Posted inଜାତୀୟ

ଉତ୍କଳ ଏକ୍ସପ୍ରେସ୍‌ରେ ବୋମା ସୂଚନା: ଯାତ୍ରୀ ଆତଙ୍କିତ

ସହାରନ୍‌ପୁର,୨୩।୯: ଉତ୍ତରାଖଣ୍ଡ ହରିଦ୍ୱାରରୁ ଓଡ଼ିଶାର ପୁରୀ ଆସୁଥିବା ଉତ୍କଳ ଏକ୍ସପ୍ରେସ୍‌ରେ ବୋମା ଥିବା ନେଇ ସୂଚନା ମିଳିବା ପରେ ଯାତ୍ରୀମାନେ ଆତଙ୍କିତ ହୋଇପଡ଼ିଛନ୍ତି। ସହରାନ୍‌ପୁର ଜିଲାର ଟପରି ଷ୍ଟେଶନରେ ଟ୍ରେନ୍‌କୁ ସୋମବାର ପୂର୍ବାହ୍ନ ୮ଟାରେ ୧୫ରେ ରୋକାଯାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଯାଞ୍ଚ୍‌ ଆରମ୍ଭ ହୋଇଛି। ଯାଞ୍ଚ୍‌ କାର୍ଯ୍ୟରେ ଜିଆରପି, ସ୍ଥାନୀୟ ପୋଲିସ ଏବଂ ଆରପିଏଫ୍‌ କର୍ମୀ ନିୟୋଜିତ ଅଛନ୍ତି। ଏଥିରେ ଡଗ୍‌ ସ୍କ୍ବାଡ୍‌ ଏବଂ ବମ୍‌ ସ୍କ୍ବାଡ୍‌ ମଧ୍ୟ ନିୟୋଜିତ କରାଯାଇଛି। ଏହାଯୋଗୁ ସହାରନ୍‌ପୁର-ମିରଟ ରେଳପଥରେ ଟ୍ରେନ୍‌ ଚଳାଚଳକୁ ସାମୟିକ ବନ୍ଦ ରଖାଯାଇଛି। ଏହି ପଥ ଦେଇ ଆସୁଥିବା ଶତାବ୍ଦୀ ଏକ୍ସପ୍ରେସ୍‌ ଏବଂ ସହାରନପୁର-ଦିଲ୍ଲୀ ପାସେଞ୍ଜର ଟ୍ରେନ୍‌ ସମେତ ଅନ୍ୟ ଟ୍ରେନ୍‌ଗୁଡ଼ିକୁ ମଧ୍ୟ ବାଟରେ ରୋକା ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

ଭାଷଣ ଦେବା ପୂର୍ୱରୁ ହାତରେ କାହିଁକି ବ୍ୟାଣ୍ଡେଜ ବାନ୍ଧିଥିଲେ ରାହୁଲ? ସଂସଦ ଭିତରେ କହିଦେଲେ…

ନୂଆଦିଲ୍ଲୀ,୧୭।୪: ସଂସଦର ସ୍ୱତନ୍ତ୍ର ଅଧିବେଶନ ସମୟରେ ମହିଳା ସଂରକ୍ଷଣ ବିଲ ଉପରେ ଚାଲିଥିବା ବିତର୍କ ମଧ୍ୟରେ ସମସ୍ତଙ୍କ ନଜର ରାହୁଲ ଗାନ୍ଧୀଙ୍କ ଉପରେ ଥିଲା। ଉଲ୍ଲେଖନୀୟ ଯେ,…

ରାହୁଲ ଗାନ୍ଧୀଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଲେ ଆହ୍ଲାବାଦ ହାଇକୋର୍ଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦ୍ୱୈତ ନାଗରିକତା ମାମଲାରେ ବଢ଼ୁଥିବା ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆହ୍ଲାବାଦ ହାଇକୋର୍ଟର…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ନୀତୀଶ କୁମାର ହେଲେ ଅମିତ ଶାହାଙ୍କ ପଡ଼ୋଶୀ: ଦିଲ୍ଲୀରେ ୩ ଏକର ଭିଭିଆଇପି ବଙ୍ଗଳା ଆବଣ୍ଟିତ

ନୂଆଦିଲ୍ଲୀ,୧୭।୪: ନୀତୀଶଙ୍କୁ ଦିଲ୍ଲୀରେ ଏକ ଟାଇପ-୮ ବର୍ଗର ସରକାରୀ ବଙ୍ଗଳା ଆବଣ୍ଟିତ କରାଯାଇଛି, ଯାହାଦ୍ୱାରା ରାଜଧାନୀର ସବୁଠାରୁ VVIP ଜୋନରେ ତାଙ୍କର ରାଜନୈତିକ ଠିକଣା ପ୍ରତିଷ୍ଠା ହୋଇଛି।…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ସଂସଦରେ ରାହୁଲ ଗାନ୍ଧୀଙ୍କ ଭାଷଣ ଉପରେ କଟାକ୍ଷ କଲେ ନିଶିକାନ୍ତ ଦୁବେ କହିଲେ,‘ମାଇକେଲ ଜ୍ୟାକସନଙ୍କ ନାଚ ଦେଖିଲା ଭଳି ଲାଗୁଥିଲା’

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ବିଲ ଉପରେ ଭୋଟ ଦେବା ପୂର୍ବରୁ, ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ସମ୍ପର୍କରେ ପ୍ରଶ୍ନ ଉଠାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri