ଉଡାନ-୪ ଯୋଜନାରେ ସାମିଲ ହେବ ଓଡ଼ିଶାର ୩ ଏୟାରପୋର୍ଟ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ଉଡାନ-୪ ଯୋଜନାରେ ରାଜ୍ୟର ୩ ଏୟାରପୋର୍ଟ ସାମିଲ ହେବ। ଜୟପୁର, ରାଉରକେଲା ଏବଂ ଉତ୍କେଲା ଏୟାରପୋର୍ଟ ଏହି ଯୋଜନାରେ ସାମିଲ ହେବା ନେଇ ମୁଖ୍ୟ ସଚିବଙ୍କ ସହ କେନ୍ଦ୍ର ବିମାନ ଚଳାଚଳ ସଚିବଙ୍କ ମିଟିଂ ନିଷ୍ପତ୍ତି ହୋଇଛି। ତେବେ ପୂର୍ବରୁ ପୂର୍ବରୁ ଝାରସୁଗୁଡ଼ା ବିମାନ ବନ୍ଦର ଉଡ଼ାନ ଯୋଜନାରେ ସାମିଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍‌ଲାଇନ୍‌ରେ ମଦ ବିକ୍ରି ନାଁରେ ଲକ୍ଷାଧିକ ଠକେଇ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ଅନ୍‌ଲାଇନ୍‌ରେ ମଦ ବିକ୍ରି ପାଇଁ ବିଜ୍ଞାପନ ଦେଇ ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି। ଏନେଇ ଲକ୍ଷ୍ମୀସାଗର, ନୟାପଲ୍ଲୀ ଓ ଖଣ୍ଡଗିରି ଥାନାରେ ଏକାଧିକ...

ସ୍ବାଧୀନତା ଦିବସ ପାଇଁ ରାଜଧାନୀରେ ସୁରକ୍ଷା କଡାକଡି

ଭୁବନେଶ୍ୱର,୧୪।୮(ବ୍ୟୁରୋ)-ସ୍ବାଧୀନତା ଦିବସକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ଓ...

ଗଜପତିଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ବିଦେଶରୁ ଫେରି ହୋମ୍‌ କ୍ୱାରେଣ୍ଟାଇନ୍‌ ରହିଛନ୍ତି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତିଙ୍କୁ ଧନ୍ୟବାଦ ଜଣାଇଛନ୍ତି।...

ଅପାସୋରା ସ୍ମୃତି ହୋଇ ରହିବ: ଏଡିଏମ୍‌ଙ୍କ କାର୍ଯ୍ୟାଳୟରେ ନିଆରା ବିବାହ

ନୟାଗଡ଼ ଅଫିସ,୨୭ା୪: ନୟାଗଡ଼ ଅତିରିକ୍ତ ଜିଲାପାଳ (ଏଡିଏମ୍‌)ଙ୍କ କାର୍ଯ୍ୟାଳୟରେ ସୋମବାର ଏକ ନିଆରା ବିବାହ ଅନୁଷ୍ଠିତ ହୋଇଥିଲା। ନ ଥିଲା ବାଜା, ବାଣ କି ରୋଶଣି।...

କଲରାପତରିଆ ବାଘ, ଚିତା ହରିଣ ଛାଲ ଜବତ ଘଟଣା: ଅଭିଯୁକ୍ତ ଗଲେ ଜେଲ୍‌

ଭୁବନେଶ୍ୱର/ନୟାଗଡ଼ ଅଫିସ,୮।୬(ବ୍ୟୁରୋ): ବାଘ ଓ ହରିଣ ଛାଲ ର଼୍ୟାକେଟର ଦୁଇ ବ୍ୟବସାୟୀଙ୍କୁ ସୋମବାର କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ନୟାଗଡ଼ ଜିଲା ଦଶପଲ୍ଲା ଥାନା...

ବରିଷ୍ଠ ଅଭିନେତା ରବି ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର, ୨୦।୧(ବ୍ୟୁରୋ): ଓଡ଼ିଆ ସିନେ ଜଗତ ପାଇଁ ଆଉ ଏକ ଦୁଃଖ ଖବର। ବରିଷ୍ଠ ଅଭିନେତା ରବି ମିଶ୍ରଙ୍କର ବୁଧବାର ସକାଳେ ହୃଦ୍‌ଘାତରେ ପରଲୋକ ଘଟିଛି।...

କେନ୍ଦ୍ରୀୟ ଯୋଜନାକୁ ହଡପ କରୁଛନ୍ତି ରାଜ୍ୟ ସରକାର, ଆସନ୍ତା ୨୭ରେ ସବୁ ବ୍ଲକରେ ଭାଜପାର ଘେରାଉ: ବସନ୍ତ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଜ୍ୟ ସରକାର କ୍ରମାଗତ ଭାବରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାକୁ ନିଜ ନାଁରେ କରି ଚାଲିଛନ୍ତି । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହେଉଥିବା ପକ୍କାଘରକୁ...

ବିଜେପୁର ଉପନିର୍ବାଚନ: ରୋଡ୍‌ ଶୋ’ରେ ବାହାରି ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ, ୧୭ା୧୦- ବରଗଡ଼ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ୪ଦିନ ବାକି। ଦୁଇ ଦିନ ପରେ ନିର୍ବାଚନୀ ପ୍ରଚାର ଅବଧି ସରିବ। ତେବେ...

BGU
Play 250+ Trending Games
Archives

Model This Week

Why Dharitri