ଉତ୍କଳ ସମ୍ମିଳନୀ ପକ୍ଷରୁ ପଣ୍ଡିତ ନୀଳକଣ୍ଠ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର,୫।୮(ବ୍ୟୁରୋ): ଉତ୍କଳ ସମ୍ମିଳନୀ ପକ୍ଷରୁ ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ଉତ୍କଳ ସମ୍ମିଳନୀର ପୂର୍ବତନ ସଭାପତି ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜନ୍ମ ଦିବସ ଅବସରରେ ସୋମବାର ପୂର୍ବାହ୍ନରେ ପିଏମ୍‌ଜି ଛକସ୍ଥିତ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ଉତ୍କଳ ସମ୍ମିଳନୀ ପକ୍ଷରୁ ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ଶାଖା ସଭାପତି ଅଧିବକ୍ତା ଦିଲ୍ଲୀପ ଦାଶଶର୍ମାଙ୍କ ସଭାପତିିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଶାଖା-ଉପସଭାପତି ଶୀତଳ ଚନ୍ଦ୍ର ମହାନ୍ତି, ଯୁଗ୍ମ ସମ୍ପାଦକ ଅଶୋକ କୁମାର ପାଲଟାସିଂ, ସମାଚାର ପତ୍ରିକାର ସମ୍ପାଦକ ଇଂ ଶିବ ପ୍ରସାଦ ମିଶ୍ର, ପରିଷଦ ସଦସ୍ୟ ମହେଶ୍ୱର ବିଶ୍ୱାଳ, ବାସନ୍ତୀ ତ୍ରିପାଠୀ, କ୍ଷେତ୍ରମୋହନ ନାଏକ, ଅଜୟ କାନୁନ୍‌ଗୋ ଓ ପ୍ରକାଶ କୁମାର ସାମଲ ପ୍ରମୁଖ ଭାଗ ନେଇ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର

ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri