ଉଚ୍ଚ ରକ୍ତଚାପ ନିୟନ୍ତ୍ରଣ ପାଇଁ ପିଅନ୍ତୁ ଏହି ଜୁସ୍‌

ବର୍ତ୍ତମାନର ଅନିୟମିତ ଜୀବନଶୈଳୀ, ଚିନ୍ତା କାରଣରୁ ଉଚ୍ଚ ରକ୍ତଚାପ ସାଧାରଣ ସମସ୍ୟାରେ ପରିଣତ ହେଲାଣି। ଏହି ଗମ୍ଭୀର ସମସ୍ୟାକୁ ସାମାନ୍ୟ ଅଣଦେଖା କରିବା ଫଳରେ ଏହା ହାର୍ଟଆଟାକ୍‌ ଓ ଷ୍ଟ୍ରୋକ୍‌ ଭଳି ସମସ୍ୟା ସୃଷ୍ଟି କରିଥାଏ। ଅନ୍ୟପକ୍ଷରେ ଏଥିଲାଗି କରୋନାରୀ ହାର୍ଟ ସମସ୍ୟା ଦେଖାଯାଇଥାଏ। ଏତଦ୍‌ବ୍ୟତୀତ କିଡ୍‌ନୀ ସମସ୍ୟା ମଧ୍ୟ ସୃଷ୍ଟି ହୋଇଥାଏ। ଏହା ଯେକୌଣସି ବୟସରେ ମଧ୍ୟ ଲୋକଙ୍କୁ ଆକ୍ରାନ୍ତ କରିପାରେ। ଯେତେବେଳେ ସେଷ୍ଟୋଲିକ୍‌ ରକ୍ତଚାପ ୬୦/୮୦ ମିମିରୁ ଅଧିକ, ଡ୍ୟାଷ୍ଟୋଲିକ୍‌ ୬୦/୮୦ ମିମିରୁ ଅଧିକ ରହିଥାଏ, ସେତେବେଳେ ବ୍ୟକ୍ତିଙ୍କଠାରେ ଉଚ୍ଚ ରକ୍ତଚାପ ସମସ୍ୟା ଦେଖାଯାଇଥାଏ। ଏହା ବିଭିନ୍ନ ଶାରୀରିକ ସମସ୍ୟା ସୃଷ୍ଟି କରିବା ସହ ମାଂସପେଶୀକୁ ମଧ୍ୟ ଦୁର୍ବଳ କରିଥାଏ। ସିଗାରେଟ ଓ ମାଦକଦ୍ରବ୍ୟ ସେବନ ଫଳରେ ମଧ୍ୟ ଉଚ୍ଚ ରକ୍ତଚାପ ହୋଇଥାଏ।

ଯଦି ଆପଣ ଉଚ୍ଚ ରକ୍ତଚାପକୁ ନିୟନ୍ତ୍ରଣ କରିବାକୁ ଚାହାନ୍ତି, ତେବେ ସନ୍ତୁଳିତ ଖାଦ୍ୟପେୟ ଉପରେ ଧ୍ୟାନ ଦେବା ସହ ଏପରି କିଛି ଜୁସ୍‌ ପିଅନ୍ତୁ, ଯାହା ଉପକାରୀ ହୋଇଥାଏ। ଜାଣନ୍ତୁ ସେ ସମ୍ପର୍କରେ…

ଡାଳିମ୍ବ/କମଳା ଜୁସ୍‌: ଏହା ଉଚ୍ଚ ରକ୍ତଚାପକୁ ନିୟନ୍ତ୍ରଣ କରିଥାଏ। ଭିଟାମିନ୍‌ ଓ ପୋଟାସିୟମର ମାତ୍ରା ଅଧିକ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri