ଉଚ୍ଚ ରକ୍ତଚାପ ନିୟନ୍ତ୍ରଣ କରେ ସୋୟାବିନ୍‌

ସୋୟାବିନରେ କାର୍ବୋହାଇଡ୍ରେଟ୍‌, କ୍ୟାଲସିୟମ, ଆଇରନ୍‌ ଏବଂ ଫରଫରସ ପ୍ରଚୁର ପରିମାଣରେ ଥାଏ। ଏଥିରେ ପ୍ରଚୁର ମାତ୍ରାରେ ଫାଇବର ଥିବାରୁ ପାଚନ ତନ୍ତ୍ରକୁ ମଜଭୁତ କରେ ଏବଂ ଖାଦ୍ୟକୁ ଶୀଘ୍ର ହଜମ କରିବାରେ ସହାୟକ ହୁଏ। ଉଚ୍ଚ ରକ୍ତଚାପରେ ପୀଡିତ ରୋଗୀମାନେ ପ୍ରତିଦିନ ସୋୟାବିନ ଖାଆନ୍ତୁ। ଏହାଦ୍ୱାରା ରକ୍ତଚାପ ନିୟନ୍ତ୍ରଣରେ ରହେ। ଗର୍ଭବତୀ ମହିଳାଙ୍କ ପାଇଁ ସୋୟାବିତ୍‌ ଅତ୍ୟନ୍ତ ସାବ୍ୟସ୍ତ ହୋଇଥାଏ। ମଧୁମେହ ରୋଗୀଙ୍କ ପାଇଁ ମଧ୍ୟ ସୋୟାବିନ ଉପଯୋଗୀ। ଏହାସହ ପେଟ ସମସ୍ୟ, ହୃଦ ସମସ୍ୟା ଥିଲେ ପ୍ରତିଦିନ ସୋୟାବିନ୍‌ ଖାଆନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ସିବିଆଇ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ…

ନୂଆଦିଲ୍ଲୀ,୮।୭: ରାଜଧାନୀରେ ଦିଲ୍ଲୀରେ ଥିବା ସିବିଆଇ କାର୍ଯ୍ୟାଳୟରେ ଗୁରୁବାର ପୂର୍ବାହ୍ନ ୧୧ଟା ୩୫ରେ ଅଗ୍ନିକାଣ୍ଡ ଘଟିଛି। ପାର୍କିଂ ସ୍ଥଳରେ ଥିବା ଇଲୋକ୍ଟ୍ରୋନିକ୍ସ୍‌ ରୁମ୍‌ରେ ଅଗ୍ନିକାଣ୍ଡ ଘଟିବା...

ସବୁ ଜଳିଗଲା ପରେ…

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀରେ ଜାରି ରହିଥିବା ହିଂସାକାଣ୍ଡ ଏବେ ଥମିବାରେ ଲାଗିଛି। ୩ ଦିନ ପରେ ପ୍ରଶାସନର ଚେତା ପଶିଛି। ହିଂସାକାଣ୍ଡ ଘଟିଥିବା ଅଞ୍ଚଳରେ ଉଦ୍ଧାର କାର୍ଯ୍ୟ...

ଧରାପଡ଼ିବା ଭୟରେ ଗ୍ୟାସରେ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ପୋଡ଼ୁଥିଲେ ତହସିଲଦାର, କବାଟ ଭାଙ୍ଗି…

ସିରୋହି: ରାଜସ୍ଥାନର ସିରୋହିର ଏକ ଭିଡିଓ ସାମ୍ନାକୁ ଆସିଛି। ଏଥିରେ ଜଣେ ତହସିଲଦାର ତାଙ୍କ ଗ୍ୟାସ ଚୁଲାରେ ଲକ୍ଷ ଲକ୍ଷ ଟଙ୍କା ମୂଲ୍ୟର ନୋଟ୍‌ ପୋଡ଼ି...

ଦିଲ୍ଲୀ ହିଂସାକୁ ନେଇ ପ୍ରତିକ୍ରିୟା ରଖିଲେ ଗମ୍ଭୀର

ନୂଆଦିଲ୍ଲୀ,୨୫।୨: ପୂର୍ବ ଦିଲ୍ଲୀର ଭାଜପା ଏମ୍‌ପି ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର ଦିଲ୍ଲୀ ହିଂସାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ଦିଲ୍ଲୀ ହିଂସାକୁ ନେଇ ଯେଉଁମାନେ...

ଆହତଙ୍କୁ ମୃତ ଭାବି ଡାକ୍ତରଖାନା ନେଲା ପୋଲିସ

ଭୋପାଳ,୨୮।୯: ମଧ୍ୟପ୍ରଦେଶର ଭିଣ୍ଡ୍‌ ପୋଲିସର ଗୁରୁତର ଅବହେଳା ଶନିବାର ସାମ୍ନାକୁ ଆସିଛି। ଆହତ ବ୍ୟକ୍ତିଙ୍କୁ ମୃତ ଭାବି ପୋଲିସ ହସ୍ପିଟାଲକୁ ନେଇଥିବା ବେଳେ ତାଙ୍କୁ ଜୀବିତ...

ଚାଇନାର ସନ୍ଦିଗ୍ଧ ମଞ୍ଜି ପ୍ୟାକେଟ ଏବେ ଭାରତରେ: କେନ୍ଦ୍ର ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି

ନୂଆଦିଲ୍ଲୀ, ୯।୮: ଏବେ ଭାରତରେ ମଧ୍ୟ ଚାଇନାର ସନ୍ଦିଗ୍ଧ ମଞ୍ଜି ପ୍ୟାକେଟ ପହଞ୍ଚିଛି। ପ୍ୟାକେଟରେ ବିଭିନ୍ନ ପ୍ରକାର ଚାରା ମଞ୍ଜି ରହିଛି। ଏନେଇ ଲୋକେ ଆତଙ୍କିତ...

ପ୍ରାୟ ୪୬ଲକ୍ଷ ଲୋକଙ୍କୁ ଦିଆଗଲାଣି କରୋନା ଭ୍ୟାକ୍ସିନ: ୩୪ ଜଣ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୫ ।୨: କରୋନା ମହାମାରୀକୁ ଦୂରେଇବା ଲାଗି ଟିକାକରଣ ପ୍ରକ୍ରିୟା ପାଖାପାଖି ୨୦ ଦିନ ହେବ ଲାଗି ରହିଛି । ମିଳିଥିବା ସରକାରୀ ସୂଚନା ଅନୁଯାୟୀ...

ମୁଲତବି ରହିଲା ମୁଜାଫରପୁର ସେଲ୍‌ଟର ହୋମ୍‌ ମାମଲାର ଶୁଣାଣି

ନୂଆଦିଲ୍ଲୀ,୨୮।୧: ଦିଲ୍ଲୀର ସାକେତ କୋର୍ଟ ମଙ୍ଗଳବାର ବହୁ ଚର୍ଚ୍ଚିତ ମୁଜାଫରପୁର ସେଲ୍‌ଟର ହୋମ୍‌ ମାମଲାର ଶୁଣାଣିକୁ ମୁଲତବି ରଖିଛନ୍ତି। ଏହି ମାମଲାର ବିଚାରପତି ଛୁଟିରେ ଥିବାରୁ...

Advertisement


Archives

Model This Week