁଣି ଆତଙ୍କ ଦେଖାଦେଇଛି। ଏଠାରେ ୪,୮୩୬ ଆଇସ୍‌ କ୍ରିମ୍‌ ବାକ୍ସ୍‌ରେ କରୋନା ଭୂତାଣୁ ରହିଥିବା ସ୍ବାସ୍ଥ୍ୟ ଅଧିକାରୀମାନେ ସୂଚନା...

ଗର୍ଭପାତ ଅଧିକାର ହରାଇଲେ ମହିଳା

ଓ୍ବାଶିଂଟନ,୨୫ା୬: ଆମେରିକା ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ ଗର୍ଭପାତକୁ ଆଇନଗତ ମଞ୍ଜୁରୀ ପ୍ରଦାନକାରୀ ଅର୍ଦ୍ଧଶତାବ୍ଦୀ ପୁରୁଣା ନିଷ୍ପତ୍ତିକୁ ପଲଟାଇ ଦେଇଛନ୍ତି। ଫଳରେ ଏଣିକି ଗର୍ଭପାତ କରାଇବା...

କରୋନାରେ ପୀଡ଼ିତ ସ୍ଲୋଭାକିଆ ପ୍ରଧାନମନ୍ତ୍ରୀ

ବ୍ରାତିସ୍ଲାଭା,୧୯ ।୧୨: ୟୁରୋପୀୟ ଦେଶ ସ୍ଲୋଭାକିଆର ପ୍ରଧାନମନ୍ତ୍ରୀ ଇଗୋର ମୋତାଭିକ ବି କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ସୋସିଆଲ ମିଡିଆ ଜରିଆରେ ସେ ନିଜେ...

ନୂଆ ସର୍ଭେରେ ବ୍ରିଟେନ ପ୍ରଧାନମନ୍ତ୍ରୀ ରେସରେ ଋଷିଙ୍କ ଆଗରେ ଲିଜ

ଲଣ୍ଡନ,୨୩ ।୭: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ଉତ୍ତରାଧିକାରୀକୁ ନେଇ ଚାଲିଥିବା ରେସରେ ଭାରତୀୟ ବଂଶୋଦଭବ ଋଷି ସୁନକ ସବୁଠାରୁ ଆଗରେ ରହିଛନ୍ତି । ହେଲେ...

ନିର୍ବାଚନ ପୂର୍ବରୁ ସାମ୍ନାକୁ ଆସିଲା ପ୍ରଧାନମନ୍ତ୍ରୀଙ୍କ ନଗ୍ନ ଷ୍ଟାଚ୍ୟୁ, ଘଟଣାର ଯାଞ୍ଚ କରୁଛି ପୋଲିସ

ଜେରୁଜେଲମ୍‌,୧୮।୩: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ଏକ ନଗ୍ନ ଷ୍ଟାଚ୍ୟୁ ଅବିବ ସହରର ହାବିମା ସ୍କୋୟାରରେ ଦେଖିବାକୁ ମିଳିଛି। ଏକ ରିପୋର୍ଟ ଅନୁଯାୟୀ, କଂସାର ଏହି...

୬୭ ବର୍ଷ ପରେ ଆମେରିକାରେ ଜଣେ ମହିଳାଙ୍କୁ ଦିଆଯିବ ମୃତ୍ୟୁଦଣ୍ଡ

ଓ୍ବାଶିଂଟନ୍‌,୨୦।୧୦: ୧୯୫୩ ପରେ ପ୍ରଥମଥର ପାଇଁ ଆମେରିକାରେ ଜଣେ ବ୍ୟକ୍ତିଙ୍କୁ ମୃତ୍ୟୁଦଣ୍ଡ ଦିଆଯିବା ନେଇ ଘୋଷଣା କରାଯାଇଛି। ସେ ଜଣେ ମହିଳା। ତାଙ୍କ ନାମ ଲିସା...

କାନ୍ଦୁଥିବା ପାଲେଷ୍ଟାଇନ୍‌ ନାବାଳିକାଙ୍କ ଭିଡ଼ିଓ ଭାଇରାଲ…

ରାମାଲାହ,୧୭।୫: ଇସ୍ରାଏଲ୍‌ ଏବଂ ପାଲେଷ୍ଟାଇନ୍‌ ମଧ୍ୟରେ ଉତ୍ତେଜନା ବଢ଼ିଚାଲିଛି। ଦୁଇଦେଶ ମଧ୍ୟରେ ବୃଦ୍ଧି ପାଉଥିବା ଯୁଦ୍ଧ ସ୍ଥିତି ଯୋଗୁ ସାଧାରଣ ଲୋକେ ବହୁ ଅସୁବିଧାର ସମ୍ମୁଖୀନ...

Advertisement
Archives

Model This Week