ଉତ୍କଳ ଦିବସରେ କୋଭିଡ-୧୯ ସଚେତନତା ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ: କହିଲେ ‘ଏବେ ବୀରତ୍ୱ ନୁହେଁ ଓଡ଼ିଆଙ୍କ ଏକତା ଦେଖାଇବାର ସମୟ’

ଭୁବନେଶ୍ୱର,୧।୪(ବ୍ୟୁରୋ): ଆଜି ଉତ୍କଳ ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ସମସ୍ତ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ଦିବସରେ ସମସ୍ତଙ୍କୁ ମୋର ଅଭିନନ୍ଦନ। ଆମେ ଓଡ଼ିଆମାନେ ଆମ ଏକତା, ବୀରତ୍ୱ ଓ ସ୍ବାଭିମାନୀପଣିଆ ପାଇଁ ପରିଚିତ। ହେଲେ ଏବେ ବୀରତ୍ୱ ନୁହେଁ ଆମ ଏକତା ଓ ସ୍ବାଭିମାନୀପଣିଆକୁ ଦୁନିଆକୁ ଦେଖାଇବାର ସମୟ। ଆସନ୍ତୁ ଦୃଢ଼ତାର ସହ କରୋନାକୁ ମୁକାବିଲା କରିବା ସହ ନିଜକୁ ଓ ନିଜ ପରିବାରକୁ ସୁରକ୍ଷିତ ରଖିବା। ବନ୍ଦେ ଉତ୍କଳ ଜନନୀ ବୋଲି ସେ କହିଛନ୍ତି।

ପ୍ରକାଶ ଯେ, କୋଭିଡ-୧୯ ସଂକ୍ରମଣକୁ ରୋକିବା ଲାଗି କୌଣସି ସଭା ସମିତି, ସାମାଜିକ କାର୍ଯ୍ୟକ୍ରମ ଉପରେ କଟକଣା ଜାରି କରାଯାଇଛି। ଏହାକୁ ନେଇ ବୁଧବାର ପାଳନ ହେଉଥିବା ଉତ୍କଳ ଦିବସକୁ ବାତିଲ କରାଯିବାକୁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏ ନେଇ ସମସ୍ତ ଜିଲାପାଳଙ୍କୁ ଚିଠି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri