ଉତ୍ତରପ୍ରଦେଶରେ ୧୫ କରୋନା ରୋଗୀ

ଲକ୍ଷ୍ନୌ,୧୭।୨: ଉତ୍ତରପ୍ରଦେଶରେ କରୋନା ଭାଇରସ୍‌କୁ ନେଇ ଲଗାତର ସ୍ବାସ୍ଥ୍ୟବିଭାଗ ବୁଲେଟିନ୍‌ ଜାରି କରୁଛି। ମଙ୍ଗଳବାର ଉତ୍ତରପ୍ରଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ନୋଏଡାରେ ୨ଜଣ ସଂକ୍ରମିତ ଚିହ୍ନଟ ହେବା ପରେ ସଂକ୍ରମିତଙ୍କ ସଂଖ୍ୟା ୧୫ରେ ପହଞ୍ଚିଥିବା ନେଇ ସରକାରଙ୍କ ପକ୍ଷରୁ ସୂଚନା ମିଳିଛି। ସେଥିମଧ୍ୟରୁ ୫ଜଣ ରୋଗୀ ଅତି ସମ୍ବେଦନଶୀଳ ଅବସ୍ଥାରେ ଭର୍ତ୍ତି ହୋଇଛନ୍ତି। ଏପର୍ଯ୍ୟନ୍ତ ଆଗ୍ରାରେ ୮, ନୋଏଡାରେ ୩, ଲକ୍ଷ୍ନୌରେ ୨ ଓ ଗାଜିଆବାଦରେ ୨ଜଣ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ ଯାଞ୍ଚରେ ଏପର୍ଯ୍ୟନ୍ତ ୭୦୯ ନମୂନା ନେଗେଟିଭ୍‌ ଆସିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାନ୍ଦିପୁର ଡିଆରଡିଓର ଗୁପ୍ତ ତଥ୍ୟ ଲିକ୍‌

ବାଲେଶ୍ୱର ଅଫିସ, ୧୪।୯: ପାକିସ୍ତାନୀ ଗୋଇନ୍ଦା ସଂସ୍ଥା(ଆଇଏସ୍‌ଆଇ)କୁ ଯୋଗାଇ ଦେଉଥିଲେ ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ର ଗୁପ୍ତ ତଥ୍ୟ। ମୁଖ୍ୟତଃ...

ନୂଆବର୍ଷ ପୂର୍ବରୁ କାରଗିଲ୍‌ ବାସିନ୍ଦାଙ୍କୁ ଉପହାର: ୧୦୪ ଘରେ ବିଦ୍ୟୁତ୍‌ ସଂଯୋଗ

ଶ୍ରୀନଗର,୨୮।୧୨: ନୂଆବର୍ଷ ପୂର୍ବରୁ କାରଗିଲ୍‌ ବାସିନ୍ଦାଙ୍କୁ ଉପହାର ମିଳିଛି। ଏଠାରେ ଥିବା ୧୦୪ ଘରେ ବିଦ୍ୟୁତ୍‌ ସଂଯୋଗ କରାଯାଇଛି। ସୋଲାର ପ୍ୟାନେଲ ସ୍ଥାପନ କରାଯାଇ ଏସବୁ...

ପ୍ରଧାନମନ୍ତ୍ରୀଙ୍କ ଭାଇ ଦୁର୍ଘଟଣାରେ ଆହତ

ମହୀଶୂର,୨୮ା୧୨: ଏକ ସଡ଼କ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାଇ ପ୍ରହଲ୍ଲାଦ ମୋଦି, ତାଙ୍କ ପୁଅବୋହୂଙ୍କ ସମେତ ୫ ଜଣ ଆହତ ହୋଇଛନ୍ତି। ମଙ୍ଗଳବାର ଅପରାହ୍ନରେ...

ରୁଷିଆ ବିରୋଧୀ କଟକଣାରେ ସାମିଲ ହେଉ ଭାରତ: ଲିଜ୍‌ ଟ୍ରୁସ୍‌

ନୂଆଦିଲ୍ଲୀ,୧ା୪: ଏପ୍ରିଲରେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ଙ୍କ ସମ୍ଭାବ୍ୟ ଭାରତ ଗସ୍ତ ପୂର୍ବରୁ ଗୁରୁବାର ତାଙ୍କ ବହିର୍ବ୍ୟାପାର ସଚିବ ଲିଜ୍‌ ଟ୍ରୁସ୍‌ ଦିଲ୍ଲୀ ଆସିଛନ୍ତି। ସେ...

ଅନର କିଲିଂକୁ ଜବାବ ଦିଅ,ସ୍ବାଧୀନତାର ୭୫ ବର୍ଷ ପରେ ବି ହଟିନି ଜାତିପ୍ରଥା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯।୧୧: ଦେଶ ସ୍ବାଧୀନ ହେବାର ୭୫ ବର୍ଷ ପରେ ମଧ୍ୟ ଜାତିପ୍ରଥା ହଟିନାହିଁ। ସମାଜରେ ଏବେ ବି ଅନର କିଲିଂ ଭଳି ଜାତିଭିତ୍ତିକ ହିଂସା ଦେଖିବାକୁ...

ଉଡିବା ଆରମ୍ଭ କରୁ କରୁ ରନ୍‌ୱେରୁ ଖସିଗଲା ଇଣ୍ଡିଗୋ ବିମାନ

ଜୋରହାଟ,୨୯ ।୭: ଇଣ୍ଡିଗୋ ଏୟାର ଲାଇନ୍ସର ଏକ ବିମାନ ଉଡିବା ଆରମ୍ଭ କରୁ କରୁ ରନୱେରୁ ଖସି ଯାଇଥିବା ଜଣାପଡିଛି । ତେବେ କୌଣସି ପ୍ରକାରେ...

ଉତ୍ତରାଖଣ୍ଡରେ କାହା ମୁଣ୍ଡରେ ସୁନା କଳସ ? ମୁଖ୍ୟମନ୍ତ୍ରୀ ଦୌଡ଼ରେ ୭ ଜଣ…

ଡେରାଡୁନ୍‌,୨୧।୩ : ଉତ୍ତରାଖଣ୍ଡରେ କିଏ ହେବ ମୁଖ୍ୟମନ୍ତ୍ରୀ, ସେନେଇ ସସ୍‌ପେନ୍ସ ଜାରି ରହିଛି। ହାତୀ କାହା ମୁଣ୍ଡରେ ସୁନା କଳସ ଢାଳିବ ଏହାକୁ ନେଇ ଚର୍ଚ୍ଚା...

ଅଟୋ ସେକ୍ଟରକୁ ପିଏଲ୍‌ଆଇ ପ୍ୟାକେଜ, ୭.୫ ଲକ୍ଷଙ୍କୁ ମିଳିବ ନିଯୁକ୍ତି…

ନୂଆଦିଲ୍ଲୀ,୧୫।୯: ଅଟୋ ଏବଂ ଡ୍ରୋନ୍‌ ସେକ୍ଟର ପାଇଁ ପ୍ରଡକଶନ୍‌ ଲିଙ୍କ୍‌ ଇନସେନଟିଭ୍‌ (ପିଏଲ୍‌ଆଇ) ଯୋଜନା ଅନ୍ତର୍ଗତ ୫୭,୦୪୩ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କରାଯାଇଛି। ବୁଧବାର...

Advertisement
Archives

Model This Week