Posted inଖେଳ

ଉଗାଣ୍ଡା ପାରା ବ୍ୟାଡ୍‌ମିଣ୍ଟନ: ଫାଇନାଲରେ ପ୍ରମୋଦ

କଟକ ଅଫିସ, ୨୮ା୪-ଉଗାଣ୍ଡାର କାମ୍ପାଲା ସ୍ଥିତ ଲୁଗୋଗୋ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ଉଗାଣ୍ଡା ପାରା ବ୍ୟାଡମିଣ୍ଟନ ଅନ୍ତର୍ଜାତୀୟ ଚାମ୍ପିୟନଶିପ୍‌ରେ ଓଡ଼ିଶାର ପ୍ରମୋଦ ଭଗତ ଉଭୟ ସିଙ୍ଗଲ୍ସ ଓ ଡବଲ୍ସ ରାଉଣ୍ଡ ଫାଇନାଲରେ ସ୍ଥାନ ସୁରକ୍ଷିତ କରିଛନ୍ତି। ଶନିବାର ଖେଳାଯାଇଥିବା ସିଙ୍ଗଲ୍ସ ବିଭାଗର ସେମିଫାଇନାଲରେ ପ୍ରମୋଦ ଭାରତର ଅନ୍ୟତମ ପ୍ରତିଦ୍ୱନ୍ଦ୍ୱୀ ମନୋଜ ସରକାରଙ୍କୁ ୨୦-୨୨, ୨୧-୧୪, ୨୧-୧୭ ସେଟରେ ହରାଇଥିଲେ। ଫାଇନାଲରେ ଭାରତର ଖେଳାଳି ବିକ୍ରମ କୁମାରଙ୍କ ସହ ମୁକାବିଲା ହେବ। ସେହିପରି ଡବଲ୍ସ ସେମି ମୁକାବିଲାରେ ପ୍ରମୋଦ-ମନୋଜ ସରକାରଙ୍କ ଯୋଡ଼ି ତରୁଣ-ନିତେଶ କୁମାରଙ୍କ ଯୋଡ଼ିକୁ ୧୯-୨୧, ୨୧-୧୮, ୨୧-୧୫ ସେଟରେ ହରାଇଥିଲା। ଫ୍ରାନ୍ସର ଖେଳାଳିଙ୍କ ସହ ଡବଲ୍ସ ବିଭାଗର ଫାଇନାଲ ମୁକାବିଲା ହେବ ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମ୍‌ଜିଏମ୍‌ ଟି୨୦ ଲିଗ୍‌: ଓଡ଼ିଶା ପାନ୍ଥର୍ସ ଚାମ୍ପିୟନ

ଭୁବନେଶ୍ୱର, ୧୪।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କଟକର ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ଏମ୍‌ଜିଏମ୍‌ ଟି୨୦ କ୍ରିକେଟ ଲିଗ୍‌ରେ ଓଡ଼ିଶା ପାନ୍ଥର୍ସ ଚାମ୍ପିୟନ...

ଡେଜାନ ପାପିକ୍‌ ଟିଟି’ର ନୂଆ ମୁଖ୍ୟ କୋଚ୍‌

ନୂଆଦିଲ୍ଲୀ, ୨୩ା୭ (ପି.ଟି.)-କାନାଡାର ଡେଜାନ୍‌ ପାପିକ୍‌ ଜାତୀୟ ଟେବୁଲ ଟେନିସ (ଟିଟି) ଦଳର ନୂଆ ମୁଖ୍ୟ କୋଚ୍‌ ହେବେ। ମଙ୍ଗଳବାର ତାହା ସ୍ପଷ୍ଟ ହୋଇଛି। ସ୍ପୋଟର୍‌ସ...

ସୂର୍ଯ୍ୟୋପରାଗ: ରଣଜୀ ମ୍ୟାଚ୍‌ ପ୍ରଭାବିତ ହେବା ନେଇ ରେଫରି ନିଷ୍ପତ୍ତି ନେବେ

ନୂଆଦିଲ୍ଲୀ, ୨୬।୧୨- ଗୁରୁବାର ସୂର୍ଯ୍ୟୋପରାଗ ହେବାକୁ ଯାଉଥିବାବେଳେ ଖେଳାଯାଉଥିବା ରଣଜୀ ଟ୍ରଫି ମ୍ୟାଚ୍‌ଗୁଡିକର ଦ୍ୱିତୀୟ ଦିନର ଖେଳ ବାଧାପ୍ରାପ୍ତ ହେବା ସମ୍ଭାବନା ସୃଷ୍ଟି ହୋଇଛି। ତେବେ...

୨୦୩୬ ଅଲିମ୍ପିକ୍ସ ଭାରତରେ !

ଅହମ୍ମଦାବାଦ,୯।୧୦: ୨୦୩୬ ସମର ଅଲିମ୍ପିକ୍ସ ଭାରତରେ ଆୟୋଜିତ ହୋଇପାରେ। ଏହି ଅଲିମ୍ପିକ୍ସ ଆୟୋଜନ ଅଧିକାର ହାସଲ କରିବା ପାଇଁ ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି (ଆଇଓସି) ସହ...

‘ମୁଁ ଥିବା ଯାଇଁ ସଭିଙ୍କୁ ସମ୍ମାନ ମିଳିବ’

ମୁମ୍ବାଇ,୨୪ା୧୦ (ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟରେ ଭେଟେରାନ ମହେନ୍ଦ୍ର ସିଂ ଧୋନୀଙ୍କ ଭବିଷ୍ୟତ ସମ୍ପର୍କରେ ବିସିସିଆଇ ନୂଆ ସଭାପତି ସୌରଭ ଗାଙ୍ଗୁଲି ବୁଧବାର କହିଛନ୍ତି, ଦୁଇ ଥର...

ଦଳ ଚାମ୍ପିୟନ୍‌ ହେବାପରେ ଖେଳାଳିଙ୍କୁ ମିଳିଲା ଚେତାବନୀ

ମେଲବୋର୍ନ,୧୬।୧୧: ଅଷ୍ଟ୍ରେଲିଆ ଟି -୨୦ ବିଶ୍ୱକପ ୨୦୨୧ର ଅନ୍ତିମ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୮ ଉଇକେଟରେ ପରାସ୍ତ କରି ପ୍ରଥମ ଥର ପାଇଁ ଟି -୨୦ ବିଶ୍ୱ...

ରାହୁଲଙ୍କ ଉପରେ ଟଙ୍କା ବର୍ଷା

ନୂଆଦିଲ୍ଲୀ,୩୦।୧୧: ଇଣ୍ଡିଆନ ପ୍ରିମିୟର ଲିଗର ପରବର୍ତ୍ତୀ ସିଜିନ୍‌ ପାଇଁ ନୂତନ ଦଳ ସହିତ ମେଗା ନିଲାମ ପାଇଁ ପ୍ରସ୍ତୁତି ଚାଲିଛି। ଟୁର୍ନାମେଣ୍ଟର ଏକ ଅଂଶ ଭାବରେ...

କ୍ରିକେଟ୍‌ ପଡିଆରେ ଅଳସୁଆ ଏହିସବୁ କ୍ରିକେଟର୍‌, ରନ୍‌ ନେବାକୁ କରନ୍ତି କୁଣ୍ଠାବୋଧ

ବିଶ୍ୱରେ ଏମିତି କିଛି କ୍ରିକେଟର ଅଛନ୍ତି, ଯେଉଁମାନେ ପଡିଆରେ ଅଳସୁଆ ସ୍ବଭାବର ଥାନ୍ତି। ବ୍ୟାଟିଂ ହେଉ କି ବୋଲିଂ ଏହି କ୍ରିକେଟରମାନେ ଭଲ ପ୍ରଦର୍ଶନ କରୁଥିଲେ...

Advertisement
Archives

Model This Week