ଉତ୍କଳ ବିଶ୍ୱବିଦ୍ୟାଳୟ ଫାଟକରେ ତାଲା

ଭୁବନେଶ୍ୱର, ୧ା୬(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ପାଣି ସମସ୍ୟାକୁ ନେଇ ଅଶାନ୍ତି ଦେଖାଦେଇଛି। ଗୁରୁବାର ଛାତ୍ରମାନେ ମୁଖ୍ୟ ଫାଟକରେ ତାଲା ପକାଇଛନ୍ତି। ଗୁରୁବାର ଅପରାହ୍ନ ପ୍ରାୟ ୨ଟାରୁ ଗୋପବନ୍ଧୁ ଛାତ୍ରାବାସ ଏବଂ ମଧୁସୂଦନ ଛାତ୍ରାବାସରେ ପାଣି ଆସୁ ନ ଥିବା ଅନ୍ତେବାସୀମାନେ ଅଭିଯୋଗ କରିଛନ୍ତି। ଏଥିଯୋଗୁ ସେମାନେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବୋଲି ଅନ୍ତେବାସୀମାନେ କହିଛନ୍ତି। ଏପଟେ ବାତ୍ୟା ଫନୀ ଯୋଗୁ ବିଭିନ୍ନ ବିଭାଗର ପରୀକ୍ଷା ହେବାରେ ବିଳମ୍ବ ହୋଇଥିଲା। ବର୍ତ୍ତମାନ ପରୀକ୍ଷା ଚାଲିଥିବାବେଳେ ପାଣି ସମସ୍ୟା ଯୋଗୁ ଛାତ୍ରମାନେ ହନ୍ତସନ୍ତ ହେଉଛନ୍ତି। ଗୁରୁବାର ସନ୍ଧ୍ୟାରେ ଛାତ୍ରମାନେ ଏ ନେଇ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ଅବଗତ କରିଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇନାହିଁ। ଫଳରେ ଶୁକ୍ରବାର ସନ୍ଧ୍ୟାରେ ଉକ୍ତ ଦୁଇଟି ହଷ୍ଟେଲର ଶତାଧିକ ଛାତ୍ର ଏକାଠି ହୋଇ ମୁଖ୍ୟ ଫାଟକରେ ତାଲା ପକାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଏମ୍‌ସି ଅତିରିକ୍ତ କମିଶନର -୨ଙ୍କ ବଦଳି

ଭୁବନେଶ୍ୱର,୧୪।୩(ବ୍ୟୁରୋ)- ବିଏମସି ଅତିରିକ୍ତ କମିଶନର -୨ ବିନୟକୁମାର ଦାସଙ୍କୁ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି। ଏହି ଅବସରରେ ସୋମବାର ତାଙ୍କୁ...

ଆଜିଠୁ କଟକ, ଭୁବନେଶ୍ୱରରେ ପାର୍ବଣ କର୍ଫ୍ୟୁ: ରାତି ୮ରୁ ବଜାର ବନ୍ଦ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ପୂର୍ବ ଘୋଷଣା ଅନୁଯାୟୀ ଆଜିଠୁ ଟୁଇନ ସିଟିରେ ରାତି ୮ଟାରୁ ରାତ୍ରିକାଳୀନ କର୍ଫ୍ୟୁ ଲାଗିବ। ଆସନ୍ତା ୨୦ ତାରିଖ ଯାଏ ଏହି...

ଜିଲାର ଅର୍ଦ୍ଧାଧିକ ଚାଷଜମି ଜଳସେଚନରୁ ବଞ୍ଚିତ

କେନ୍ଦ୍ରାପଡ଼ା ଅଫିସ,୪।୨: ରବି ଫସଲ ପାଇଁ ଚଳିତ ବର୍ଷ କେନାଲରେ ପାଣି ଛଡା ଯିବ ନାହିଁ। ଜଳ ସମ୍ପଦର ଏହି ନିଷ୍ପତ୍ତିକୁ କେନ୍ଦ୍ରାପଡ଼ା ଜିଲାର ଚାଷୀ...

ରାସ୍ତା କଡ଼ରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

ଭଦ୍ରକ ଅଫିସ,୨୯।୮: ଭଦ୍ରକ ଟାଉନ ପୋଲିସ ଗୁରୁବାର ବାଇପାସ୍‌ ଛକ ନିକଟରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଜବତ କରିଛି। ଯୁବକଙ୍କ ଦୁଇ ହାତରେ ସାଲାଇନ...

ଭୁବନେଶ୍ୱରରୁ ୧୦୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୮।୪(ବ୍ୟୁରୋ): ରାଜ୍ୟରେ ଲଗାତାର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ରାଜ୍ୟରୁ ୮୭୯ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ...

୧୫ ଘଣ୍ଟା ପଡ଼ିରହିଲା ବୃଦ୍ଧଙ୍କ ମୃତଦେହ, ଘର ଲୋକ ବି ପାଖ ମାଡ଼ିଲେନି; ପିପିଇ କିଟ୍‌ ପିନ୍ଧି ଶ୍ମଶାନ ନେଲେ ବିଡିଓ

ଛେଣ୍ଡିପଦା,୮।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ମାଝି ଗୋହିରାପଶି ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ୬୫ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିବା ପରେ...

ବସ୍ତି ପାଇଁ ଅଣାୟତ୍ତ ଆଡ଼କୁ ଭୁବନେଶ୍ୱର

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଭୁବନେଶ୍ୱରକୁ ବସ୍ତି ଆଣିବ ବଡ଼ ବିପଦ। ଏଠାରୁ ହିଁ ଆରମ୍ଭ ହେବ ଗୋଷ୍ଠୀସଂକ୍ରମଣ। ସହରରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବାବେଳେ ଏଭଳି...

ଘରୋଇ ସିଟି ବସ୍‌, ମୋ ବସ୍‌ରେ କଟକଣା ଉଲ୍ଲଂଘନ

ଭୁବନେଶ୍ୱର, ୧୮ା୩(ବ୍ୟୁରୋ): ଯଥାସମ୍ଭବ କରୋନା ଭାଇରସ ସଂକ୍ରମଣ ରୋକିବା ପାଇଁ ସରକାରୀ ଓ ଘରୋଇ ବସ୍‌ ପାଇଁ କଟକଣା ଜାରି କରାଯାଇଛି। ସିଟ୍‌ଠାରୁ ଅଧିକ ଯାତ୍ରୀ...

Advertisement
Archives

Model This Week