Posted inଜାତୀୟ

ଉଠିଲା ସିଏଏ, କଶ୍ମୀର ଓ ଆତଙ୍କବାଦ ପ୍ରସଙ୍ଗ

ନୂଆଦିଲ୍ଲୀ, ୨୬ା୨(ପି.ଟି.): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଖବରଦାତାଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇ ଅନେକ କଥା କହିଥିଲେ। ଭାରତ ସହ ଧାର୍ମିକ ସ୍ବାଧୀନତା, ବାଣିଜି୍ୟକ ଚୁକ୍ତି, ସିଏଏ ଓ କଶ୍ମୀର ପ୍ରସଙ୍ଗ ଆଦି ଏଥିରେ ସ୍ଥାନ ପାଇଥିଲା। ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରତି ଗଭୀର ଆସ୍ଥା ପ୍ରକଟ କରି ଭାରତ ସରକାର ଧାର୍ମିକ ସ୍ବାଧୀନତା ନେଇ ସଚେତନ ଥିବା ଟ୍ରମ୍ପ କହିଥିଲେ। ସିଏଏକୁ ନେଇ ପ୍ରଶ୍ନର ଉତ୍ତରରେ ମୋଦି କହିଥିଲେ, ଭାରତ ସରକାର ନିଜ ଦେଶର ଲୋକଙ୍କ କଥା ବୁଝିବେ। ଏନେଇ ମୋଦି ସରକାର ଉଚିତ ନିଷ୍ପତ୍ତି ନେବେ। ବାଣିଜ୍ୟ ଚୁକ୍ତି ନେଇ ଭାରତର ଟାରିଫ ବୃଦ୍ଧି ସମ୍ପର୍କରେ ମଧ୍ୟ ସେ ମୁହଁ ଖୋଲିଥିଲେ। ଆଲୋଚନା ମାଧ୍ୟମରେ ସମସ୍ୟାର ସମାଧାନ କରାଯିବ ବୋଲି ସେ କହିଥିଲେ। କଶ୍ମୀର ଭାରତ ଓ ପାକିସ୍ତାନ ମଧ୍ୟlରେ ବିବାଦର ମୁଖ୍ୟ ବୋଲି ସେ କହି ଆବଶ୍ୟକ ସ୍ଥଳେ ମଧ୍ୟସ୍ଥତା କରିବାକୁ ପ୍ରସ୍ତୁତ ଥିବା ଟ୍ରମ୍ପ କହିଥିଲେ। ଭାରତ ଓ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ସହ ସମ୍ପର୍କ ଭଲ ରହିଥିବା ସେ ପ୍ରକାଶ କରିଥିଲେ। ପାକିସ୍ତାନରେ ଆତଙ୍କବାଦୀ କାର୍ଯ୍ୟକଳାପ ସମ୍ପର୍କରେ ସେ କହିଛନ୍ତି, ଯଥା ସମ୍ଭବ ପ୍ରୟାସ ଚାଲିଛି। ମୋଦିଙ୍କ ସହ ଏନେଇ ଆଲୋଚନା କରାଯାଇଛି। ସୀମାପାର ଆତଙ୍କବାଦ ନେଇ ପାକିସ୍ତାନ ଉପରେ ଚାପ ପଡ଼ୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଟିଶ ରାଣୀଙ୍କ ସମ୍ପର୍କୀୟଙ୍କୁ ଜେଲ

ଲଣ୍ଡନ, ୨୪।୨ : ବ୍ରିଟିଶ ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ଜଣେ ସମ୍ପର୍କୀୟଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ୧୦ ମାସ ଜେଲ୍‌ ଦଣ୍ଡାଦେଶ ଦିଆଯାଇଛି। ଗତବର୍ଷ ଫେବୃୟାରୀରେ...

ଭାଜପାକୁ ଭୋଟ ଦିଅନ୍ତ, ଏଏପିକୁ ନୁହେଁ, କଂଗ୍ରେସ ନେତାଙ୍କ ଅନୁରୋଧ…

ଅହମଦାବାଦ,୭।୧୧ : ଗୁଜରାଟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରେ ଭାରତୀୟ ଜନତା ପାର୍ଟି, କଂଗ୍ରେସ ଏବଂ ଆମ ଆଦମୀ ପାର୍ଟିର ନେତାମାନେ...

ଗ୍ୟାସ୍‌ ସଂଯୋଗ ପାଇଁ ଏବେ ସେଲ୍ଫ ଡିକ୍ଲେରେଶନ୍‌ ପର୍ଯ୍ୟାପ୍ତ, ସୂଚନା ଦେଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍ୱଳା ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ-୨.୦ ଆରମ୍ଭ କରିଛନ୍ତି। ଉତ୍ତରପ୍ରଦେଶର ମହୋବା ଜିଲ୍ଲାର ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଏହି ଅବସରରେ ଏଲପିଜି ସଂଯୋଗ...

ଦେଶରେ ୫ ଲକ୍ଷରୁ ଅଧିକ ପୋଲିସ ପଦବୀ ଖାଲି, ଉତ୍ତରପ୍ରଦେଶରେ ସର୍ବାଧିକ…

ନୂଆଦିଲ୍ଲୀ, ୧୫।୩ : ଦେଶରେ ୫ ଲକ୍ଷ ୩୦ ହଜାରରୁ ଅଧିକ ପୋଲିସ ପଦବୀ ଖାଲି ପଡ଼ିଛି। ଉତ୍ତରପ୍ରଦେଶରେ ସର୍ବାଧିକ ୧ ଲକ୍ଷରୁ ଅଧିକ ପଦବୀ...

ବେଜିଂକୁ ଦୋଷଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୧୨।୩: ଅରୁଣାଚଳ ପ୍ରଦେଶ, କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀର ଓ ଲଦାଖ ଭାରତର ଅବିଚ୍ଛେଦ୍ୟ ଅଙ୍ଗ ବୋଲି ବହୁବାର ସ୍ପଷ୍ଟ ଭାବେ ଚାଇନାକୁ ବୁଝାଯାଇଛି। ତଥାପି...

ପୁଲୱାମା ଆକ୍ରମଣକୁ ପୂରିଲା ୪ ବର୍ଷ: ଶହୀଦଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୪।୨: ୨୦୧୯ ଫେବୃୟାରୀ ୧୪ରେ ହୋଇଥିବା ପୁଲୱାମା ଆକ୍ରମଣକୁ ଆଜି ୪ ବର୍ଷ ପୂରିଛି। ମଙ୍ଗଳବାର ଶହୀଦ ଯବାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନେ ପକାଇଛନ୍ତି।...

ଭାରତ ପ୍ରଗତି-ପ୍ରକୃତିର ପାଲଟିଛି ଉତ୍କୃଷ୍ଟ ଉଦାହରଣ: ମୋଦି…

ଅହମଦାବାଦ,୨୦।୧୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଦୁଇ ଦିନିଆ ଗସ୍ତରେ ଅଛନ୍ତି। ଗୁରୁବାର ଗୁଜରାଟର କେଭାଡିଆ ସ୍ଥିତ ଷ୍ଟାଚ୍ୟୁ ଅଫ ୟୁନିଟି କମ୍ପ୍ଲେକ୍ସରେ ଜାତିସଂଘର...

ଟିକେଟ ମିଳିବା ପରେ ବି ଟିଏମ୍‌ସି ଛାଡୁଛନ୍ତି ନେତା!

କୋଳକାତା,୮ ।୩: ପାଖେଇ ଆସୁଛି ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ । ଆଉ ଏହାରି ଭିତରେ ସେଠାକାର ରାଜନୈତିକ ମାହୋଲ ବି ହେଉଛି ସରଗରମ । ବିଶେଷ...

Advertisement
Archives

Model This Week