ଉଜ୍ଜ୍ୱଳ ତ୍ୱଚା, କୋଷ୍ଠକାଠିନ୍ୟ ସମସ୍ୟା ଲାଗି ବରକୋଳି

ଉଜ୍ଜ୍ୱଳ ତ୍ୱଚା ସମସ୍ତଙ୍କୁ ପସନ୍ଦ। ଏହାକୁ ନେଇ ବର୍ତ୍ତମାନର ଯୁବପିଢ଼ି ବେଶ୍‌ ଚିନ୍ତିତ ଏବଂ ଯତ୍ନବାନ ମଧ୍ୟ। ଏଥିଲାଗି ଅନେକେ ବଜାରରେ ମିଳୁଥିବା ମହଙ୍ଗା ପ୍ରସାଧନ ସାମଗ୍ରୀ ମଧ୍ୟ ବ୍ୟବହାର କରିଥାନ୍ତି। ଅନେକ ସମୟରେ ଏହାର ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟ ନଜର ଆସିଥାଏ। ଏସବୁ ସ୍ଥଳେ ଯଦି ଆପଣ ସୁନ୍ଦର ତ୍ୱଚା ଲାଗି ଚିନ୍ତିତ ତେବେ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଥିବା ବରକୋଳି ଖାଆନ୍ତୁ । ଦେଖିବେ ତ୍ୱଚା କୋମଳ ରହିବା ସହ ଉଜ୍ଜ୍ୱଳ ଦିଶିବ।
ବରକୋଳିରେ ଓଜନ ହ୍ରାସ କରିବାର କ୍ଷମତା ମଧ୍ୟ ରହିଛି। ଏଥିସହ ପର୍ଯ୍ୟାପ୍ତ ପରିମାଣର ଭିଟାମିନ ସି, ଏ ଏବଂ ପୋଟାସିୟମ ରହିଥାଏ। ଏହା ଆଣ୍ଟି-ଅକ୍ସିଡାଣ୍ଟ ଗୁଣରେ ପରିପୂର୍ଣ୍ଣ । ଏହାକୁ ଖାଇବା ଫଳରେ ତ୍ୱଚା ଦୀର୍ଘ ସମୟ ପର୍ଯ୍ୟନ୍ତ ଉଜ୍ଜ୍ୱଳ ରହିଥାଏ। ଏଥିରେ ବହୁତ କମ୍‌ ପରିମାଣର କ୍ୟାଲୋରି ଥାଏ। ବରକୋଳି ଖାଇବା ଦ୍ୱାରା କୋଷ୍ଠକାଠିନ୍ୟ ସମସ୍ୟା ଦୂର ହୋଇଥାଏ। ହଜମ ପ୍ରକ୍ରିୟାରେ ଉନ୍ନତି ଆଣିବାରେ ଏହା ସାହାଯ୍ୟ କରିଥାଏ । ଏଥିରେ ଅଧିକ କ୍ୟାଲସିୟମ ଏବଂ ଫସ୍‌ଫରସ୍‌ ରହିଥାଏ । ବର୍ତ୍ତମାନ ସମୟରେ ବଜାରରେ ବରକୋଳି ଉପଲବ୍ଧ ହେଉଥିବାରୁ ଆପଣ ଏହାକୁ ଖାଇ ଲାଭବାନ ହୋଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ଜଳସେଚନ ବିଭାଗ: ଜାଲ୍‌ ଦସ୍ତଖତ କରି ଟେଣ୍ଡର ଫିକ୍ସିଂ ଅଭିଯୋଗ, ଫୋରେନ୍‌ସିକ ଯାଞ୍ଚ ଦାବିକଲା…

ଭବାନୀପାଟଣା,୧୫।୭(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଜଳସେଚନ ବିଭାଗରେ କୋଟି କୋଟି ଟଙ୍କାର ମେଗା ଟେଣ୍ଡରକୁ ନେଇ ଆସିଛି ସଙ୍ଗିନ ଅଭିଯୋଗ। ଜଣେ ଠିକାଦାରଙ୍କ ନାମରେ ଜାଲ୍‌…

ଭୟଙ୍କର ରୂପ ନେଲା ଯୁଦ୍ଧ: ୟୁକ୍ରେନ ଉପରେ ୩ହଜାର କେଜିର ବୋମା ମାଡ଼, ସାରା ବିଶ୍ୱ ସ୍ତବ୍ଧ

ରୁଷିଆ,୧୫।୭: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବେ ଭୟଙ୍କର ରୂପ ନେଇଛି। ସୋମବାର ରୁଷିଆ ସେନା ୟୁକ୍ରେନର ଜାପୋରିଝିଆ ଅନ୍ତର୍ଗତ ଓରିଖୋଭ ସହର ଉପରେ…

୫୦୦୦ ଟଙ୍କା ପାଇଁ ମହିଳାଙ୍କୁ ଜିଅନ୍ତା ଜାଳିଦେଲେ ପଡ଼ୋଶୀ

ପାଟନ୍‌,୧୫।୭: ମାତ୍ର ୫୦୦୦ଟଙ୍କା ଋଣ କାରବାରକୁ କେନ୍ଦ୍ରକରି ଗୁଜରାଟର ପାଟନ୍‌ ଜିଲାରେ ପିଙ୍କିବେନ ପଟନୀ(୩୫) ନାମକ ଜଣେ ବିଧବା ମହିଳାଙ୍କୁ ପଡ଼ୋଶୀ ବାବୁଭାଇ ରାବଲ୍‌ ପେଟ୍ରୋଲ ଢାଳି…

ଏହି ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର, ୧୫।୭: ପ୍ରବଳ ବର୍ଷା ପାଇଁ ଆଜି ପୁରୀ ଜିଲାରେ ସମସ୍ତ ସ୍କୁଲ ବନ୍ଦ ରହିବ। ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ସ୍କୁଲ ପାଇଁ ଛୁଟି ଘୋଷଣା।…

କଫ ସିରପ୍‌ର ହବ୍‌ ପାଲଟିଛି ବରଗଡ଼: ରାଜଧାନୀକୁ ଚେର

ବରଗଡ଼,୧୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ନିଶା କାରବାରର ହବ ପାଲଟିଛି। ଏଠାରେ କଫ୍‌ ସିରପଠାରୁ ଆରମ୍ଭ କରି ଗଞ୍ଜେଇ, ବ୍ରାଉନସୁଗାର ଆଦି ନିଶା କାରବାର ଚାଲିଛି। ପୋଲିସ ଥରକୁଥର ଚଢ଼ାଉ…

ଜୋର୍‌ଦାର ହେଲା ଆମେରିକା-ଇରାନ ଯୁଦ୍ଧ: ଭୟରେ ଥରହର ସାରା ବିଶ୍ୱ

ଦୁବାଇ,୧୫ା୭: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ସୁରକ୍ଷିତ ଜାହାଜ ଚଳାଚଳ ପାଇଁ ଆମେରିକା ୨୦ ପ୍ରତିଶତ ଟିକସ ଲଗାଇବା ସହ ଇରାନୀୟ ବନ୍ଦରଗୁଡ଼ିକ ଉପରେ ପୁଣିଥରେ ଅବରୋଧ ଲଗାଇବାକୁ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଭୀଷଣ ବର୍ଷା ଆଲର୍ଟ

ଭୁବନେଶ୍ୱର,୧୫।୭: ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ। ବୁଧବାର ସକାଳ ୫.୩୦ରେ…

ବ୍ରେକ ଡାଉନ ଟ୍ରକ ପଛ ପଟେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତାର କରକଚିଆ ସ୍କୁଲ ନିକଟରେ ବ୍ରେକ ଡାଉନ ପଡ଼ିଥିବା ଏକ ଟ୍ରକ ପଛପଟେ ମଙ୍ଗଳବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri