ଉଚ୍ଛେଦ ହେବ ସ୍ୟାଟ୍‌

ଭୁବନେଶ୍ୱର୬।୮(ବ୍ୟୁରୋ): କେନ୍ଦ୍ର ସରକାର ଖୁବ୍‌ଶୀଘ୍ର ଓଡ଼ିଶା ପ୍ରଶାସନିକ ନ୍ୟାୟାଧିକରଣ(ସ୍ୟାଟ୍‌)କୁ ଉଚ୍ଛେଦ କରିବାକୁ ଯାଉଛନ୍ତି। ରାଜ୍ୟ ସରକାର ଏନେଇ ହାଇକୋର୍ଟଙ୍କ ସହ ପୂର୍ବରୁ ବିଚାରବିମର୍ଶ କରିସାରିଥିଲେ। ଏଥିସହିତ ବିତ୍ତୀୟ ସହମତି ମଧ୍ୟ ପ୍ରକାଶ ପାଇଥିଲା। ସମସ୍ତ ପ୍ରକ୍ରିୟା ଶେଷ ହେବା ପରେ ଉଚ୍ଛେଦ ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯାଇଥିଲା। ଏ ସଂକ୍ରାନ୍ତରେ କେନ୍ଦ୍ର କାର୍ମିକ, ସାଧାରଣ ଅଭିଯୋଗ ଏବଂ ପ୍ରଶିକ୍ଷଣ ମନ୍ତ୍ରଣାଳୟ ପକ୍ଷରୁ ଗତ ୨ ତାରିଖରେ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ପ୍ରଶାସନିକସ୍ତରରେ ବିଭିନ୍ନ ମାମଲାର ବିଚାର ସ୍ୟାଟ୍‌ରେ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକାପ୍ତା ବିକ୍ରି ବେଳେ ଉଦ୍ଧାର: ୮ ଗିରଫ

ମାଲକାନଗିରି,୧୭।୯(ଡି.ଏନ୍‌.ଏ): ମାଲକାନଗିରି ଜିଲା କାଲିମେଳା ବନାଞ୍ଚଳ ଅଧୀନ ପୋଟେରୁ ଅଞ୍ଚଳରୁ ବନବିଭାଗ ଶନିବାର ଏକ ବଜ୍ରକାପ୍ତା ଉଦ୍ଧାର କରିଛି। ଉକ୍ତ ଘଟଣାରେ ସମ୍ପୃକ୍ତ ୮ ଜଣ...

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ଝୁଲାପୋଲ

ରାୟଗଡ଼ା ଅଫିସ,୨୬ା୯: ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ରହିଛି ରାୟଗଡ଼ାର ନାଗାବଳୀ ନଦୀରେ ନିର୍ମିତ ଝୁଲାପୋଲ। ସ୍ଥାନୀୟ ତଥା ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଜିଲା...

‘ମାଓବାଦୀ ମୁଖ୍ୟସ୍ରୋତରେ ସାମିଲ ହୁଅନ୍ତୁ’

ମାଲକାନଗିରି/ଖଇରପୁଟ, ୩୦।୯(ଡି.ଏନ୍‌.ଏ.): ବଣ୍ଡାଘାଟି ଅଞ୍ଚଳର ବିକାଶକୁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ମାଓବାଦୀମାନେ ବିକାଶରେ ବାଧକ ନ ସାଜି ସମାଜର ମୁଖ୍ୟସ୍ରୋତରେ ସାମିଲ ହୁଅନ୍ତୁ। ବିଏସ୍‌ଏଫ୍‌...

ଶେଷ ଦେବଦାସୀ ପରଶମଣିଙ୍କ ପରଲୋକ

ପୁରୀ ଅଫିସ,୧୧।୭: ପୁରୀ ଶ୍ରୀମନ୍ଦିରର ଶେଷ ଦେବଦାସୀ ପରଶମଣିଙ୍କ ଶୁକ୍ରବାର ରାତିରେ ପରଲୋକ ହୋଇଛି। ତାଙ୍କୁ ୯୪ ବର୍ଷ ବୟସ ହୋଇଥିଲା। ରାତିରେ ଶୋଇଥିବା ବେଳେ...

ଚତୁର୍ଥ ଦିନରେ ୫ ଜିଲାରେ ୩୫୯ ରୂପାନ୍ତରିତ ସ୍କୁଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୫(ବ୍ୟୁରୋ): ସ୍କୁଲ ରୂପାନ୍ତରର ପ୍ରତ୍ୟେକ ସ୍ତରରେ ଜନସାଧାରଣ ସାମିଲ ହୋଇଛନ୍ତି। ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ରୂପାନ୍ତରିତ ସ୍କୁଲର ପରିକଳ୍ପନାଠାରୁ...

ସହରବାସୀଙ୍କୁ ଆପ୍‌ରେ ମିଳିବ ସୂଚନା

ଅନୁଗୋଳ ଅଫିସ୍‌, ୩।୭ ରାଜ୍ୟ ଗ୍ରାମୀଣ ବିକାଶ ଅନୁଷ୍ଠାନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଦ୍ୱାରା ଗୁରୁବାର ପୂର୍ବାହ୍ନରେ ଭିଡିଓ କନଫରେନ୍ସ ଜରିଆରେ କରୋନା...

ରାଜ୍ୟରୁ ଆଉ ୧୩ ଜୀବନ ନେଲା କରୋନା, ୬୮୨ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୩ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୮୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ପରପାରିରେ ସ୍ବାଧୀନତା ସଂଗ୍ରାମୀ ଜିତେନ୍ଦ୍ର ପ୍ରଧାନ

ବରଗଡ଼ ଅଫିସ,୨୧।୧: ବରଗଡ଼ ଜିଲାର ସଂଗ୍ରାମୀ ପୀଠ ସୋହେଲା ଥାନା ଅନ୍ତର୍ଗତ ପାଣିମୋରା ଗ୍ରାମର ସ୍ବାଧୀନତା ସଂଗ୍ରାମୀ ଜିତେନ୍ଦ୍ର ପ୍ରଧାନଙ୍କ ଶୁକ୍ରବାର ଦେହାନ୍ତ ହୋଇଛି। ମୃତ୍ୟୁ...

Advertisement
Archives

Model This Week