Posted inଖେଳ

ଉଗାଣ୍ଡା ପାରା ବ୍ୟାଡ୍‌ମିଣ୍ଟନରେ ଭାଗନେବେ ପ୍ରମୋଦ

ଭୁବନେଶ୍ୱର, ୨୩।୪(କ୍ରୀଡ଼ା ପ୍ରତିନିଧି)- ଉଗାଣ୍ଡା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ କାମ୍ପାଲାସ୍ଥିତ ଲୁଗୋଗୋ ଇନ୍‌ଡୋର ଷ୍ଟାଡିୟମରେ ଚଳିତମାସ ୨୩ରୁ ୨୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ବିଶ୍ୱର ୧୮୦ ପ୍ରତିଯୋଗୀ ଭାଗ ନେଉଛନ୍ତି। ଏହି ସମ୍ମାନଜନକ ପ୍ରତିଯୋଗିତାରେ ଭାରତରୁ ୨୦ ପ୍ରତିଯୋଗୀ ଅଂଶଗ୍ରହଣ କରିବେ। ସେମାନଙ୍କ ମଧ୍ୟରେ ସାମିଲ ଅଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ନିକଟ ଅତୀତରେ ଆକର୍ଷଣୀୟ ପ୍ରଦର୍ଶନ କରି ଆସିଥିବା ପ୍ରମୋଦ ଉଗାଣ୍ଡା ପ୍ରତିଯୋଗୀତାରେ ମଧ୍ୟ ଭଲ ଖେଳିବେ ବୋଲି ଆଶାବାଦୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩ ଲକ୍ଷର ଓ୍ବାଟର ପ୍ୟୁରିଫାୟାର ଧରି ବୁଲୁଛନ୍ତି ଗିଲ, ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୭।୧: ଭାରତୀୟ କ୍ରିକେଟ ଦଳ ତୃତୀୟ ଏବଂ ନିର୍ଣ୍ଣାୟକ ମ୍ୟାଚ ପାଇଁ ଇନ୍ଦୋରରେ ପହଞ୍ଚିଛି। ଇନ୍ଦୋର ସମ୍ପ୍ରତି ଏଠାରେ ଥିବା ଦୂଷିତ ପାଣି ଯୋଗୁ ସାରା...

ଆଲିବାଗରେ କୋଟି କୋଟି ଟଙ୍କାର ସମ୍ପତ୍ତି କିଣିଲେ ବିରାଟ-ଅନୁଷ୍କା

ନୂଆଦିଲ୍ଲୀ,୧୭।୧: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ମହାରାଷ୍ଟ୍ରର ଆଲିବାଗରେ ଜମି କିଣିଛନ୍ତି। ସେମାନଙ୍କର ପୂର୍ବରୁ ଆଲିବାଗରେ ଏକ...

ମୁମ୍ବାଇ ଟିମକୁ ବଡ଼ ଝଟକା, ହଠାତ ରଣଜୀ ଟ୍ରଫିରୁ ଓହରିଗଲେ ଅଜିଙ୍କ୍ୟ ରାହାଣେ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୧: ମୁମ୍ବାଇର ଅଭିଜ୍ଞ ବ୍ୟାଟସମ୍ୟାନ ଅଜିଙ୍କ୍ୟ ରାହାଣେ ରଣଜୀ ଟ୍ରଫିରେ ଖେଳିବେ ନାହିଁ। ସେ ମୁମ୍ବାଇ କ୍ରିକେଟ ଆସୋସିଏସନ (ଏମସିଏ)କୁ ସୂଚନା ଦେଇଛନ୍ତି ଯେ ସେ...

ମଥାରେ ଚନ୍ଦନ ଲେପ, ମନରେ ଅପାର ଭକ୍ତି, ଭୋର ୪ଟାରୁ ଉଠି ମହାକାଳଙ୍କ ଭଷ୍ମ ଆରତୀରେ ସାମିଲ ହେଲେ ବିରାଟ

ନୂଆଦିଲ୍ଲୀ,୧୭।୧: ଭାରତୀୟ ଦଳର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ବର୍ତ୍ତମାନ ତାଙ୍କ କ୍ୟାରିୟରର ଶେଷ ପର୍ଯ୍ୟାୟରେ ଅଛନ୍ତି। ଗତ କିଛି ବର୍ଷ ମଧ୍ୟରେ, ସେ ତାଙ୍କ...

ବାଂଲାଦେଶ କ୍ରିକେଟରଙ୍କୁ ମିଳୁଛି ହତ୍ୟା ଧମକ, ଅଧ୍ୟକ୍ଷ କହିଲେ…

ଢାକା,୧୬।୧: ବାଂଲାଦେଶ କ୍ରିକେଟରେ ବର୍ତ୍ତମାନ କିଛି ଭଲ ଚାଲିଛି ନାହିଁ। ଗୁରୁବାର, ବାଂଲାଦେଶ କ୍ରିକେଟର୍ସ ୱେଲଫେୟାର ଆସୋସିଏସନ ଏକ ସାମ୍ବାଦିକ ସମ୍ମିଳନୀ କରି କହିଛି ଯେ...

ଗମ୍ଭୀରଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଏହି କ୍ରିକେଟର୍‌: ଜାଣିଶୁଣି ରୋହିତ ଶର୍ମାଙ୍କୁ…

ନୂଆଦିଲ୍ଳୀ,୧୬।୧:ଅକ୍ଟୋବର ୨୦୨୫ରେ ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତର ଦିନିକିଆ ଦଳ ଘୋଷଣା ହେବାର ଥିଲା। ଶୁବମନ ଗିଲଙ୍କ ନାମ ‘ଅଧିନାୟକ’ ଭାବରେ ପ୍ରକାଶ ପାଇବା ମାତ୍ରେ...

ଅଗରକରଙ୍କୁ ହାତ କରି ରୋହିତଙ୍କୁ ଅଧିନାୟକରୁ ହଟାଇଥିଲେ ଗମ୍ଭୀର! ବଡ଼ ବୟାନ ଦେଲେ ପୂର୍ବତନ ସାଥି ଖେଳାଳି

ମୁମ୍ବାଇ,୧୬।୨: ରୋହିତ ଶର୍ମାଙ୍କୁ ଦିନିକିଆ ଦଳର ଅଧିନାୟକ ପଦରୁ ହଟାଯିବା ପରେ ଏବେ ବିବାଦ ତେଜିବାରେ ଲାଗିଛି। ବିସିସିଆଇ’ର ଏହି ନିଷ୍ପତ୍ତିକୁ ନେଇ ପୂର୍ବତନ କ୍ରିକେଟର...

କୋହଲିଙ୍କୁ ନେଇ ବଡ଼ ଭୁଲ୍‌ କରିଦେଲା ICC: ଶେଷରେ…

ନୂଆଦିଲ୍ଲୀ,୧୬।୧: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ତାଙ୍କ ପ୍ରଭାବଶାଳୀ ଫର୍ମ ପାଇଁ ICC ଦିନିକିଆ ବ୍ୟାଟିଂ ରାଙ୍କିଂରେ ଏକ ନମ୍ବର ସ୍ଥାନ ହାସଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri