ଉଚ୍ଚ ରକ୍ତଚାପ ଥିଲେ…

ଆଜିକାଲି ଉଚ୍ଚ ରକ୍ତଚାପ ଥିବା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଅତ୍ୟଧିକ ଚାପ, କ୍ରୋଧ, ଚିନ୍ତା ଏହି ରୋଗର କାରଣ। ତେବେ ଏସବୁ ସମସ୍ୟାରୁ ରକ୍ଷା ପାଇବାକୁ ହେଲେ ପ୍ରଥମେ ଆପଣଙ୍କୁ ଏକ ଉତ୍ତମ ଜୀବନଶୈଳୀର ଅଭ୍ୟାସ କରିବାକୁ ପଡେ। ତା’ଛଡା ଉଚ୍ଚ ରକ୍ତଚାପକୁ ନିୟନ୍ତ୍ରଣ କରିବାରେ ଖାଦ୍ୟ ମଧ୍ୟ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ। ଏପରି କିଛି ଖାଦ୍ୟ ରହିଛି, ଯାହାକୁ ଖାଇବା ଦ୍ୱାରା ଉଚ୍ଚ ରକ୍ତଚାପ ସମସ୍ୟା ଦୂର ହୋଇଥାଏ। ଉଚ୍ଚ ରକ୍ତଚାପରେ ପୀଡିତ ରୋଗୀ ଜାମୁକୋଳି, ପିସ୍ତା ବାଦାମ, କଦଳୀ, ବିଟ୍ସ, ଡାର୍କ ଚକୋଲେଟ୍‌, ତରଭୁଜ, ରସୁଣ ଏବଂ ଦହି ଖାଇବା ନିହାତି ଆବଶ୍ୟକ। ସେହିପରି ପ୍ରତ୍ୟେକ ଦିନ ସବୁଜ ପନିପରିବା ଖାଦ୍ୟରେ ସାମିଲ କଲେ ରକ୍ତଚାପ ନିୟନ୍ତ୍ରଣରେ ରହେ।


Enter your email to get our daily news in your inbox.

All Right Reserved By Dharitri.Com

ହୃଦ୍‌ରୋଗ ଓ ଖାଦ୍ୟ

ଆଜିକାଲି ହୃଦ୍‌ରୋଗ ଏକ ସାଧାରଣ ସମସ୍ୟା ପାଲଟିଗଲାଣି କହିଲେ ଆଦୌ ଭୁଲ୍‌ ହେବ ନାହିଁ। ଅସନ୍ତୁଳିତ ଜୀବନଶୈଳୀ, ଖାଦ୍ୟପେୟ, ରକ୍ତ ସଞ୍ଚାଳନରେ ବାଧା ସୃଷ୍ଟି ହେଲେ...

ସିଙ୍କ୍‌ ସଫା କରିବାର ସରଳ ଉପାୟ

ସିଙ୍କ୍‌ର ଉପଯୁକ୍ତ ଯତ୍ନ ନ ନେଲେ ସେଥିରେ ଖାଦ୍ୟ ପଦାର୍ଥର ଅବଶିଷ୍ଟାଂଶ ଜମା ହୋଇ ଦୁର୍ଗନ୍ଧ ସୃଷ୍ଟି ହୋଇଥାଏ। ତେବେ ଏହାକୁ ଦୂର କରିବାକୁ ନିମ୍ନୋକ୍ତ...

ମଧୁମେହ କାବୁ କରିବ ଉପବାସ

ମଧୁମେହ ପୀଡ଼ିତଙ୍କ ପାଇଁ ରକ୍ତରେ ଶର୍କରା ଏବଂ ଓଜନ ନିୟନ୍ତ୍ରଣ ରଖିବା ଅତ୍ୟନ୍ତ ଜରୁରୀ। ଏଥିପାଇଁ ଡାକ୍ତର ରୋଗୀଙ୍କୁ ସନ୍ତୁଳିତ ଖାଦ୍ୟପାନୀୟ ଏବଂ ଡାଏଟିଙ୍ଗ୍‌ର ପରାମର୍ଶ...

ମେଟାଲ ଜୁଏଲେରି

ଆଜିକାଲି ଅନେକ ଯୁବତୀଙ୍କ ପସନ୍ଦ ମେଟାଲ ଜୁଏଲେରି। ଏହା ଖୁବ୍‌ କମ୍‌ ଦାମ୍‌ରେ ମାର୍କେଟରେ ମିଳିବା ସହ ଆକର୍ଷଣୀୟ ବି ହୋଇଥାଏ। ବ୍ଲାକ୍‌ ମେଟାଲ ଏବଂ...

ଗର୍ଭବତୀ ମହିଳାଙ୍କ ପାଇଁ ଉପକାରୀ ବ୍ରୋକୋଲି

ବ୍ରୋକୋଲି ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏଥିରେ ପ୍ରୋଟିନ୍‌, କ୍ୟାଲସିୟମ, କାର୍ବୋହାଇଡ୍ରେଟ୍‌, ଆଇରନ୍‌, ଭିଟାମିନ-ଏମ, ସି ଏବଂ ଅନେକ ପୋଷକ ତତ୍ତ୍ୱ ରହିଥାଏ।...

ପିଠି ଯନ୍ତ୍ରଣାରୁ ମୁକ୍ତିଦିଏ ଶଲ୍‌ଭାସନ ଆସନ

ଶଲ୍‌ଭାସନ ଆସନ କରିବା ଦ୍ୱାରା ସାଇଟିକା ଏବଂ ପିଠି ଯନ୍ତ୍ରଣାରୁ ମୁକ୍ତି ମିଳିଥାଏ। ଏହା ନିୟମିତ କରିବା ଦ୍ୱାରା ଜଙ୍ଘର ଚର୍ବି କମେ ଓ ଓଜନ...

ସମ୍ପର୍କରେ ଦୂରତା ଆଣୁଛି କରୋନା ସଂକ୍ରମଣ: ଦାମ୍ପତ୍ୟ ଜୀବନ ବିପର୍ଯ୍ୟସ୍ତ

ଓ୍ବାଶିଂଟନ, ୨୩।୮: କରୋନା ମହାମାରୀ ସଂକ୍ରମଣ ଯୋଗୁ ଏବେ ଦାମ୍ପତ୍ୟ ଜୀବନ ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଦମ୍ପତିମାନଙ୍କ ମଧ୍ୟରେ ଶାରୀରିକ ସମ୍ପର୍କ ରକ୍ଷା କରିବାକୁ ବିଶେଷଜ୍ଞମାନେ...

ଆଣ୍ଠୁଗଣ୍ଠି ଯନ୍ତ୍ରଣାର ଘରୋଇ ଉପଚାର

ଆଜିକାଲି ଆଣ୍ଠୁଗଣ୍ଠି ସମସ୍ୟା କେବଳ ବୟସ୍କ ବ୍ୟକ୍ତି ନୁହନ୍ତି ଯୁବପିଢ଼ିଙ୍କଠାରେ ଦେଖିବାକୁ ମିଳିଲାଣି। ଏହାର ଲକ୍ଷଣ ଜାଣିବା ମାତ୍ରେ ଡାକ୍ତରଙ୍କ ସହ ପରାମର୍ଶ କରି ଚିକିତ୍ସା...

Advertisement
Archives

Model This Week