ଉତ୍କଳ ବିଶ୍ୱବିଦ୍ୟାଳୟରେ ଅଗ୍ନିକାଣ୍ଡ: କାରଣ ଅସ୍ପଷ୍ଟ

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାରରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ବିଶ୍ୱବିଦ୍ୟାଳୟର ସିଣ୍ଡିକେଟ୍‌ ହଲ୍‌ରେ ଏହି ନିଆଁ ଲାଗିଛି। ସିଣ୍ଡିକେଟ୍‌ ବୈଠକ ପରେ ନିଆଁ ଲାଗିଥିବା ଜଣାପଡ଼ିଛି। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ। କ୍ଷୟକ୍ଷତିର ସୂଚନା ମଧ୍ୟ ମିଳି ନାହିଁ। ନିଆଁଲିଭା କାର୍ଯ୍ୟରେ ଅଗ୍ନିଶମ ବାହିନୀ କର୍ମଚାରୀମାନେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ବୋଲ ମାନୁନି କରୋନା: ଚିହ୍ନଟ ହେଲେ ଆଉ ୩୪୨ କରୋନା ପଜିଟିଭ୍‌; ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜଧାନୀରେ ମଙ୍ଗଳବାର ୩୪୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୧୬୯୩୩କୁ ବୃଦ୍ଧି ପାଇଛି। ସେଥିରୁ...

ମନ୍ତ୍ରୀ ପ୍ରତାପ ଜେନା କରୋନା ସଂକ୍ରମିତ

ଭୁବନେଶ୍ୱର,୮।୫(ବ୍ୟୁରୋ): ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କରୋନା ସଂକ୍ରମିତ ହୋଇଥିବା ନିଜେ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି । ସେ ଟୁଇଟ୍‌ରେ...

ସୁସ୍ଥ ହେଲେ ୩୨୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୩୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୩୧, ବାଲେଶ୍ୱରରୁ ୨୬,...

ଧାନ ବିକ୍ରି କରିପାରୁନି ଚାଷୀ: ସମବାୟ ସମିତି ସମ୍ମୁଖରେ ଧାରଣା

ଓପଦା, ୧୧।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ସଦର ତଳକିଆ ପଞ୍ଚାୟତର ତଳକିଆ ସେବା ସମବାୟ ସମିତି ସରକାରୀ ମଣ୍ଡିରେ ଧାନ ବିକ୍ରୟ ପାଇଁ ପଞ୍ଜୀକରଣ କରିଥିବା...

କୁକୁର ମୁହଁରେ ଶିଶୁକନ୍ୟା

ଭାପୁର, ୬।୩: ନୟାଗଡ଼ ଜିଲା ଫତେଗଡ଼ ଥାନା ଅଧୀନ ବଡ଼ସହରା ଗ୍ରାମ ତେଲି ସାହିରେ ଶନିବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା। ଗାଁ ଦାଣ୍ଡରେ...

କରୋନା ସଂକ୍ରମଣ ଭୟ: ଭଦ୍ରକର ସବୁ ଫେରିଘାଟକୁ ସଟ୍‌ଡାଉନ୍‌ ଘୋଷଣା କଲେ ଜିଲାପାଳ

ଭଦ୍ରକ ଅଫିସ,୨୬।୪: କରୋନାକୁ ନିୟନ୍ତ୍ରଣ କରିବା ପାଇଁ ଜିଲାର ସମସ୍ତ ଫେରିଘାଟକୁ ଜିଲାପାଳ ଜ୍ଞାନ ରଞ୍ଜନ ଦାସ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ପଡୋଶୀ ଜିଲା ଯାଜପୁରରେ...

ଭଦ୍ରକକୁ ଆସିବେ ୩୨ ହଜାର ପ୍ରବାସୀ

ଭଦ୍ରକ ଅଫିସ, ୩୦ା୪: ଭଦ୍ରକ ଜିଲାକୁ ଫେରିବେ ୩୨ ହଜାର ପ୍ରବାସୀ। ଘରକୁ ଫେରିବା ପାଇଁ ଏମାନେ ନିଜ ନାମ ଅନ୍‌ଳାଇନ୍‌ରେ ପଞ୍ଜୀକରଣ କରିସାରିଛନ୍ତି। ପ୍ରବାସୀମାନଙ୍କର...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୮୫୨ ପଜିଟିଭ୍‌

ଭୁବନେଶ୍ୱର,୧୬।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୫୨ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୧୮୧ ଜଣ ପିଲା ଅଛନ୍ତି। ୪୯୫ ଜଣ...

Advertisement
Archives

Model This Week