ଉତ୍ତରପ୍ରଦେଶରେ ତିଆରି ହେଲା ୩୪ଟି ଅସ୍ଥାୟୀ ଜେଲ

ଲକ୍ଷ୍ନୌ,୨୩।୪: ଉତ୍ତରପ୍ରଦେଶ ସରକାର ରାଜ୍ୟରେ ୩୪ଟି ଅସ୍ଥାୟୀ ଜେଲ ସ୍ଥାପନା କରିଛନ୍ତି। ଲକ୍ଷ୍ନୌର କଶ୍ମୀରି ମୋହଲ୍ଲା ମ୍ୟୁନସିପାଲ ବାଳିକା ଇଣ୍ଟର କଲେଜ ଓ ସହରର ବିଭିନ୍ନ ସ୍କୁଲରେ ଏହି ଅସ୍ଥାୟୀ ଜେଲ ତିଆରି କରାଯାଇଥିବା ସୂଚନା ମିଳିଛି। ଏଠାରେ ୧୫୬ଜଣ ବିଦେଶୀ ନାଗରିକଙ୍କ ସହ ପ୍ରାୟ ୨୮୮ଲୋକଙ୍କୁ ବନ୍ଦୀ କରି ରଖାଯାଇଛି। ଏହି ଜେଲରେ ସେମାନେ ରହିଛନ୍ତି, ଯେଉଁମାନେ ଟୁରିଷ୍ଟ ଭିଜାରେ ଭାରତକୁ ଆସିଥିଲେ କିନ୍ତୁ ତବଲିଘି ଜମାତରେ ସାମିଲ ହୋଇ ଧର୍ମ ପ୍ରଚାର କାମ କରିଥିଲେ। ଏତଦ୍‌ ବ୍ୟତୀତ ଯେଉଁମାନେ ତବଲିଘି ଜମାତ ସହ ଜଡିତ ଅଛନ୍ତି ଏବଂ ବିଦେଶୀ ନାଗରିକଙ୍କୁ ଲୁଚିବାରେ ସାହାଯ୍ୟ କରିଥିଲେ ସେମାନଙ୍କୁ ଏହି ଜେଲରେ ରଖାଯାଇଥିବା ଜଣାପଡ଼ିଛି। ସେହିପରି ହଟ୍‌ସ୍ପଟ ଅଞ୍ଚଳରେ ଲକ୍‌ଡାଉନ ନିୟମ ଉଲ୍ଲଂଘନ କରିଥିବା ବ୍ୟକ୍ତି, ଏବଂ ସ୍ବାସ୍ଥ୍ୟକର୍ମୀ ଓ ପୋଲିସଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କୁ ଏଠାରେ ରଖାଯାଇଛି। ତେବେ ଏହି ଅସ୍ଥାୟୀ ଜେଲରେ ବନ୍ଦୀ ହୋଇଥିବା ବିଦେଶୀ ନାଗରିକଙ୍କ ମଧ୍ୟରେ ଫ୍ରାନ୍ସ, ମୋରୋକୋ, ମାଲେସିଆ, ଥାଇଲାଣ୍ଡ, କିର୍ଗିସ୍ତାନ, କାଜାକିସ୍ତାନ, ବାଲାଂଦେଶ, ସୁଡାନ, ପାଲେଷ୍ଟାଇନ୍‌, ସିରିଆ ଓ ମାଲିର ନାଗରିକ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?